ମେଟ୍ରୋ

ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତ୍ରୀଙ୍କ ଧାରଣା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲ ସହକାରୀ ଅଧୀକ୍ଷକଙ୍କ ବଦଳି ଦାବିରେ ରବିବାର ଅନ୍ତେବାସିନୀମାନେ ଇନ୍ଦିରା ଗାନ୍ଧୀ ଆଦିବାସୀ ଛାତ୍ରୀ ନିବାସ ଆଗରେ ଧାରଣାରେ ବସିଥିଲେ। ହଷ୍ଟେଲ ସହକାରୀ ଅଧୀକ୍ଷକ ବିଶ୍ୱମୋହିନୀ ପତି ଛାତ୍ରୀମାନଙ୍କୁ ବାହାରକୁ ଛାଡ଼ୁ ନ ଥିବା ଏବଂ...

୪୬.୩ ଡିଗ୍ରୀରେ ରେକର୍ଡ ଭାଙ୍ଗିଲା ତାଳଚେର : ୪୦ ଡିଗ୍ରୀ ଟପିଲା ୧୪ ଜିଲା, ୫ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଉପକୂଳ ହେଉ କି ପଶ୍ଚିମ ଓଡ଼ିଶା, ସବୁଠି ତାତି ଅସହ୍ୟ ହେଉଛି। କ୍ରମାଗତ ଭାବେ ତାପମାତ୍ରା ବଢ଼ୁଛି।...

ଶକ୍ତିଶାଳୀ ହେଉଛି ‘ଫନୀ’ : ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ସୃଷ୍ଟ ବାତ୍ୟା ‘ଫନୀ’ ଧୀରେ ଧୀରେ ଶକ୍ତିଶାଳୀ ହେବାରେ ଲାଗିଛି। ୩୦ତାରିଖ ସୁଦ୍ଧା ‘ଫନୀ’ ଅତି ପ୍ରବଳ ବାତ୍ୟାର ରୂପ ନେବ। ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଉପକୂଳରେ ଆସନ୍ତା ୨ରୁ ୩ତାରିଖ ଯାଏ...

କିଶୋର ବାସା ‘ଟାଗୋର ନ୍ୟାଶନାଲ ଫେଲୋ’ ମନୋନୀତ

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଉତ୍କଳ ବିଶ୍ୱବିଦ୍ୟାଳୟ ନୃତତ୍ତ୍ୱ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର କିଶୋର କୁମାର ବାସାଙ୍କୁ ସମ୍ମାନଜନକ ‘ଟାଗୋର ନ୍ୟାଶନାଲ ଫେଲୋ’ ଭାବେ ମନୋନୀତ କରାଯାଇଛି। ଭୋପାଳସ୍ଥିତ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମାନବ ସଂଗ୍ରହାଳୟରେ ସେ...

‘ଆଭେଞ୍ଜର୍ସ ଏଣ୍ଡ୍‌ ଗେମ୍‌’ କ୍ରେଜ୍‌

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଫାଷ୍ଟ୍‌ ଡେ’ ଫାଷ୍ଟ୍‌ ଶୋ। ଶୁକ୍ରବାର ରିଲିଜ ହୋଇଥିବା ମାର୍ଭେଲ କମିକ୍ସ ସିରିଜର ସର୍ବାଧିକ ଚର୍ଚ୍ଚିତ ଫିଲ୍ମ ‘ଆଭେଞ୍ଜର୍ସ ଏଣ୍ଡ୍‌ ଗେମ୍‌’ର ପ୍ରଥମ ଦିନର ପ୍ରଥମ ଶୋ ଦେଖିବାକୁ ରାଜଧାନୀବାସୀଙ୍କ ମଧ୍ୟରେ ଦେଖିବାକୁ ମିଳିଥିଲା ପ୍ରବଳ କ୍ରେଜ୍‌। ପରିସ୍ଥିତି ଏଭଳି...

୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ପୁରୀ ଜିଲା କଣାସ ବ୍ଲକ ଗଡ଼ିଶାଗଦା ପଞ୍ଚାୟତର ବିଲପାଟଣା ଗ୍ରାମରୁ ବୁଧବାର ୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର କରାଯାଇଛି। ଗ୍ରାମର ରଶ୍ମିକାନ୍ତ ପରିଡ଼ା ସକାଳୁ ପାଳଗଦାରୁ କୁଟା ଆଣିବାକୁ ଗଲାବେଳେ ଏକ ନାଗସାପ ପାଳଗଦା ତଳେ ପଶିଯିବାର...

ଅଧ୍ୟାପକଙ୍କ ପେନ୍‌ସନ୍‌ ସମସ୍ୟା: ଉଚ୍ଚ ଶିକ୍ଷା ବିଭାଗକୁ ଏନ୍‌ଏଚ୍‌ଆର୍‌ସିର ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ଓଡ଼ିଶାରେ ସରକାରୀ ଅନୁଦାନପ୍ରାପ୍ତ କଲେଜରେ କାର୍ଯ୍ୟରତ ଅଧ୍ୟାପକ ଓ କର୍ମଚାରୀ ପେନ୍‌ସନ୍‌ ପାଉ ନ ଥିବା ଅଭିଯୋଗ ହେବା ପରେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ହ୍ୟୁମାନ ରାଇଟ୍‌ସ ଓ୍ବାଚ୍‌ ଅଧ୍ୟକ୍ଷା ସଙ୍ଗୀତା...

ସାମାଜିକ କର୍ମୀଙ୍କୁ ହେଲ୍‌ମେଟରେ ପିଟି ଖସିଗଲେ ଲୁଟେରା: ଚୋରି ବାଇକ, ଲୁଟ୍‌ ଭ୍ୟାନିଟି ପୋଲିସ ଜିମା

ଭୁବନେଶ୍ୱର, ୨୫ ।୪(ବ୍ୟୁରୋ)- ରାଜଧାନୀରେ ନିର୍ବାଚନକୁ ନେଇ ପୋଲିସ ମଙ୍ଗଳବାର ବ୍ୟସ୍ତଥିବାବେଳେ ଏପଟେ ରାସ୍ତା ଓ ବଜାରରେ ମାତିଥିଲେ ଲୁଟେରା। ତେବେ ଲୁଟେରା ଜଣକ ଏକ ଦମ୍ପତିଙ୍କଠାରୁ ଲୁଟ୍‌ କରି ପଳାଉଥିବାବେଳେ ୪ଜଣ ସାମାଜିକ କର୍ମୀ ଗୋଡ଼ାଇ କାବୁ କରିବା ଓ...

ସାଲେପୁର ବିଧାନସଭା ଆସନ: କଂଗ୍ରେସ ଭୋଟବ୍ୟାଙ୍କ୍‌ ଉପରେ ବିଜେଡି, ଭାଜପାର ନଜର

ନିର୍ମଳ ପଣ୍ଡା/ କଟକ ଅଫିସ, ୨୫ ।୪- ଏପ୍ରିଲ ୨୯ ଚତୁର୍ଥ ପର୍ଯ୍ୟାୟରେ ସାଲେପୁର ବିଧାନସଭା ଆସନରେ ଭୋଟ ଗ୍ରହଣ କରାଯିବ। କଟକ ଜିଲାର ଏହି ଆସନଟି କେନ୍ଦ୍ରାପଡ଼ା ଲୋକସଭା ଅଧୀନରେ ଯାଉଛି। ନିର୍ବାଚନ ମଇଦାନରେ ମୋଟ ୧୧ଜଣ ପ୍ରାର୍ଥୀ...

ଘୁଞ୍ଚିଲା ମହାରଥୀଙ୍କ ଜାମିନ ଆବେଦନର ଶୁଣାଣି

ଭୁବନେଶ୍ୱର, ୨୪।୪(ବ୍ୟୁରୋ)- ବରିଷ୍ଠ ବିଜେଡି ନେତା ତଥା ପିପିଲି ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କ ଜାମିନ ଆବେଦନର ଶୁଣାଣି ବୁଧବାର ସ୍ବତନ୍ତ୍ର ପ୍ରାଧିକୃତ କୋର୍ଟରେ ହୋଇଥିଲା। ମାତ୍ର ମତଦାନ କାର୍ଯ୍ୟରେ ବ୍ୟସ୍ତ ଥିବା ଦର୍ଶାଇ ମହାରଥୀଙ୍କ...

ସମର ଫ୍ୟାଶନରେ ‘ଅରେଞ୍ଜ୍‌’ ଟ୍ରେଣ୍ଡ

ଭୁବନେଶ୍ୱର,୨୨।୪(ବ୍ୟୁରୋ)-ଫ୍ୟାଶନର ପରିଭାଷା ଦିନକୁ ଦିନ ପରିବର୍ତ୍ତନ ହେଉଥିବା ବେଳେ ଏଥିରେ ପ୍ରତିଦିନ ନୂଆ ନୂଆ ଷ୍ଟାଇଲ୍‌ ଓ ଷ୍ଟେଟ୍‌ମେଣ୍ଟ ଦେଖିବାକୁ ମିଳୁଛି। ଆଗରୁ କେବଳ କଳା, ଧଳା ଓ ଗାଢ଼ ରଙ୍ଗର ମୋହରେ ଥିବା ଫ୍ୟାଶନ ଇଣ୍ଡଷ୍ଟ୍ରୀ ଏବେ ରଙ୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri