ମେଟ୍ରୋ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ: ୧୮ରେ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା

ଭୁବନେଶ୍ୱର,୧୭ା୪(ବ୍ୟୁରୋ) ଆସନ୍ତା ୧୮ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ମଙ୍ଗଳବାର ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନ ପ୍ରଚାର ଶେଷ ହୋଇଛି। ମତଦାନ ପରିଚାଳନା ପାଇଁ କର୍ମଚାରୀମାନେ ନିର୍ବାଚନ ସାମଗ୍ରୀ ଧରି ଗନ୍ତବ୍ୟସ୍ଥଳକୁ ଗସ୍ତ...

ମିସ୍‌ ଟ୍ରାଡିଶନାଲ୍‌ ଟାଇଟଲ୍‌ ଜିତିଲେ ଓଡ଼ିଆ ଝିଅ ଶିବାନୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ମୁମ୍ବାଇ ମହାନଗର ଆନ୍ତଃ ବିଦ୍ୟାଳୟ ପ୍ରତିଯୋଗିତାରେ ଭାଗନେଇ ମିସ୍‌ ଟ୍ରାଡିଶନାଲ୍‌ ବିଭାଗରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶିବାନୀ ମିଶ୍ର। ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିବା ଶିବାନୀ ଏହି ପ୍ରତିଯୋଗିତାରେ ଓଡ଼ିଶାର ସଂସ୍କୃତି, ପରମ୍ପରା, ଚଳଣି ଓ ପାରମ୍ପରିକ ଓଡ଼ିଆ...

ରେଳଷ୍ଟେଶନରୁ ଧରାପଡ଼ିଲା ପକେଟମାର୍‌ ଗ୍ୟାଙ୍ଗ୍‌

ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ଭୁବନେଶ୍ୱର ରେଳ ଷ୍ଟେଶନରେ ବାରମ୍ବାର ପକେଟମାର୍‌ ସହ ଚୋରି ଓ ଲୁଟ୍‌ ହେଉଛି। ସୋମବାର ରାତିରେ ଜିଆର୍‌ପି ହାତରେ ଏକ ପକେଟମାର ଗ୍ୟାଙ୍ଗ୍‌ର ୩ଜଣ ସଦସ୍ୟ ଧରାପଡିଛନ୍ତି। ସେମାନେ ହେଲେ ନୟାଗଡ଼ ଜିଲା ଓଡ଼ଗାଁ ଥାନାଞ୍ଚଳର ଚିରଞ୍ଜିବ...

କୁଶଭଦ୍ରା ଗଣ୍ଡରେ ବୁଡ଼ିଗଲେ ୩ କଲେଜ ଛାତ୍ର: ନିମାପଡ଼ାରେ ପ୍ରବଳ ଉତ୍ତେଜନା, ରାସ୍ତାରୋକୋ

ନିମାପଡ଼ା,୧୭।୪(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ କୁଶଭଦ୍ରା ନଦୀର ଧୀରପୁର ବାଲିଘାଟ ଗଣ୍ଡରେ ଗାଧୋଉଥିବାବେଳେ ୩ଜଣ କଲେଜ ଛାତ୍ର ବୁଡି ଯାଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଛି ଏହି ଘଟଣା। ବୁଡି ଯାଇଥିବା ଛାତ୍ରମାନେହେଲେ ସ୍ଥାନୀୟ ଶ୍ୟାମସୁନ୍ଦରପୁରର ଜ୍ୟୋତିରଞ୍ଜନ ସାହୁ...

ଏପ୍ରିଲ ୧୮ରୁ ଖରାଛୁଟି

ଭୁବନେଶ୍ୱର,୧୬।୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର। ଏପ୍ରିଲ ୧୮ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ବତନ୍ତ୍ର...

ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଖୋର୍ଦ୍ଧା ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା। ଏହି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛନ୍ତି ଭାରପ୍ରାପ୍ତ ଡିଜି ବିକେ ଶର୍ମା। କ୍ରାଇମବ୍ରାଞ୍ଚ ଡିଏସ୍‌ପି ପ୍ରମୋଦ ରଥଙ୍କୁ ଏହି ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଥିବା...

୧୬ରେ ଆସୁଛନ୍ତି ମୋଦି, ଭୁବନେଶ୍ୱରରେ କରିବେ ରୋଡ ଶୋ’

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆସନ୍ତା ୧୬ରେ ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ କାଳରେ ସେ ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେବାକୁ ଥିବା ସାଧାରଣ ସଭାରେ ଯୋଗ ଦେବେ। ଏଥିସହ ସେ ଏକ ରୋଡ୍‌...

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

ବଡ଼ବିଲ, ୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରୁ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ହାଇଓ୍ବାକୁ ପୋଲିସ ବୁଧବାର ରାତିରେ ଝାଡଖଣ୍ଡରୁ ଜବତ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍‌ ସହ ଅନ୍ୟ ଦୁଇ ଦଲାଲଙ୍କୁ ପୋଲିସ...

ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି...

ପୁଅଙ୍କୁ ଥଇଥାନ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା ସତରେ ପ୍ରତିଫଳିତ ହୋଇଛି। ପ୍ରକାଶିତ ତାଲିକାରେ ତିନି ବିଧାୟକ ସେମାନଙ୍କ ପୁତ୍ରଙ୍କୁ ଥଇଥାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri