ଆସିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଭିତ୍ତିପ୍ରସ୍ତର ସ୍ଥାପନ
ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଶିଳ୍ପ ପ୍ରକଳ୍ପଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍ରେ ମୁଖ୍ୟମନ୍ତ୍ରୀ ଅବତରଣ କରିବେ। ହଳଦୀପଦା ଓ କାଳିବେତୀ ଦୁଇଟି ସ୍ଥାନରେ ଶିଳ୍ପ ପ୍ରକଳ୍ପ...