ମେଟ୍ରୋ

ଭୁବନେଶ୍ୱରରେ ମିଳିବ ପ୍ରଶାସନିକ ସେବା ଲାଗି କୋଚିଂ- ଜୁନ୍‌ ୨୪ରୁ କ୍ଲାସ୍‌ ଆରମ୍ଭ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଏଣିକି ପ୍ରଶାସନିକ ସେବା କୋଚିଂ ଲାଗି ବାହାର ରାଜ୍ୟକୁ ଯିବାକୁ ପଡ଼ିବନି। ପ୍ରତିଭାବାନ ଆଶାୟୀଙ୍କୁ ଭୁବନେଶ୍ୱରରେ ଉନ୍ନତମାନର କୋଚିଂ ଦିଆଯିବ। ପ୍ରଶାସନିକ ସେବାରେ ଓଡ଼ିଆଙ୍କ ସଫଳତା ହାର କମୁଥିବାରୁ ଏଥିରେ ସୁଧାର ଆଣିବାକୁ ଉଚ୍ଚ ଶିକ୍ଷା ବିଭାଗ ଅଣ୍ଟା ଭିଡ଼ିଛି।...

ଜୁନ୍‌ ୨୫ରୁ ବିଧାନସଭା, ୨୮ରେ ବଜେଟ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ୨୫ ତାରିଖରୁ ବିଧାନସଭା ଆରମ୍ଭ ହୋଇ ଅଗଷ୍ଟ ୮ରେ ଶେଷ...

ପୋତି ହୋଇ ଚିଲିକା ସଙ୍କୁଚିତ

ବାଲୁଗାଁ,୧୦।୬(ଡି.ଏନ୍‌.ଏ.) : ଚିଲିକା ହ୍ରଦ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି। ତେବେ ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ସିଡିଏର ବୈମାତୃକ ମନୋଭାବ ଯୋଗୁଁ ବର୍ତ୍ତମାନ ଏହି ହ୍ରଦଟି କ୍ରମେ ପୋତି ହେବାରେ ଲାଗିଛି। ବିଶେଷକରି...

ଇନ୍ଦ୍ରଦ୍ୟୁମ୍ନକୁ ଅଣଦେଖା : ଆସିଲାଣି ବର୍ଷା, ପୁଣି ଭୁଶୁଡ଼ିବା ଆଶଙ୍କା

ପୁରୀ ଅଫିସ, ୧୦।୬: ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ତୀର୍ଥ ହେଉଛି ଇନ୍ଦ୍ରଦ୍ୟୁମ୍ନ। ପବିତ୍ର ପଞ୍ଚ ତୀର୍ଥରେ ବୁଡ଼ ପକାଇଲେ ପୁରୀକୁ କରିଥିବା ତୀର୍ଥଯାତ୍ରା ସଫଳ ହୁଏ ବୋଲି ବିଶ୍ୱାସ ରହିଛି। ତୀର୍ଥଯାତ୍ରୀ ଏବଂ ଶ୍ରଦ୍ଧାଳୁଙ୍କ ଏଭଳି ଭାବାବେଗ ସହ...

ଜବରଦଖଲରେ ଶ୍ମଶାନ ଜମି

ଖୋର୍ଦ୍ଧା ଅଫିସ, ୧୦।୬ : ପ୍ରଶାସନର ସହଯୋଗ ନ ଥିବାରୁ ଅଧିକାଂଶ ଶ୍ମଶାନ ଜମି ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଏଥିରୁ କିଛି ଜମିରେ ଘର ନିର୍ମାଣ ହୋଇ ସାରିଲାଣି। ଜିଲା ସଦର ମହକୁମା, ଖୋର୍ଦ୍ଧା ତହସିଲରେ ଦିନକୁଦିନ ଶ୍ମଶାନ ଜମି ଜବରଦଖଲ...

ଦଳ ଭିତରେ ଅନ୍ତର୍ଘାତୀ କାର୍ଯ୍ୟ ହୋଇଛି କହିଲେ ରାଧାରାଣୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ପ୍ରଦର୍ଶନ କିପରି ଥିଲା ସେ ନେଇ ରବିବାର ଦଳୀୟ କାର୍ଯ୍ୟାଳୟଠାରେ ବିସ୍ତୃତ ଆଲୋଚନା ହୋଇଛି। ବୈଠକ ଶେଷରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୂର୍ବତନ ବିଧାୟିକା ରାଧାରାଣ୍ଡୀ ପଣ୍ଡା ଗୁରୁତର ଅଭିଯୋଗ...

ନାବାଳିକାଙ୍କୁ ବଳାତ୍କାର ଘଟଣା : କ୍ଷତିପୂରଣ ରାଶି ଦେଉନାହାନ୍ତି ସରକାର

କଟକ ଅଫିସ, ୧୦।୬ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ୨୦୧୮ରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ନିୟମ ଲାଗୁ କରିଥିଲେ। ପୀଡ଼ିତାଙ୍କ ପରିବାରକୁ ୪ରୁ ୭ ଲକ୍ଷ ପର୍ଯ୍ୟନ୍ତ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ...

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ ଅଫିସ, ୧୦।୬ : ଆସନ୍ତା ଜୁଲାଇ ୪ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ସୁରୁଖୁରରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ...

ରାଜ୍ୟ ଭାଜପାର ନିର୍ବାଚନୀ ସମୀକ୍ଷା

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ରାଜ୍ୟରେ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିପାରିଛି। ଦଳ ରାଜ୍ୟରେ ସରକାର ଗଠନ କରିବାର ଯେଉଁ ଦମ୍ଭୋକ୍ତି ଦେଖାଇଥିଲା, ସେଥିରେ ବିଫଳ ହୋଇଛି। ପ୍ରଥମଥର ବିରୋଧୀ ଦଳ ମାନ୍ୟତା ପାଇବାରେ ସକ୍ଷମ...

ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜନସାଧାରଣଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ଘର ଭିତରେ ମଧ୍ୟ...

ମହିଳା ବିରୋଧୀ ହିଂସା ରୋକିବାକୁ ପ୍ରୟାସ : ଅନ୍ତର୍ଜାତୀୟ ସ୍ତରରେ ହେବ ‘କନ୍ୟା କିରଣ’

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ୍‌(କିସ୍‌) ପକ୍ଷରୁ ମହିଳା ଓ କନ୍ୟା ସନ୍ତାନଙ୍କୁ ନିର୍ଯାତନା ବିରୋଧରେ ଆୟୋଜିତ ସଚେତନତା ଅଭିଯାନ ‘କନ୍ୟା କିରଣ’ର ୩ୟ ସଂସ୍କରଣ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ରାଜ୍ୟର...

ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହେବେ। ଅଭିଲେଖାଗାର ମାଧ୍ୟମରେ ରାଜ୍ୟ ତଥା ଦେଶର ଇତିହାସ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri