ମେଟ୍ରୋ

ଆଜି ଯୁକ୍ତ୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର, ୩ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ଭବନରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ଏହି ସମୟଠାରୁ ପରୀକ୍ଷାର୍ଥୀମାନେ www.chseodisha.nic.in ଓ...

‘ଇଣ୍ଡିଆ ଟୁଡେ’ କଭର ଷ୍ଟୋରିରେ ଚନ୍ଦ୍ରାଣୀ

ଭୁବନେଶ୍ୱର, ୩ା୬ (ବ୍ୟୁରୋ) : କେନ୍ଦୁଝର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ବିଜେଡିର ଚନ୍ଦ୍ରାଣୀ ମୁର୍ମୁ ଜାତୀୟସ୍ତରୀୟ ପତ୍ରିକା ‘ଇଣ୍ଡିଆ ଟୁଡେ’ର ପ୍ରଚ୍ଛଦପଟ ଷ୍ଟୋରିରେ ସ୍ଥାନ ପାଇଛନ୍ତି। ଚନ୍ଦ୍ରାଣୀ ସପ୍ତଦଶ ଲୋକ ସଭାରେ ସର୍ବକନିଷ୍ଠ ସଦସ୍ୟ। ୨୫ ବର୍ଷୀୟା...

ଅସ୍ତିତ୍ୱ ହରାଇଛି ବ୍ରହ୍ମଗିରି, ଘରକୁ ଫେରିନାହାନ୍ତି ବିପନ୍ନ

ବ୍ରହ୍ମଗିରି,୩ା୬ : ସାମୁଦ୍ରିକ ଝଡ ଫନୀକୁ ଏକମାସ ପୂରିଛି। ଫନୀର ତାଣ୍ଡବ ଲୀଲାରେ ବ୍ରହ୍ମଗିରିର ଅସ୍ଥିତ୍ୱ ହରାଇବା ସହ ବଦଳିଯାଇଛି ରୂପରେଖ। ସବୁଆଡେ ଦେଖାଯାଉଛି ଶ୍ରୀହିନ। ଏକ ମାସ ପରେ ବି ବାତ୍ୟା ବିପନ୍ନମାନେ ନିଜ ବାସସ୍ଥାନକୁ ନ ଫେରି...

ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ସାଲିଆ ସାହି ବସ୍ତି ବିକାଶ ପରିଷଦ ଅଞ୍ଚଳର ସନ୍ତୋଷ ରେଡ୍ଡୀ ଓ...

ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଉଥିବା ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ କୁମାର ପାଇକରାୟଙ୍କୁ ରବିବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ରବିବାର ଗିରଫ କରିଛି। ଏଥିସହ ତାଙ୍କ ଘରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଜବତ ବିସ୍ଫୋରକ ସାମଗ୍ରୀ ମଧ୍ୟରେ...

ପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତ

ଭୁବନେଶ୍ୱର, ୨।୬: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି। ଦଳର ବରିଷ୍ଠ ନେତା ଭର୍ତ୍ତୃହରି ମହତାବଙ୍କୁ ଷ୍ଟାଣ୍ଡିଂ କିମିଟି ଅଧ୍ୟକ୍ଷ...

ବାତ୍ୟାରେ ଧ୍ୱସ୍ତ ବିଧ୍ୱସ୍ତ ଶିଳ୍ପୀ ବାଟିକା:ଜିବୀକା ହରାଇଛନ୍ତି ୫୦୦ରୁ ଊର୍ଦ୍ଧ୍ୱ କାରିଗର

କୋଣାର୍କ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ସାମାଜିକ ସଂଗଠନ ଅର୍କଶ୍ରୀ ଦ୍ୱାରା ପ୍ରତିଷ୍ଠିତ ଶିଳ୍ପୀ ବାଟିକା ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଛି। ଏହା ଉପରେ ନିର୍ଭର କରୁଥିବା ୫୦୦ରୁ ଊର୍ଦ୍ଧ୍ୱ କାରିଗର ଜିବୀକା ହରାଇଛନ୍ତି। ୧୯୯୦ମସିହାରେ ଅର୍କଶ୍ରୀ ଦ୍ୱାରା ଉତ୍କଳୀୟ କଳା, ସଂସ୍କୃତି...

ବାତ୍ୟାରେ ୩,୨୧୪ ହେକ୍ଟର ଫସଲ କ୍ଷତିଗ୍ରସ୍ତ

କଣାସ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ହୋଇଥିବାବେଳେ ଚାଷ ଜମି ସବୁ ଉଜୁଡ଼ି ଯାଇଛି। ଡେଲାଙ୍ଗ ବ୍ଲକରେ ୬,୭୫୯ ଚାଷୀଙ୍କର ୩,୨୧୪ହେକ୍ଟର ଖରାଟିଆ ଧାନ, ମୁଗ ଆଦି ଫସଲ କ୍ଷତିଗ୍ରସ୍ତ ହୋଇଥିବା କୃଷି ବିଭାଗ...

ବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ଆସନରୁ ରବିବାର ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବିଜେପୁର ବିଧାୟକ ଭାବେ ନିଜ ଇସ୍ତଫା ପତ୍ର ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ପଠାଇଥିଲେ। ଏହା ବାଚସ୍ପତିଙ୍କ ହସ୍ତଗତ ହୋଇ ଗ୍ରହଣୀୟ...

ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର ପୋଲିସ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ପିଣ୍ଟୁ ଜେନା। ତାଙ୍କ ଘର ଜଗତସିଂହପୁର...

ରାଜଧାନୀରେ ଯୁବକଙ୍କୁ ଗଳାକାଟି ହତ୍ୟା, କାର୍ଟୁନରେ ଗୁଡ଼ାଇ ଫିଙ୍ଗିଦେଲେ

ଭୁବନେଶ୍ୱର,୨।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟରେ ଥିବା ଏକ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରୁ ଶନିବାର ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ନୟାଗଡ଼ କଣ୍ଟିଲୋ ଅଞ୍ଚଳର ଦିଲୀପ କୁମାର ସାହୁ। ଦିଲୀପଙ୍କୁ ମଦ...

ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼

ଭୁବନେଶ୍ୱର,୨।୬(ବ୍ୟୁରୋ): ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ନିମନ୍ତେ ଏହାକୁ କଳିଙ୍ଗ ଷ୍ଟାଡିୟମରେ ରଖାଯାଇଛି। ତେବେ କଳ୍ପନାଙ୍କ ଶେଷ ଦର୍ଶନ ଲାଗି ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି। ପ୍ରକାଶଯୋଗ୍ୟ, କଳ୍ପନା ଏଭରେଷ୍ଟ ଆରୋହଣ କରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri