ମେଟ୍ରୋ

ଗୋପାଳ ପଣ୍ଡା ପାଇବେ ନାଲ୍‌କୋ ସଙ୍ଗୀତ ସୁଧାକର ସ୍ମାରକୀ ସମ୍ମାନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଚଳିତବର୍ଷ ‘ନାଲ୍‌କୋ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ସ୍ମାରକୀ ସମ୍ମାନ’ ପାଇବେ ଓଡ଼ିଶୀ କଣ୍ଠଶିଳ୍ପୀ ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା। ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ଫାଉଣ୍ଡେଶନ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ହେବାକୁ ଥିବା ବାଳକୃଷ୍ଣ ଦାଶଙ୍କ...

ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ: ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ପ୍ରଦର୍ଶନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି (ଓର୍‌ମାସ୍‌) ତଥା ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ଶନିବାର ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ ହୋଇଛି। ରାଜ୍ୟ ଗ୍ରାମ୍ୟ...

୫ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆସନ୍ତା ୫ ତାରିଖରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ାଣ ଆରମ୍ଭ ହେବ। ଆଲିଆନ୍ସ ଏୟାର ଏହି ସେବା ପ୍ରଦାନ କରିବ। ସକାଳ ୯ଟା ୫ରୁ ଭୁବନେଶ୍ୱର...

ଶିକ୍ଷକ ସ୍ବାମୀକୁ ଲଣ୍ଡା, ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଲେ; ଲଜ୍ଜାରେ ଶିକ୍ଷୟିତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଜଣେ ଶିକ୍ଷକଙ୍କୁ ଲୋକେ ଲଣ୍ଡା କରିବା ସହ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଛନ୍ତି। ଭୁବନେଶ୍ୱରର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଧିରୁକିଟି ବସ୍ତିରେ କିଛିଦିନ ତଳେ ଘଟିଥିବା ଏହି ସ୍ପର୍ଶକାତର ଘଟଣାର ଭିଡିଓ ଏବେ ଭାଇରାଲ...

ବିଭିନ୍ନ ସହରରେ ଅଗ୍ନିଶମ ବିଭାଗର ଚଢ଼ାଉ: କୋଚିଂ ସେଣ୍ଟରଗୁଡ଼ିକରେ ବିପଜ୍ଜନକ ସ୍ଥିତି, ଏଷ୍ଟିଂଗୁଇସର ଝୁଲାରେ ସୀମିତ ରହିଛି ଆଇନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)-ଗୁଜରାଟର ସୁରଟରେ କୋଚିଂ ସେଣ୍ଟର ଅଗ୍ନିକାଣ୍ଡ ପରେ ଏବେ ଓଡ଼ିଶା ଅଗ୍ନିଶମ ବିଭାଗ ତତ୍ପର ହୋଇଉଠିଛି। ଗୃହ ବିଭାଗର ନିର୍ଦ୍ଦେଶ ପରେ ରାଜ୍ୟରେ ଥିବା ବିଭିନ୍ନ କୋଚିଂ ସେଣ୍ଟରରେ ଚଢାଉ ଆରମ୍ଭ ହୋଇଛି। ଶନିବାର ରାଉରକେଲାରେ ୧୩ଟି, ବାଲେଶ୍ୱର,...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୪୦ ଡିଗ୍ରୀ ଉପରେ ୧୦ ସହର; ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏହାଛଡ଼ା ଅନୁଗୋଳ ୪୨.୧, ସମ୍ବଲପୁର ୪୨, ହୀରାକୁଦ ୪୧.୬,...

ଆଜି ପହଞ୍ଚିବ କଳ୍ପନାଙ୍କ ମରଶରୀର: କଳିଙ୍ଗ ଷ୍ଟାଡିୟମ୍‌ରେ ଏକ ଘଣ୍ଟା ରହିବ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚତ୍ବ। ଶୁକ୍ରବାର ସନ୍ଧ୍ୟାରେ ଆସିବାର ଥିଲା, ହେଲେ କାଠମାଣ୍ଡୁରୁ ମରଶରୀର ନେଇ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚତ୍ଥିଲା। ଫଳରେ ଦିଲ୍ଲୀ ବିମାନ ବନ୍ଦରରେ ଅପେକ୍ଷା କରିଥିବା ବିମାନଟି...

ମଦ୍ରାସା ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର, ୧।୬(ବ୍ୟୁରୋ): ଚଳିତ ବର୍ଷ ମାଦ୍ରାସାର ବିଭିନ୍ନ ବର୍ଗର ପରୀକ୍ଷା ଫଳ ପ୍ରକାଶ ପାଇଛି। ବିଭିନ୍ନ ବିଭାଗରେ ୯୩୭ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ମୌଲବୀ, ଆଲିମ୍‌ ପ୍ରି ଡିଗ୍ରୀ, ଆଲିମ୍‌, ଫଜିଲ୍‌-ଇ-ହଡିଥ୍‌ ଓ ଫଜିଲ୍‌-ଇ-ଉର୍ଦ୍ଦୁରେ ମୋଟ ପାସ୍‌ ହାର ୫୫...

ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାର ନବୀକରଣ ପ୍ରସ୍ତାବ ଅନୁମୋଦନ, ଉପକୃତ ହେବେ ତାଲିକାଭୁକ୍ତ ୬,୦୧୧ ସାମ୍ବାଦିକ

ଭୁବନେଶ୍ୱର,୧।୬(ବ୍ୟୁରୋ): କର୍ମଜୀବୀ ସାମ୍ବାଦିକମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାର ନବୀକରଣ ପ୍ରସ୍ତାବକୁ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଅନୁମୋଦନ କରିଛନ୍ତି। ଶୁକ୍ରବାର ଦାସ ପ୍ରଥମ କାର୍ଯ୍ୟଦିବସରେ ଲୋକସମ୍ପର୍କ ଭବନସ୍ଥିତ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଏହି...

ଜୁନ୍‌ ୩ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର, ୧।୬(ବ୍ୟୁରୋ): ଜୁନ୍‌ ୩ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଦିନ ୧୨ଟାରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ଅଡିଟୋରିୟମ୍‌(ସୂଚନାଭବନର ଦ୍ୱିତୀୟ ଅଡିଟୋରିୟମ୍‌)ରେ ପରୀକ୍ଷା ଫଳ ପ୍ରକାଶ ପାଇବ। ରାଜ୍ୟ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ଶନିବାର ଏହି...

ବଧୂହତ୍ୟା ଘଟଣା: ସ୍ବାମୀ, ଶାଶୁ, ନଣନ୍ଦଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା ଅଫିସ, ୧।୬: ଖୋର୍ଦ୍ଧାର ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟରେ ଜଙ୍କିଆ ମାନପୁର ଗାଁର ବିଳାସିନୀ ରାଉତରାୟ ହତ୍ୟାକାଣ୍ଡ ଘଟଣାର ରାୟ ଶନିବାର ପ୍ରକାଶ ପାଇଛି। ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ଧନୁର୍ଦ୍ଧର ସେନାପତି ଏହି ଘଟଣାର ବିଚାରକରି...

ଜୁନ୍‌ ୬ରୁ ଯୁକ୍ତ ୨ ନାମ ଲେଖା ଆବେଦନ: ଜୁଲାଇ ୨୪ରୁ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର, ୧।୬(ବ୍ୟୁରୋ): ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ ୨) ସମେତ ସେଲ୍ଫ ଫାଇନାନ୍ସ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍‌ ୬ରୁ ଆବେଦନ ପ୍ରକ୍ରିୟା ଆରମ୍ଭ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri