ମେଟ୍ରୋ

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ: ଉପଶାସ୍ତ୍ରୀ, ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶ

ପୁରୀ ଅଫିସ,୩୦ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୧୯ ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ତୃତୀୟ ବର୍ଷ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। କୁଳପତି ପ୍ରଫେସର ରାଧାମାଧବ ଦାଶ ପରୀକ୍ଷା ଫଳ ପ୍ରକାଶ...

ତାତି: ପଶ୍ଚିମରେ କମିଲା, ଉପକୂଳରେ ବଢ଼ିଲା

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଗତ କିଛିଦିନ ହେବ ଗରମରେ ଛଟପଟ ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଏଠାରେ ଲଗାତର ଭାବେ ତାପମାତ୍ରା ୪୨ରୁ ୪୫ଡିଗ୍ରୀ ମଧ୍ୟରେ ରହୁଥିଲା। କିନ୍ତୁ ବୁଧବାର ପଶ୍ଚିମ ଓଡ଼ିଶାର ସବୁ ସହରରେ ତାପମାତ୍ରା ହ୍ରାସ ପାଇଛି।...

ବେଆଇନ ମଦ କାରବାର ରୋକିବାକୁ ତାତିଲେ ମହିଳା: ପୋଲିସ ବଦଳରେ ମହିଳାଙ୍କ ଚଢ଼ାଉ

ବେଗୁନିଆ,୩୦ା୫ (ଡି.ଏନ.ଏ.)- ସାମାଜିକ ଚଳଣିରେ ଦେଖା ଦେଇଥିବା ପାରିବାରିକ ବିଶୃଙ୍ଖଳା ସୃଷ୍ଟି ପାଇଁ ନିଶା ଦ୍ରବ୍ୟ ସେବନ ହିଁ ପ୍ରମୁଖ କାରଣ ଅଟେ। ତେବେ ଏହି ବେଆଇନ ମଦ କାରବାରକୁ ରୋକ୍‌ ନ ଲଗାଇଲେ ଆମ ସୁନ୍ଦର ଘର ସଂସାର...

ଅଭିଜ୍ଞଙ୍କ ଭିତରେ ଅନେକ ନୂଆ ମୁହଁ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରିମଣ୍ଡଳର ୧୧ କ୍ୟାବିନେଟ୍‌ ମନ୍ତ୍ରୀ...

ଗୋରୁ ମଡ଼କ, କାରଣ ଅସ୍ପଷ୍ଟ

ନିରାକାରପୁର,୩୦ା୫(ଡି.ଏନ୍‌.ଏ.)- ଗୋ ସମ୍ପଦର ବିକାଶ ନିମନ୍ତେ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ବାତ୍ୟା ପରେ ଗୋ ବଂଶ ବୃଦ୍ଧି ପ୍ରତି ବିପଦ ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତି ଗୋପାଳକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ଖୋର୍ଦ୍ଧା ଜିଲା...

ଜାଲରେ ଫସିଲେ ଦୁଇ ବିଷଧର ସାପ : ଚନ୍ଦନ ବୋଡ଼ାକୁ ଗିଳିଲା ନାଗ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ) – ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କଉଡ଼ିଖଣି ଗ୍ରାମରେ ପଦନି ସାହୁଙ୍କ ଘର ଚାରିପଟେ ଘେରାଯାଇଥିବା ଜାଲରେ ଏକ ବଡ଼ ନାଗ ସାପ ପଡି ଛନ୍ଦି ହୋଇଥିବା ଦେଖିବାକୁ ମିଳିଥିଲା। ଖବର ପାଇ ସାପ ଉଦ୍ଧାର...

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଦୀପ ମହାରଥୀ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)- ପିପିିଲିର ନବନିର୍ବାଚିତ ବିଧାୟକ ପ୍ରଦୀପ ମହାରଥୀ ସାମୟିକ ଅସୁସ୍ଥ ହେବା ପରେ ବୁଧବାର ରାତିରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମଧୁମେହ ରୋଗ ଯୋଗୁ ସେ ଚିକିତ୍ସାଧୀନ ଥିଲେ। ହଠାତ୍‌ ସନ୍ଧ୍ୟାବେଳେ ଶରୀରରେ ଯନ୍ତ୍ରଣା ଅନୁଭବ କରିବାରୁ ପ୍ରଥମେ...

କାନ୍‌ସରେ ସ୍ବପ୍ନା ପତିଙ୍କ ‘ଅନ୍ତର୍ଧ୍ୱନି’ : ରେଡ୍‌ କାର୍ପେଟରେ ପୁଣି ଝଲସିଲା ସମ୍ବଲପୁରୀ ଶାଢ଼ି

ଭୁବନେଶ୍ୱର,୩୦ା୫(ବ୍ୟୁରୋ)- ଚଳିତବର୍ଷର କାନ୍‌ସ ଫିଲ୍ମ ଫେଷ୍ଟିଭାଲ ସହ ଯୋଡ଼ି ହୋଇଯାଇଛି ଆଉ ଏକ ଓଡ଼ିଆ ଲିଙ୍କ୍‌। ଓଡ଼ିଶା ଜନ୍ମିତ ଅଭିନେତ୍ରୀ ତଥା ମଡେଲ ସ୍ବପ୍ନା ପତିଙ୍କ ଅଭିନୀତ ଏବଂ ରାଜେଶ କୁମାର ମହାନ୍ତିଙ୍କ ପ୍ରଯୋଜିତ ହିନ୍ଦୀ ଫିଲ୍ମ ‘ଅନ୍ତର୍ଧ୍ୱନି’ ସମ୍ମାନଜନକ...

ରଥଖଳାରେ କୁନି କାରିଗର

ପୁରୀ ଅଫିସ,୩୦ା୫ – ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଅକ୍ଷୟ ତୃତୀୟା ଦିନ ରଥ କାମ ଅନୁକୂଳ ହୋଇଥିଲା। ତୁମ୍ବ କାମ ସରିବା ପରେ ଏବେ ଚକା ନିର୍ମାଣ ଚାଲିଛି। ନୃସିଂହ ଚତୁର୍ଦ୍ଦଶୀରେ ରୂପକାର...

ରଥଯାତ୍ରା ଦ୍ୱିତୀୟ ସମନ୍ବୟ ବୈଠକ ଜୁନ୍‌ ୨୫ ସୁଦ୍ଧା ସରିବ ସବୁ କାମ

ପୁରୀ ଅଫିସ, ୩୦ା୫- ଜୁନ୍‌ ୨୫ତାରିଖ ପୂର୍ବରୁ ସବୁ କାମ ଶେଷ ହୋଇଯିବ। ରଥଯାତ୍ରା ବେଳକୁ କୌଣସି ଅସୁବିଧା ହେବନାହିଁ। ଯାତ୍ରୀ, ପର୍ଯ୍ୟଟକଙ୍କ ସୁବିଧାକୁ ପ୍ରାଧାନ୍ୟ ଦିଆଯାଇ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲିଛି ବୋଲି ରଥଯାତ୍ରା ଦ୍ୱିତୀୟ ସମନ୍ବୟ ବୈଠକରେ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେନି ନବୀନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ନରେନ୍ଦ୍ର ମୋଦି ଲଗାତ।ର ଦ୍ୱିତୀୟଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ପଦର ଶପଥ ନେବେ। ଏହି ଶପଥ ଗ୍ରହଣ ଉତ୍ସବକୁ ଦେଶବିଦେଶର ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଛି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ହେଲେ...

ମୁଖ୍ୟମନ୍ତ୍ରୀଙ୍କୁ ଉତ୍କଳ ସମ୍ମିଳନୀର ଅଭିନନ୍ଦନ: ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦାବି

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଗତ ସାଧାରଣ ନିର୍ବାଚନରେ ବିପୁଳ ଜନସର୍ଥନ ଲାଭ କରିବା ସହ ଲଗାତର ପଞ୍ଚମଥର ପାଇଁ ଓଡ଼ିଶାରେ ସରକାର ଗଠନ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧିବାର ନୂତନ ମନ୍ତ୍ରୀ ମଣ୍ଡଳର ଶପଥ ଗ୍ରହଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri