ମେଟ୍ରୋ

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର ଯାଏ ପାରିବାରିକ ରାଜନୀତିକୁ ନେଇ ଚର୍ଚ୍ଚା ଚଳିତ ନିର୍ବାଚନରେ ଦେଖିବାକୁ ମିଳିଛି।...

ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ ଦୁଇଦିନ ହେବ ବର୍ଷା ହେଉଛି, ତଥାପି ଦିନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି।...

ହାରିଲେ ଅଭିନେତ୍ରୀ, ଜିତିଲେ ଅଭିନେତା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ଓଲିଉଡ୍‌ ଜଗତରୁ କେତେଜଣ କଳାକାର ରାଜନୀତି ମଇଦାନକୁ ଓହ୍ଲାଇଥିଲେ। କିନ୍ତୁ ଦଳୀୟ ଟିକେଟ ପାଇଥିଲେ ମାତ୍ର ୩ଜଣ। ଜନସମର୍ଥନ ହାତେଇବାକୁ ପ୍ରୟାସ କରୁଥିବା ଏହି କଳାକାରମାନଙ୍କ ମଧ୍ୟରୁ ୨ଜଣ ପରାଜିତ ହୋଇଥିବା ବେଳେ ଜଣେ...

ପୁରୀ ଜିଲା: ବିଧାନସଭାକୁ ୩ ପୁରୁଣା, ୩ ନୂଆ ନିର୍ବାଚିତ

ପୁରୀ ଅଫିସ, ୨୪ା୫: ପୁରୀ ଜିଲାର ୬ଟି ନିର୍ବାଚନ ମଣ୍ଡଳୀ ମଧ୍ୟରୁ ଏଥର ବିଜେଡି ଖାତାକୁ ୪ଟି ସିଟ୍‌ ଯାଇଥିବା ବେଳେ ୨ଟିରେ ଭାଜପା ଜିତିଛି। ୨୦୧୪ ନିର୍ବାଚନରେ ବିଜେଡି କ୍ଲିନ ସୁଇପ୍‌ କରିଥିଲା। ହେଲେ ଏଥର ଭାଜପା ବିଜେଡିଠାରୁ...

ଗୁରୁ-ଶିଷ୍ୟ ଲଢ଼େଇରେ ବାଜି ମାରିଲେ ଶିଷ୍ୟ: ଶଙ୍ଖକ୍ଷେତ୍ରରେ ଫୁଟିଲା ପଦ୍ମ

ପୁରୀ ଅଫିସ, ୨୪ା୫: ପୁରୀରେ ଭୁଶୁଡ଼ିଛି ମହେଶ୍ୱରଙ୍କ ଦୁର୍ଗ। ୧୯୯୫ ପରଠାରୁ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ନିଜ ଅକ୍ତିଆରରେ ରଖିଥିବା ମହେଶ୍ୱର ମହାନ୍ତିଙ୍କୁ ଏଥର ମାତ୍‌ ଦେଇଛନ୍ତି ଭାଜପାର ଜୟନ୍ତ କୁମାର ଷଡ଼ଙ୍ଗୀ। ଗୁରୁ-ଶିଷ୍ୟଙ୍କ ଲଢେଇରେ ହାର୍‌ ମାନିଛନ୍ତି ଗୁରୁ।...

ଓଡ଼ିଶାବାସୀଙ୍କ ଜନମତକୁ ମୁଣ୍ଡପାତି ସ୍ବୀକାର କରୁଛି, ନବୀନଙ୍କୁ ଅଭିନନ୍ଦନ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ଭାଜପାକୁ ଆର୍ଶୀବାଦ କରିଛନ୍ତି। ଭାଜପାର ୮ଜଣ ଏମ୍‌ପି ଓ ୨୩ଜଣ ବିଧାୟକଙ୍କୁ ନିର୍ବାଚିତ କରିଥିବାରୁ ଓଡ଼ିଶାବାସୀଙ୍କ ନିକଟରେ ଶୁକ୍ରବାର କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଜାତନ୍ତ୍ରରେ ଓଡ଼ିଶାବାସୀଙ୍କ ଜନମତ ଓ ନିଷ୍ପତ୍ତିକୁ ସେ ମୁଣ୍ଡପାତି...

ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ପିନାକୀ: ମୁଖ୍ୟମନ୍ତ୍ରୀଙ୍କ ୨୧ ଲୋକ ସଭା ଜିତିବା ପ୍ରଶ୍ନର ଉତ୍ତରରେ କହିଲେ ଶାହଙ୍କୁ ୧୨୦+ ମିଶନ ନେଇ ପ୍ରଥମେ ପ୍ରଶ୍ନ କରାଯାଉ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୁରୀ ଜିଲାର ୬ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ବିଜେଡି ୪ଟିରେ ବିଜୟୀ ହୋଇଥିବା ବେଳେ ୨ଟି ଭାଜପା ହାତକୁ ଯାଇଛି। ପୁରୀ ଓ ବ୍ରହ୍ମଗିରି ବିଧାନସଭା ଭାଜପା ହାତକୁ ଯାଇଛି। ହେଲେ ପୁରୀ ଲୋକ ସଭା ଆସନରୁ ବିଜେଡି ପ୍ରାର୍ଥୀ...

ଓଡ଼ିଶା ଅଣାଯିବ କଳ୍ପନାଙ୍କ ମର ଶରୀର, ନେପାଳରେ ଥିବା ଭାରତୀୟ ଦୂତାବାସକୁ ଚିଠି ଲେଖିଲେ ରାଜ୍ୟ କ୍ରୀଡ଼ା ସଚିବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟର ପ୍ରଥମ ଏଭରେଷ୍ଟ ଅରୋହଣକାରୀ କଳ୍ପନା ଦାଶଙ୍କ ମର ଶରୀର ଓଡ଼ିଶାକୁ ଅଣାଯିବ। ଏ ନେଇ ଶୁକ୍ରବାର ରାଜ୍ୟ କ୍ରୀଡ଼ା ସଚିବ ନେପାଳରେ ଥିବା ଭାରତୀୟ ଦୂତାବାସକୁ ଚିଠି ଲେଖିଛନ୍ତି। ତେବେ ଏଥିପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର...

ଖୋର୍ଦ୍ଧା ବିଧାନସଭା ୮ଆସନରୁ ୭ରେ ବିଜୟୀ ହୋଇ ସ୍ଥିତି ବଜାୟ ରଖିଲା ବିଜେଡି

ଖୋର୍ଦ୍ଧା ଅଫିସ,୨୪।୫:ଖୋର୍ଦ୍ଧା ଜିଲାର ୮ଟି ବିଧାନସଭା ଆସନ ମଧ୍ୟରୁ ୭ ଟିକୁ ଦଖଲକୁ ଆଣି ବିଜେଡ ସ୍ଥିତି ବଜାୟ ରଖିଛି । ୨୦୧୪ ନିର୍ବାଚନରେ ଚିଲିକା ବିଧାନସଭା ଭାଜପା ଦଖଲକୁ ଯାଇଥିବା ବେଳେ ୨୦୧୯ ନିର୍ବାଚନରେ ଚିଲିକା ଶାସକ ଦଳର...

ନିରଞ୍ଜନଙ୍କ ଇସ୍ତଫା ନେଇ ସୁରଙ୍କ ପ୍ରତିକ୍ରିୟା: କହିଲେ ଇସ୍ତଫା ସମାଧାନ ନୁହେଁ, ସେ ନ ରହିଲେ ଦଳର ଅବସ୍ଥା ଶୋଚନୀୟ ହେବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପିସିସି ସଭାପତି ପଦରୁ ଶୁକ୍ରବାର ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେବା ପରେ କଂଗ୍ରେସ ଶିବିରରେ ହଟଚମଟ ସୃଷ୍ଟି ହୋଇଛି। ଏ ନେଇ ପ୍ରତିକ୍ରିୟା ରଖି କଂଗ୍ରେସର ବରିଷ୍ଠ ନେତା ତଥା ଚଳିତ ନିର୍ବାଚନରେ ଜଟଣୀ ବିଧାନସଭାରୁ ବିଜୟ ଲାଭ...

ସତ୍ୟବାଦୀର ବିକାଶ ମୋର ପ୍ରାଥମିକତା: ଉମାକାନ୍ତ ସାମନ୍ତରାୟ

ପୁରୀ ଅଫିସ,୨୪।୫: ସତ୍ୟବାଦୀରେ ପ୍ରଥମ ଥର ଲାଗି ଖାତା ଖୋଲିଛି ବିଜେଡି। ବିଜେଡି ପ୍ରତିଷ୍ଠା ପରଠାରୁ ଏଠାରେ କେବେହେଲେ ଜିତିପାରି ନ ଥିଲା। ହେଲେ ଏଥର ବଦଳିଛି ଇତିହାସ। ବିଜେଡି ପ୍ରାର୍ଥୀ ଉମାକାନ୍ତ ସାମନ୍ତରାୟ ଭାଜପା ପ୍ରାର୍ଥୀ ଭାଜପା ପ୍ରାର୍ଥୀ...

କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଭକ୍ତଚରଣଙ୍କ ଇସ୍ତଫା: ରାଜ୍ୟରେ ଦଳର ପରାଜୟ ଲାଗି ନିଜକୁ ଦାୟୀ କଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କଂଗ୍ରେସରୁ ଇସ୍ତଫା ଦେଉଛନ୍ତି ଅନେକ ତୁଙ୍ଗ ନେତା। ଶୁକ୍ରବାର ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେଇଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ମଧ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri