ମେଟ୍ରୋ

ପ୍ରକାଶ ଆର୍‌ କଟକର ନୂଆ ଡିସିପି

ଭୁବନେଶ୍ୱର,୫।୪: ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଏବଂ ନିରପେକ୍ଷ କରିବା ଲାଗି ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରହିବା ଲାଗି ବଦଳି ନିର୍ଦ୍ଦେଶ ଦେଇଥିଲେ। ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୋଲିସ ଆଇଜି ଆଶୀଷ କୁମାର...

କାଲି ବିଜେଡି ଛାଡ଼ିଥିଲେ, ଆଜି ଭାଜପାରେ ମିଶିଲେ

ଭୁବନେଶ୍ୱର,୫।୪: ବିଜେଡିରୁ ଇସ୍ତଫା ଦେଇଥିବା ଆଠମଲ୍ଲିକ ବିଧାୟକ ରମେଶ ସାଏ ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ତେବେ ବ୍ୟକ୍ତିଗତ କାରଣରୁ ରମେଶ ବିଜେଡିର ପ୍ରାଥମିକ ସଦସ୍ୟ ପଦ ଛାଡ଼ିଥିବା କହିଥିଲେ...

ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି: ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌?

ଭୁବନେଶ୍ୱର,୫।୪: ଆଗାମୀ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଶୁକ୍ରବାର ଆଉ ୯ ବିଧାନସଭା ଆସନ ଲାଗି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। କେଉଁଠୁ କାହାକୁ ମିଳିଲା ଟିକେଟ:...

ଭାଜପା ଛାଡ଼ିଲେ ରବି ନାରାୟଣ ପାଣି

ଭୁବନେଶ୍ୱର,୫।୪: ଭାଜପା ଛାଡ଼ିଲେ ପୂର୍ବତନ ଏମ୍‌ପି, ପାଲଲହଡ଼ାର ପୂର୍ବତନ ବିଧାୟକ ରବି ନାରାୟଣ ପାଣି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ନିକଟକୁ ସେ ନିଜର ଇସ୍ତଫାପତ୍ର ପଠାଇଛନ୍ତି। ବର୍ତ୍ତମାନର ରାଜନୀତିରେ ନୀତି ଆଦର୍ଶର ଆଉ ସ୍ଥାନ ନାହିଁ। କ୍ଷମତା...

ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର, ୪୩ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୫ା୪: ଏପ୍ରିଲ ଆରମ୍ଭରୁ ସାରା ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବା ବେଳେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ରେକର୍ଡ ଭାଙ୍ଗିଛି। ଆଜି ରାଜଧାନୀରେ ଦିନର ତାପମାତ୍ରା  ୪୩ ଡିଗ୍ରୀ ଟପିଛି। ଯାହାକି ସର୍ବୋଚ୍ଚ ତାପମାତ୍ରା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ଏଣିକି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ ଶ୍ରମିକ

ଭୁବନେଶ୍ୱର,୫ା୪(ଅସମାପିକା ସାହୁ): ଏପ୍ରିଲ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବାରୁ ଅଂଶୁଘାତକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନେ ଏପ୍ରିଲରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ...

ସାଢ଼େ ୧୧ରେ ଜଳିଲା ଭୁବନେଶ୍ବର, ସାରା ରାଜ୍ୟରେ ପ୍ରବଳ ଖରା

ଭୁବନେଶ୍ୱର,୫।୪: ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ। ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୩୯.୮ ଡ଼ିଗ୍ରୀ ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ଭୁବନେଶ୍ୱର ବ୍ୟତୀତ ଦିନ ୧୧ ଟା...

ଭାଜପାରେ ମିଶିଲେ ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ

ଭୁବନେଶ୍ୱର,୫।୪: ଭାଜପାରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ। ଶୁକ୍ରବାର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସେ ଭାଜପାରେ ସାମିଲହୋଇଛନ୍ତି। ବିଜେଡି ଟିକେଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ଅମରେନ୍ଦ୍ର। ତେଣୁ ସେ...

ହାତ ଛାଡିଲେ ପିସିସି ଉପସଭାପତି ବିଶ୍ୱ ଭୂଷଣ

ଭୁବନେଶ୍ୱର,୫।୪: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟକା। ପିସିସି ଉପସଭାପତି ବିଶ୍ୱ ଭୂଷଣ ଦାସ ଶୁକ୍ରବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ବିଶ୍ୱ ଭୂଷଣ...

୨ ନୂଆ ଏସ୍‌ପି, ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ଭୁବନେଶ୍ୱର,୫।୪: ଦୁଇ ଏସ୍‌ପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ନେଇ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ରାଉରକେଲା ଏସ୍‌ପି ଭାବେ ବ୍ରିଜେଶ କୁମାର ରାୟ ଏବଂ ଅନୁଗୋଳର ଏସ୍‌ପି ଭାବେ ଉମାକାନ୍ତ ଦାସ ଦାୟିତ୍ୱ ନେଇଛନ୍ତି। କଟକର ନୂଆ...

ଜୟଦେବ ଆସନ ଝୁଲାଇ ରଖିଛି ବିଜେଡି

ଭୁବନେଶ୍ୱର, ୫।୪(ସୁନିତ୍‌ ମିଶ୍ର):ଭୁବନେଶ୍ୱର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଏହାର ପ୍ରାର୍ଥୀ ଘୋଷଣା କରିଥିବାବେଳେ ବିଜେଡି ଏବଂ କଂଗ୍ରେସ ପଛରେ ପଡ଼ିଛନ୍ତି। ୨୦୧୯ରେ ଏଠାରୁ ବିଜେଡି ଟିକେଟରେ ଜିତି ବିଧାୟକ ହୋଇଥିବା ଅରବିନ୍ଦ ଢାଲି...

୨୦ ଘରୋଇ ସ୍କୁଲକୁ ନୋଟିସ

ଭୁବନେଶ୍ୱର, ୫।୪(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଘରୋଇ ସ୍କୁଲରେ ମାଗଣା ପଢ଼ିବାକୁ ମନୋନୀତ ହୋଇଥିବା ଛାତ୍ରୀଛାତ୍ରଙ୍କୁ କିଛି ସ୍କୁଲ ଫେରାଇ ଦେବା ପରେ ବିବାଦ ତେଜିବାରେ ଲାଗିଛି। ଏହାର ପ୍ରତିବାଦରେ ଓଡ଼ିଶା ଅଭିଭାବକ ମହାସଂଘ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri