ମେଟ୍ରୋ

ବିଜେପୁର ଉପନିର୍ବାଚନ ପାଇଁ ଭିତିରି ରଣନୀତି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ସବୁ ଦଳ ପାଇଁ ଚ୍ୟାଲେଞ୍ଜ। ବିଜେଡି କାହାକୁ ପ୍ରାର୍ଥୀ କରିବ ସେ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦଳ ପକ୍ଷରୁ ୪ ବରିଷ୍ଠ ନେତାଙ୍କୁ ନେଇ ଗଠିତ ସମନ୍ବୟ କମିଟି ହାତରେ...

ଇସ୍ପାତ ଶିଳ୍ପର ଚିନ୍ତନ ଶିବିର କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ: ପୂର୍ବ ଭାରତ ହେବ ଇସ୍ପାତ୍‌ ହବ୍‌: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।।୯(ବ୍ୟୁରୋ): ଭାରତର ମୁଣ୍ଡ ପିଛା ଇସ୍ପାତ ବ୍ୟବହାର ଆଗାମୀ ଦିନରେ ଦ୍ରୁତଗତିରେ ଅଭିବୃଦ୍ଧି ହେବାକୁ ଯାଉଛି ା ଏହି ପୃଷ୍ଠଭୂମିରେ ଦେଶର ଇସ୍ପାତ ଶିଳ୍ପ ପାଇଁ ଏହା ଏକ ବଡ ସୁଯୋଗ ସୃଷ୍ଟି କରିବ। ସୋମବାର ନୂଆଦିଲ୍ଲୀଠାରେ ଇସ୍ପାତ ଶିଳ୍ପ...

ନିର୍ମଳ ମିଶ୍ର ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌  ଅଫିସର ନିର୍ମଳ ଚନ୍ଦ୍ର ମିଶ୍ରଙ୍କୁ ଷ୍ଟାଫ୍‌ ସିଲେକ୍ସନ କମିଶନଙ୍କ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ସୋମବାର ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ନିକଟରେ କମିଶନଙ୍କ ଅଧ୍ୟକ୍ଷ ଥିବା ମେଜର ଜେନେରାଲ ଭବାନୀ ଶଙ୍କର...

ବଢ଼ିଚାଲିଛି ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା: ଗୋଟିଏ ଦିନରେ ଗଲା ୭ ଜୀବନ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତିଦିନ ରାଜ୍ୟର କେଉଁଠି ନା କେଉଁଠି ଲୋକେ ସର୍ପାଘାତର ଶିକାର ହେଉଛନ୍ତି। ବିଷଧର ସାପ କାମୁଡ଼ାରେ ଅନେକ ଘଟଣାସ୍ଥଳରେ ପ୍ରାଣ ହାରୁଥିବାବେଳେ ଅନେକ ଡାକ୍ତରଖାନାରେ ଆଖି ବୁଜୁଛନ୍ତି। ସୋମବାର...

ପ୍ରଦୂଷଣ ସାର୍ଟିଫିକେଟ ନ ଦେଖାଇଲେ ଜରିମାନା: ୧ରୁ ଆଉ ଛାଡ଼ ନାହିଁ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଆଉ ଛାଡ ନାହିଁ। ପ୍ରଦୂଷଣ ନିୟନ୍ତ୍ରଣାଧୀନ (ପିୟୁସି) ସାର୍ଟିଫିକେଟ ନ ଥିଲେ ଗଣିବାକୁ ପଡିବ ଜରିମାନା। ଆସନ୍ତା ଅକ୍ଟୋବର ପହିଲାରୁ ଏହାକୁ କଡାକଡି ଲାଗୁ କରାଯିବ। ଏ ନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି...

ପୁଣି ଖୋଲିବ ଡ୍ୟାନ୍ସ ବାର: ମିଳିଲା ଅବକାରୀ କମିଶନର ପକ୍ଷରୁ ଅନୁମତି

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜଧାନୀରେ ପୁଣି ଥରେ ଖୋଲିବ ଡ୍ୟାନ୍ସ ବାର। ଏ ନେଇ ୭ଟି ଡ୍ୟାନ୍ସ ବାର୍‌କୁ ସୋମବାର ଅବକାରୀ କମିଶନର ପକ୍ଷରୁ ଅନୁମତି ମିଳିଛି। ସେମାନେ ଅବକାରୀ ଆଇନ୍‌ ୪୪(୫)ର ଗାଇଡ୍‌ଲାଇନ୍‌ ମାନି ଏହି ଡ୍ୟାନ୍ସବାର୍‌ ଖୋଲାଯିବ। ତେବେ...

ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେଲେ ୨୪ରୁ ବର୍ଷା ବଢ଼ିବାର ସମ୍ଭାବନା...

ରାଜନୀତି କରିବେ ଦୂତି ଚାନ୍ଦ

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜନୀତିରେ ଯୋଗଦେବେ ଆଥ୍‌ଲେଟ ଦୂତି ଚାନ୍ଦ। ସୋମବାର ଦୂତି କରିଥିବା ଏକ ଟ୍ବିଟ୍‌କୁ ନେଇ ଏହି ଚର୍ଚ୍ଚା ଜୋର୍‌ ଧରିଛି। ଏକ ଟ୍ବିଟ୍‌ରେ ଦୂତି ଲେଖିଛନ୍ତି ଯେ, ପିଲାଦିନରୁ ହିଁ ରାଜନୀତିରେ ମିଶିବା ପାଇଁ ଇଚ୍ଛା ଥିଲା।...

ରୋହିତ ପୂଜାରୀ ହେଲେ ବିଜେଡିର ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରୋହିତ ପୂଜାରୀ ହେଲେ ସରକାରୀ ଦଳ ଉପମୁଖ୍ୟ ସଚେତକ। ପୂର୍ବରୁ ଏହି ପଦବୀରେ ଥିବା ପ୍ରଣବ ବଳବନ୍ତ ରାୟଙ୍କୁ ବିଦା କରାଯାଇ ରୋହିତଙ୍କୁ ଅବସ୍ଥାପିତ କରାଯାଇଛି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ତେବେ ଯାଜପୂର...

ଗୁଜୁରାଣରେ ବାଧକ ସ୍ବଳ୍ପ ବେତନ : ଦୁର୍ଦ୍ଦିନରେ ଡ୍ୟାନ୍ସିଂ ହୋମ୍‌ଗାର୍ଡ ପ୍ରତାପ

ଭୁବନେଶ୍ୱର,୨୩।୯ : ହସ ହସ ମୁହଁରେ ଟ୍ରାଫିକ୍‌ ପୋଷ୍ଟରେ ଦିଅନ୍ତି ସିଗ୍‌ନାଲ। ଯଦି କେହି ହେଲ୍‌ମେଟ କିମ୍ବା ସିଟ୍‌ବେଲ୍ଟ ବାନ୍ଧି ନ ଥାନ୍ତି ସେ ତାଙ୍କର ସ୍ବତନ୍ତ୍ର ଭଙ୍ଗିରେ ଦିଅନ୍ତି ପରାମର୍ଶ। ଏହିପରି ସହରବାସୀଙ୍କ ହୃଦୟ ଜିଣିଥିବା ସୁପରିଚିତ ଡ୍ୟାନ୍ସିଂ...

ଓଡ଼ିଶାରେ ପୁଣିଥରେ ପୁଞ୍ଜି ନିବେଶ କରିପାରେ କୋରିଆ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ପୋସ୍କୋ ଓଡ଼ିଶାରୁ ମୁହଁ ଫେରାଇବା ପରେ ପୁଣି ଥରେ ଓଡ଼ିଶାରେ ପୁଞ୍ଜି ନିବେଶ କରିପାରେ କୋରିଆ। କୋରିଆ ରାଷ୍ଟ୍ରଦୂତ ସିନ୍‌ ବଙ୍ଗ୍‌କିଲଙ୍କ ସହ ୪୬ ଜଣିଆ ଶିଳ୍ପ ପ୍ରତିନିଧି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ପୋସ୍କୋ ବହୁ...

ବିଜେପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୨୩ ଅର୍ଥାତ୍‌ ଆଜିଠାରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ପଦ୍ମପୁର ଉପଜିଲାପାଳ କାର୍ଯ୍ୟଳୟରେ ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଅକ୍ଟୋବର ୧ରେ ପ୍ରାର୍ଥୀପତ୍ର ଗୁଡିକୁ ଯାଞ୍ଚ୍‌ କରାଯିବ। ଯଦି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri