ରେଭେନ୍ଶା ହେବ ସର୍ବବୃହତ୍ ସ୍ପୋର୍ଟସ ହବ୍ କଟକ ଅଫିସ,୨୮।୫: ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ରେଭେନ୍ଶା ବିଶ୍ୱବିଦ୍ୟାଳୟ ହେବ ସର୍ବବୃହତ୍ ସ୍ପୋର୍ଟସ ହବ୍। ଏଠାରେ ଉପଲବ୍ଧ ରହିବ ଅନେକ କ୍ରୀଡ଼ାର ଅତ୍ୟାଧୁନିକ ଭିତ୍ତିଭୂମି। ପୂର୍ବରୁ ଏଠାରେ ଅନେକ କ୍ରୀଡ଼ାର ଭିତ୍ତିଭୂମି ଉପଲବ୍ଧ ଥିବାବେଳେ ଆଗାମୀ ଦିନରେ...
ବିପର୍ଯ୍ୟୟ କାରଣ ନେଇ ୩୦ରେ ଆଲୋଚନା ଭୁବନେଶ୍ୱର,୨୮।୫(ବ୍ୟୁରୋ): କଂଗ୍ରେସ ପ୍ରଦର୍ଶନ ଖରାପ ହେବାପରେ ରାଜ୍ୟରେ ଦଳୀୟ ନେତାମାନଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଯାଇଛି। ବାପ-ପୁଅ ରାଜନୀତି କଥା ଉଠାଇ ରବିବାର ବରିଷ୍ଠ ନେତା କାହ୍ନୁ ଲେଙ୍କା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କଡା...
ବିଜେଡିରେ ପରାଜୟ ମନ୍ଥନ ପ୍ରକ୍ରିୟା ଆରମ୍ଭ: ଭୁବନେଶ୍ୱର,୨୮।୫(ବ୍ୟୁରୋ) ନିର୍ବାଚନ ଫଳାଫଳ ପରେ ବିଜେଡି ୫ମ ଥର ପାଇଁ ରାଜ୍ୟରେ ସରକାର ଗଢିବାକୁ ଯାଉଛି। ହେଲେ ସରକାର ଗଢିବା ଖୁସି ଅପେକ୍ଷା ୯ ଲୋକ ସଭା ଏବଂ କେତେକ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନରେ ପରାଜୟ ଦଳର ମୁଣ୍ଡବିନ୍ଧାର କାରଣ...
ବିରୋଧୀ ଦଳ ନେତା ପଦକୁ ନେଇ ଚର୍ଚ୍ଚା ଭୁବନେଶ୍ୱର,୨୮।୫(ବ୍ୟୁରୋ): ନିର୍ବାଚନ ପରେ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଥିବା ବିଜେଡି ବିଧାୟକ ଦଳ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ସର୍ବସମ୍ମତିକ୍ରମେ ନବୀନ ପଟ୍ଟନାୟକ ବିଧାୟକ ଦଳ ନେତାଭାବେ ଦାୟିତ୍ୱ ନେଇଛନ୍ତି। ସେହିପରି ଚଳିତ ନିର୍ବାଚନରେ ଭାଜପା ଦ୍ୱିତୀୟ ସ୍ଥାନ...
ଛେଳିପଲ ଉଜାଡ଼ିଲେ କାକୁଡ଼ି ଫସଲ:ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ଆଠଗଡ଼,୨୮।୫(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅଧୀନ ଉପର ବାଙ୍କୀ ମାଳବିହାରପୁର ଗ୍ରାମରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସୋମବାର ରାତି ପ୍ରାୟ ୯ଟା ୩୦ରେ ଏହି ଘଟଣା ଘଟିଛି। ଏ ନେଇ କୌଣସି ଲିଖିତ ଅଭିଯୋଗ...
ଜେଇଇ ଆଡ୍ଭାନ୍ସଡ୍: ଓଡ଼ିଶାରୁ ପରୀକ୍ଷା ଦେଲେ ୩ ହଜାର ଛାତ୍ରୀଛାତ୍ର-ଆସନ୍ତା ୧୪ରେ ପ୍ରକାଶ ପାଇବ ର଼୍ୟାଙ୍କ୍ କାର୍ଡ ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ଆଇଆଇଟିରେ ନାମଲେଖା ପାଇଁ ସୋମବାର ଜେଇଇ ଆଡଭାନ୍ସଡ୍ ପରୀକ୍ଷା ଅନୁଷ୍ଠିତ ହୋଇଛି। ଦେଶର ୧ ଲକ୍ଷ ୭୬ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିବାବେଳେ ଓଡ଼ିଶାରୁ ୩୨୬୧ ଜଣ ପରୀକ୍ଷା ଦେଇଛନ୍ତି। ଦୁଇଟି ପେପରରେ...
କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ରେଟିନା ଅସ୍ତ୍ରୋପଚାର ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ରେଟିନା ଅସ୍ତ୍ରୋପଚାର ଆରମ୍ଭ ହୋଇଛି। ସୁନେତ୍ର ଯୋଜନାରେ ଆରମ୍ଭ ହୋଇଥିବା ଏହି ଅତ୍ୟାଧୁନିକ ବ୍ୟୟବହୁଳ ଚିକିତ୍ସା ଚକ୍ଷୁରୋଗୀମାନଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦିଆଯାଉଛି। ଚକ୍ଷୁରୋଗୀଙ୍କୁ ସମସ୍ତ ପ୍ରକାର...
ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର: ୨୩ କୋଚିଂ ସେଣ୍ଟରରେ ଯାଞ୍ଚ ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ନିକଟରେ ଗୁଜରାଟର ସୁରଟରେ ଘଟିଥିବା ଏକ କୋଚିଂ ସେଣ୍ଟର ଅଗ୍ନିକାଣ୍ଡରେ ୨୩ଜଣ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ଏହି ଘଟଣା ପରେ ଓଡିଶା ଅଗ୍ନିଶମ ବିଭାଗ ତତ୍ପରତା ଦେଖାଇଛି। ଅଗ୍ନିଶମ ଡିଜି ବି.କେ...
ଓଭରବ୍ରିଜ୍ ଉପରେ ଧକ୍କା ଦେଲା ଟ୍ରକ ୩୦ ଫୁଟ ତଳକୁ ଖସି ବାପ, ପୁଅ ମୃତ ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜଧାନୀ ଦେଇ ଯାଇଥିବା ଜାତୀୟ ରାଜପଥ ଓଭରବ୍ରିଜ୍ ପାଲଟିଛି ଡେଥ୍ ଜୋନ୍। ଦୁର୍ଘଟଣା ନେଉଛି ବହୁ ଜୀବନ। ସୋମବାର ସକାଳେ ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟବିହାର ଛକ ନିକଟ ଓଭରବ୍ରିଜ ଉପରେ ଆଉ ଏକ ଦୁର୍ଘଟଣା ଘଟିଛି।...
୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍ ଯୋଗାଣ ପୁରୀ ଅଫିସ, ୨୭ା୫: ବାତ୍ୟାରେ ପୁରୀ ଜିଲାରେ ବିଦ୍ୟୁତ୍ ବିଭାଗର ସବୁଠୁ ଅଧିକ କ୍ଷତି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଜିଲାର ଅନେକ ଅଞ୍ଚଳ ଅନ୍ଧାର ରହିଛି। ତଥାପି ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ...
ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ ଗୋପ, ୨୭।୫(ଡି.ଏନ୍.ଏ): ପୁରୀ ଜିଲା ଗୋପ ଥାନା ଅଧିକାରୀ ସୌମ୍ୟଚିତ୍ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ରେଞ୍ଜ ଡିଏସ୍ପି ଅକ୍ଷୟ କୁମାର ମିଶ୍ରଙ୍କ ସହ...
୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍ଡ ପିଜି ପରୀକ୍ଷା ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍ଲାଇନ୍ରେ ଏହି ପରୀକ୍ଷା ହେବାକୁ ଯାଉଛି। ୮ ତାରିଖରେ ୩ଟି ଓ ୯ରେ ୨ଟି ସିଫ୍ଟରେ...