ଚଳନ୍ତା ଟ୍ରେନ୍ରୁ ଖସିପଡ଼ିଥିବା ଯୁବକଙ୍କୁ ଉଦ୍ଧାର ଘଟଣା: ହାବିଲଦାରଙ୍କୁ ସମ୍ମାନିତ କଲେ ପୋଲିସ କମିଶନର
ଭୁବନେଶ୍ୱର,୧୮।୫(ବ୍ୟୁରୋ): ଟ୍ରେନ୍ରୁ ଖସି ପଡିଥିବା ଜଣେ ଯାତ୍ରୀଙ୍କୁ ବିଳମ୍ବିତ ରାତିରେ ଉଦ୍ଧାର କରିଥିବା ମଡର୍ନ କଣ୍ଟ୍ରୋଲ ରୁମ୍ର ହାବିଲଦାର ସୁଶାନ୍ତ କୁମାର ହାତୀଙ୍କୁ ପୋଲିସ କମିଶନର ଶୁକ୍ରବାର ସମ୍ମାନିତ କରିଛନ୍ତି। କମିଶନରେଟ ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ କମିଶନର ସତ୍ୟଜିତ...