୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ, ଆଞ୍ଚଳିକ ଦଳ ମଧ୍ୟରେ ସର୍ବାଧିକ;ଦ୍ୱିତୀୟରେ ଜେଡି(ୟୁ), ୱାଇଏସ୍ଆର ତୃତୀୟ
ଭୁବନେଶ୍ୱର,୨୧।୫(ବ୍ୟୁରୋ)- ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଏହା ଦେଶର ଏହି ସମୟରେ ମିଳିଥିବା ସମସ୍ତ ଆଞ୍ଚଳିକ ଦଳଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି।...