ମେଟ୍ରୋ

ରେଲ୍‌ଓ୍ବେ ହେଲ୍ପଲାଇନ୍‌ରେ ୩୧୦ ଅଭିଯୋଗର ସମାଧାନ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରେଲ୍‌ଓ୍ବେ ହେଲ୍ପଲାଇନ ନମ୍ବର-୧୮୨ରେ ଚଳିତ ବର୍ଷ ୩୧୦ ଅଭିଯୋଗର ସମାଧାନ ହୋଇଛି। ଅଭିଯୋଗ ଆଧାରରେ ୨୩୭ ଜିନିଷପତ୍ର ଓ ମନିପର୍ସ, ୯୬ ମୋବାଇଲ ଫୋନ୍‌, ୩୧ ଲ୍ୟାପଟପ ଓ ୨୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଯାତ୍ରୀଙ୍କୁ...

କିଟ୍‌ ବିଶ୍ୱବିଦ୍ୟାଳୟକୁ ‘ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏମିନେନ୍ସ’ ମାନ୍ୟତା

ଭୁବନେଶ୍ୱର, ୮।୯(ବ୍ୟୁରୋ): କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ କିଟ୍‌ ବିଶ୍ୱବିଦ୍ୟାଳୟକୁ ‘ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏମିନେନ୍ସ’ ମାନ୍ୟତା ପ୍ରଦାନ କରାଯାଇଛି। ମନ୍ତ୍ରାଳୟ ପକ୍ଷରୁ ଦେଶର ୫ଟି ସରକାରୀ ଓ ୫ଟି ଘରୋଇ ଅନୁଷ୍ଠାନକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଉକ୍ତ...

୧୨ ପର୍ଯ୍ୟନ୍ତ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା...

ଇନ୍‌ଫୋସିଟି, ଇନ୍‌ଫୋଭ୍ୟାଲି,ଏସ୍‌ଟିପିଆଇ ଅଞ୍ଚଳରେ ସୁରକ୍ଷାକୁ ଆଇଟି ମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଆଇଟି ପାର୍କ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ନିଯୁକ୍ତି ସୁଯୋଗ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଇଲେକ୍‌ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ...

ମାନସଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା: ସୁସ୍ମିତା ବାଗ୍‌ଚୀ, ଆକାଶଙ୍କୁ ମଧ୍ୟ ସମତୁଲ୍ୟ ପଦବୀ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ...

ବଦଳିଲେ ୨୭ ମେଡିକାଲ ଅଫିସର

ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟ ସରକାର ୨୭ ଜଣ ମେଡିକାଲ ଅଫିସରଙ୍କୁ ପଦୋନ୍ନତି ଓ ବଦଳି କରିଛନ୍ତି। ଏ ନେଇ ଶନିବାର ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେମାନଙ୍କ ମଧ୍ୟରୁ ୧୪ ଜଣ ମେଡିକାଲ...

ନୂଆ ମୋଟର ଯାନ ଆଇନ ଅଡୁଆ: ପରିବହନ ବିଭାଗରେ ଖୋଲିଲା କଲ୍‌ ସେଣ୍ଟର; ସକାଳ ୮ରୁ ରାତି ୧୦ଟା ଯାଏ ଖୋଲା ରହିବ

ଭୁବନେଶ୍ୱର, ୮।୯(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯାଇଛି। ଜରିମାନା ରାଶିକୁ କେଇ ଗୁଣା ବଢାଇ ଦିଆଯାଇଛି। ଏହାକୁ ନେଇ ଜନଅସନ୍ତୋଷ ଦେଖାଦେଉଛି। ପରିସ୍ଥିତିକୁ ଆୟତ୍ତ କରିବା ପାଇଁ ରାଜ୍ୟ ବାଣିଜ୍ୟ ଓ ପରିବହନ...

ଆମିକସ୍‌ କ୍ୟୁରିଙ୍କୁ ୪୦ ପୃଷ୍ଠାର ପରାମର୍ଶପତ୍ର ଦେଲେ ଶଙ୍କରାଚାର୍ଯ୍ୟ 

ପୁରୀ ଅଫିସ, ୭ା୯: ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଶନିବାର ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଶ୍ରୀମନ୍ଦିର ପରମ୍ପରା, ସଂସ୍କୃତି, ପରିଚାଳନା...

ମନ୍ଦିରରୁ ମା’ଙ୍କ ସୁନାଆଖି ଚୋରି

କଟକ ଅଫିସ, ୭ା୯- ବାଦାମବାଡି ଥାନା ଅନ୍ତର୍ଗତ ଖାନ୍‌ନଗର ଗ୍ରାମଦେବତୀ ରଣାମାଙ୍କ ମନ୍ଦିରୁ ଶନିବାର ଚୋରି ହୋଇଛି। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା(ନଂ.୨୦୨/୧୯) ରୁଜୁ କରି ତଦନ୍ତ ଚଳାଇଛି। ଏଥିସହ...

ଓଡ଼ିଶା ପୋଲିସର ୩୫୩ ଏଏସ୍‌ଆଇଙ୍କୁ ପଦୋନ୍ନତି

କଟକ ଅଫିସ, ୭ା୯- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୩୫୩ ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର(ଏଏସ୍‌ଆଇ)ଙ୍କୁ ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି କରାଯାଇଛି। ଶନିବାର ଏ ନେଇ ରାଜ୍ୟ ପୋଲିସ ମୁଖ୍ୟାଳୟରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିଜିପି ବିଜୟ କୁମାର...

ସଡକ ଦୁର୍ଘଟଣା ଆହତଙ୍କୁ ଚିକିତ୍ସା: ବେସରକାରୀ ହସ୍ପିଟାଲ ଖର୍ଚ୍ଚ ବହନ କରିବେ ସରକାର;  ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର

ଭୁବନେଶ୍ୱର,୭ା୯(ବ୍ୟୁରୋ)-ରାସ୍ତା ସୁରକ୍ଷା ସମଗ୍ର ବିଶ୍ୱରେ ଚିନ୍ତାର ବିଷୟ ହୋଇଛି। ଦୁର୍ଘଟଣା ଜନୀତ ମୃତ୍ୟୁହାର କମାଇବା ପାଇଁ ତୁରନ୍ତ ଡାକ୍ତରୀ ଚିକିତ୍ସା ଅପରିହାର୍ଯ୍ୟ ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଘଟଣାରେ ବ୍ୟକ୍ତିମାନଙ୍କର ଜରୁରୀ ଚିକିତ୍ସା ପାଇଁ ଅନେକଗୁଡିଏ...

ଇନ୍‌ଫୋସିଟି, ଇନ୍‌ଫୋଭ୍ୟାଲି,ଏସ୍‌ଟିପିଆଇ ଅଞ୍ଚଳରେ ସୁରକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୭।୯(ବ୍ୟୁରୋ): ଆଇଟି ପାର୍କ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ନିଯୁକ୍ତି ସୁଯୋଗ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri