ଖସିଲା ପାରଦ, ତାତିରୁ ତ୍ରାହି
ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍ ତାପମାତ୍ରା ରହିଛି। ପାରଦ ୩ରୁ ୪ ଡିଗ୍ରୀ ଖସିଛି।...
ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍ ତାପମାତ୍ରା ରହିଛି। ପାରଦ ୩ରୁ ୪ ଡିଗ୍ରୀ ଖସିଛି।...
ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍ ଇଣ୍ଡିଆ(କେସିଆଇ)ର ଅଲ୍ ବ୍ରିଡ୍ ଜଜ୍ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍ ବ୍ରିଡ୍ ଜଜ୍ ହୋଇଛନ୍ତି। ଅନ୍ତଃରାଷ୍ଟ୍ରୀୟ ଜଜ୍ ସଞ୍ଜିତ ଜର୍ମାନ ସେଫର୍ଡ...
ଭୁବନେଶ୍ୱର,୧୯।୪(ବ୍ୟୁରୋ)- ବୟସ ମାତ୍ର ୧୮ବର୍ଷ। ହେଲେ ପ୍ୟାଶନ ଫିଲ୍ମ ମେକିଂ। ଏତେ କମ୍ ବୟସରେ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାଣ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି ଓଡ଼ିଶାର ରାଜକିଶୋର ମହାପାତ୍ର। ସମାଜ ପାଇଁ କିଛି କରିବାର ଇଚ୍ଛା ତାଙ୍କୁ ଦେଇଛି...
କଣ୍ଟାପଡା, ୧୮।୪(ଡି.ଏନ୍.ଏ.): କଟକର କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ନାହଳପୁର ଗ୍ରାମପଞ୍ଚାୟତର ଗୁଣାଦୋଳ କେ.ଏନ. ନୋଡାଲ ସ୍କୁଲ ସମ୍ମୁଖରେ ଧାରଣା ଦିଆଯାଇଛି। ସ୍କୁଲ ଅଧିନରେ ଥିବା ଠାକୁରା ପୋଖରୀ ସଫେଇ ଦାବିରେ ଗଁ। ର ଶତାଧିକ ମହିଳା ଓ ପୁରଷମାନେ ଉକ୍ତ...
ଓଡ଼ଗାଁ,୧୮ା୪(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ପ୍ରଭୁ ଶ୍ରୀରଘୁନାଥଜୀଉଙ୍କ ନବ ଦିନ ବ୍ୟାପୀ ଶ୍ରୀରାମନବମୀ ଯାତ୍ରା ଅନୁଷ୍ଠିତ ହେଉଛି। ଉତ୍ସବର ପଞ୍ଚମ ସନ୍ଧ୍ୟା ଅବସରରେ ଚୈତ୍ର ଶୁକ୍ଳ ଅନଙ୍ଗ ତ୍ରୟୋଦଶୀ ତିଥି, ବୁଧବାର ପ୍ରଭୁ ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ଜନକନନ୍ଦିନୀ ସୀତାଙ୍କ ସହିତ...
ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର,୧୮।୪(ଡି.ଏନ୍.ଏ.): ଡହଡହ ଖରାରେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ବେଳୁ ଖରାର ପ୍ରଭାବ ଦେଖିବାକୁ ମିଳୁଛି। ଲୋକେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ ତାତିରେ ଛଟପଟ ହେଉଛନ୍ତି। ଅଧା ଓଡ଼ିଶାର ସ୍ଥିତି ଅଳ୍ପ ବହୁତେ ଏହିଭଳି ରହୁଛି।...
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଗୁରୁବାରଠାରୁ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ କରିଛନ୍ତି। ଏପ୍ରିଲ ୧୮ରୁ ମେ ୪ ପର୍ଯ୍ୟନ୍ତ ସ୍କୁଲ ଛୁଟି କରିଦିଆଯାଇଛି। ଏହି ସମୟରେ କେବଳ...
ଭୁବନେଶ୍ୱର,୧୮।୪(ବ୍ୟୁରୋ): ଚିନ୍ତା ଓ ଚେତନା ପକ୍ଷରୁ ଗତ ୩ଦିନ ବ୍ୟାପୀ ରବୀନ୍ଦ୍ର ମଣ୍ଡପଠାରେ ଚାଲିଥିବା ୪୦ତମ ରାଷ୍ଟ୍ରୀୟ ବୈଶାଖୀ ମହୋତ୍ସବ ବୁଧବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସନ୍ଧ୍ୟାରେ ଅତିଥି ଭାବେ ସଙ୍ଗୀତଜ୍ଞ ତଥା କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ଚିନ୍ତା ଓ...
ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଐତିହ୍ୟର ଗନ୍ତାଘର ଓଡ଼ିଶା। କୋଣାର୍କର ସୂର୍ଯ୍ୟମନ୍ଦିର ହେଉ କି ରାଜ୍ୟରେ ରହିଥିବା ବହୁ ପୁରାତନ ରାଜପ୍ରାସାଦ, ସବୁଠି ଦେଖିବାକୁ ମିଳିଥାଏ ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀର ପ୍ରତିଛବି। ଐତିହ୍ୟ ଓ ସଂସ୍କୃତି ପାଇଁ ଓଡ଼ିଶା ସମଗ୍ର ବିଶ୍ୱରେ...
ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ଅସହ୍ୟ ତାତି। ହଟହଟା ହେଉଛନ୍ତି ଯାତ୍ରୀ। ଲଗାତାର ଦୁଇଦିନ ଧରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ଭୁବନେଶ୍ୱରରେ ଦେଖିବାକୁ ମିଳିଛି ଡହଳବିକଳ ସ୍ଥିତି। ପାଣିପାଇଁ ଚାରିଆଡେ ହାହାକାର ପଡ଼ିଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)...
ଭୁବନେଶ୍ୱର, ୧୮ା୪ (ବ୍ୟୁରୋ)- ରାଜଧାନୀରେ ନିର୍ବାଚନୀ ପ୍ରଚାର ସରଗରମ ହୋଇଯାଇଥିବାବେଳେ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଦେଖିବାକୁ ମିଳୁଛି। ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ନୀଳାଦ୍ରିବିହାରରେ ପ୍ରଚାରକୁ ନେଇ ଦୁଇଗୋଷ୍ଠୀ ମୁହାଁମୁହଁି ହୋଇଛନ୍ତି। ଅନ୍ୟଏକ ଗୋଷ୍ଠୀ ଭାଜପା କର୍ମୀଙ୍କୁ ଆକ୍ରମଣ କରିବା ସହ...
ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଇନ୍ଦ୍ରଧନୁ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହକୁ ପୋଲିସ ବୁଧବାର ଉଦ୍ଧାର କରିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ପୋଡ଼ପାଟଣା ଗ୍ରାମର ଜଗନ୍ନାଥ ସୁବୁଦ୍ଧିଙ୍କ ପୁଅ ଶିବରାମ ସୁବୁଦ୍ଧି(୪୮)।...