ଧଳସାମନ୍ତ ଭ୍ରାତାଙ୍କ ଘରୁ ଜାଲ୍ ନୋଟ୍ ଜବତ ମାମଲା ତତ୍କାଳୀନ ଏଏସ୍ଆଇଙ୍କୁ ଜେରା
କଟକ ଅଫିସ,୫|୯: ଧଳ ସାମନ୍ତ ଭ୍ରାତାଙ୍କ ପୋଖରୀପୁଟ୍ସ୍ଥିତ ଆନନ୍ଦବିହାର ବାସଭବନ ଓ ମର୍କତନଗର ଘରୁ ଜବତ ଜାଲ୍ ନୋଟ୍ ସମ୍ପର୍କିତ ମାମଲାକୁ ନେଇ ବୁଧବାର ଚାଉଳିଆଗଞ୍ଜ ଥାନାର ତତ୍କାଳିନ ଏଏସ୍ଆଇ ମନୋରଞ୍ଜନ ମହାପାତ୍ରଙ୍କୁ ଜେରା କରାଯାଇଛି। ୨୦୧୬ ଜାନୁୟାରୀ ୧୮ରେ...
ନୟାପଲ୍ଲୀରେ ଏଥର, ‘ପଦ୍ମାବତୀ ପ୍ୟାଲେସ୍
ଭୁବନେଶ୍ୱର,୫|୯(ବ୍ୟୁରୋ) – ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତ ହେଉଛି ରାଜଧାନୀ। ଧୂମ୍ଧାମରେ ମା’ଙ୍କୁ ସ୍ବାଗତ କରିବା ପାଇଁ ସମସ୍ତ ପୂଜା ମଣ୍ଡପରେ ଆରମ୍ଭ ହୋଇଯାଇଛି ସଜବାଜ। ଏଥିପାଇଁ ପ୍ରତିଦ୍ବନ୍ଦୀତା ମଧ୍ୟ ଜୋର ଧରିଛି। ମଣ୍ଡପଗୁଡିକରେ ତୋରଣ ଓ ମୂର୍ତ୍ତି ନିର୍ମାଣ...
ଇସ୍…କି…ସ୍ମାର୍ଟ ସିଟି
ଭୁବନେଶ୍ୱର, ୫|୯ (ବ୍ୟୁରୋ) – ଶନିବାର ସ୍ବାୟତ୍ତଶାସନ ଦିବସ ପାଳନ କରିଛି ବିଏମ୍ସି। ଭୁବନେଶ୍ୱରକୁ ସ୍ବଚ୍ଛ, ସୁନ୍ଦର ଓ ସବୁଜିମାଭରା ସହର କରିବା ଉପରେ ଅଧିକାରୀମାନେ ଗୁରୁତ୍ୱ ଦେଇଛନ୍ତି। ହେଲେ ବାସ୍ତବତା କ’ଣ ସହରର ରାସ୍ତାପାର୍ଶ୍ୱରୁ ବାରିହୋଇପଡୁଛି। କେଉଁଠି ରାସ୍ତା...
ଡ୍ୟୁଟିବେଳେ ଟ୍ରାଫିକ ପୋଷ୍ଟରେ ଅନୁପସ୍ଥିତ ରହିବା ମହଙ୍ଗା ପଡ଼ିଲା
କଟକ ଅଫିସ, ୫।୯: ଭୁବନେଶ୍ୱର ରୁପାଲି ଛକରେ ଡ୍ୟୁଟିବେଳେ ଟ୍ରାଫିକ ପୋଷ୍ଟରେ ଅନୁପସ୍ଥିତ ରହି ନିଲମ୍ବିତ ହୋଇଥିବା ୨ଜଣ କନଷ୍ଟେବଳଙ୍କୁ ବୁଧବାର ଜିଲାପାର ବଦଳି କରାଯାଇଛି। ଡିଜିପି ବିଜୟ କୁମାର ଶର୍ମା ନିଲମ୍ବିତ ଟ୍ରାଫିକ କନଷ୍ଟେବଳ କାଳିଆସୁନା ବେହେରାଙ୍କୁ ସହରାଞ୍ଚଳ ପୋଲିସ...
ଭଙ୍ଗା ଗଢ଼ାରେ ଜବରଦଖଲ ଉଚ୍ଛେଦ
ସ୍ଥିତପ୍ରଜ୍ଞ ମିଶ୍ର ଭୁବନେଶ୍ୱର, ୫।୯(ବ୍ୟୁରୋ): ମୁଖ୍ୟ ଡ୍ରେନ ହେଉ ଅବା ସ୍କୁଲ ଆଗ ସବୁଠି ଜବରଦଖଲକାରୀଙ୍କ ରାଜ। ରାସ୍ତାପାଖ ଦୋକାନୀମାନେ ନିଜ ଇଚ୍ଛା ମୁତାବକ ସେମାନଙ୍କ ଦୋକାନ ଆଗକୁ ବଢ଼ାଇବାରେ ଲାଗିଛନ୍ତି। ଫଳରେ ସେହି ରସ୍ତାରେ ଯିବା ଆସିବା କରିବା କଷ୍ଟକର...
ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ
ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍ପି ଅମର ପଟ୍ଟନାୟକ। ସେ କହିଛନ୍ତି, ସୁଚିନ୍ତିତ ଯୋଜନାନୁଯାୟୀ ଶ୍ରୀମନ୍ଦିର...
ଦାୟିତ୍ୱ ନେଲେ ଓଏଚ୍ଆରସି ଅଧ୍ୟକ୍ଷ
ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ(ଓଏଚ୍ଆର୍ସି)ର ଅଧ୍ୟକ୍ଷ ଭାବେ ବୁଧବାର ଜଷ୍ଟିସ ବିମଳ ପ୍ରସାଦ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ସେ କହିଛନ୍ତି, ସ୍ବଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ। ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣି ଉପରେ...
ଅଟୋ ଚାଳକଙ୍କୁ ୫୨ହଜାର ଜରିମାନା, ୮ ନିୟମ ଭାଙ୍ଗିଥିଲେ
ଭୁବନେଶ୍ୱର, ୪।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଟୋ ଚାଳକଙ୍କ ଉପରେ ଲାଗିଛି ୫୨ହଜାର ଟଙ୍କାର ଜରିମାନା। ଚାଳକଜଣଙ୍କ ହେଲେ ହରିବନ୍ଧୁ କହଁର। ସେ ସ୍ଥାନୀୟ ବଡ଼ଗଡ଼...
ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର
ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର। ବୁଧବାର ଏନେଇ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ରାଜ୍ୟ ସରକାର କିଛି...
ବିଜେଡିର ନୂଆ ମୁଖପାତ୍ର ତାଲିକା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ..
ଭୁବନେଶ୍ୱର, ୪।୯(ବ୍ୟୁରୋ): ବିଜେଡି ପକ୍ଷରୁ ବୁଧବାର ନୂଆ ମୁଖପାତ୍ର ତାଲିକା ପ୍ରକାଶ ପାଇଛି। ଏଥିରେ ମିଡିଆ କୋର୍ଡିନେଟର ଭାବେ ଏମ୍ପି ସସ୍ମିତ ପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିଭଳି ୫ଜଣଙ୍କୁ ଜାତୀୟ ମୁଖପାତ୍ର, ୧୪ଜଣଙ୍କୁ ବିଜେଡି ମୁଖପାତ୍ର ଏବଂ ୧୦ଜଣଙ୍କୁ ପ୍ୟାନେଲିଷ୍ଟ...
ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି: ଧର୍ମେନ୍ଦ୍ର
ଭୁବନେଶ୍ୱର,୪ା୯(ବ୍ୟୁରୋ):ଅଳ୍ପ ଖର୍ଚ୍ଚରେ ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି। ଉଭୟଙ୍କୁ ଏକାସଙ୍ଗେ ହାସଲ କରିହେବ ବୋଲି ଇସ୍ପାତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭିନ୍ନ ଟ୍ରେଡ ୟୁନିୟନ ନେତୃମଣ୍ଡଳୀ ସହିତ ଆଲୋଚନା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...
ଦକ୍ଷତା ବିକାଶ ଚିନ୍ତା ସିଙ୍ଗାପୁରର ସହାୟତା ନେବ ଓଡ଼ିଶା:ଆଇଟିଆଇ ପରେ ସିଙ୍ଗାପୁରରେ ପ୍ରଶିକ୍ଷଣ ନେବେ ପଲିଟେକ୍ନିକ୍ ପ୍ରଶିକ୍ଷକ
ଭୁବନେଶ୍ୱର,୪ା୯(ବ୍ୟୁରୋ):ଦକ୍ଷତା ବିକାଶ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବେ ଓଡ଼ିଶା ଏବଂ ସିଙ୍ଗାପୁର। ଧନ୍ଦାମୂଳକ ଶିକ୍ଷା ଏବଂ ବୈଷୟିକ ଜ୍ଞାନକୌଶଳ କ୍ଷେତ୍ରରେ ଆଉ ପାଦେ ଆଗେଇବାକୁ ସିଙ୍ଗାପୁର ସରକାରଙ୍କ ସାହାଯ୍ୟ ଲୋଡ଼ିବ ଓଡ଼ିଶା। ରାଜ୍ୟରେ ଥିବା ଆଇଟିଆଇ ଏବଂ ପଲିଟେକ୍ନିକ୍ଗୁଡ଼ିକରେ...
Archives


