ମେଟ୍ରୋ

ବଦଳିଲା ‘ମେଡିକାଲ ବଣ୍ଡ ପଲିସି ନିୟମ’: ପାଠପଢ଼ା ପରେ ଦୁଇ ବର୍ଷ ଓଡ଼ିଶାରେ କାମ କରିବାକୁ ବାଧ୍ୟ, ନହେଲେ ଦେବାକୁ ପଡ଼ିବ ମୋଟା ଟଙ୍କର ଅର୍ଥ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟ ସରକାର ମେଡିକାଲ ବଣ୍ଡ ପଲିସି ନିୟମକୁ ପରିବର୍ତ୍ତନ କରିଛନ୍ତି। ଏହି ନିୟମ ଚଳିତ ବର୍ଷଠାରୁ ଲାଗୁ ହେବ ବୋଲି ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନାନୁଯାୟୀ, ସରକାରୀ ମେଡିକାଲ କଲେଜରେ ଏମ୍‌ବିବିଏସ୍‌...

ବିଜେଡି ନେତାଙ୍କୁ ନିଯୁକ୍ତି: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବହୁ ବିଜେଡି ନେତାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତ କରିଛନ୍ତି। କେଉଁ ବିଜେଡି ନେତାଙ୍କୁ କେଉଁ ପଦରେ ନିଯୁକ୍ତ କରାଯାଇଛି ଜାଣନ୍ତୁ- ଲେନିନ ମହାନ୍ତି- ସମ୍ପାଦକ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ ସୁଜିତ...

ସ୍ବାଧୀନତା ଦିବସ ପାଳିଲା ଡିଏଭି ପୋଖରୀପୁଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ସ୍ଥାନୀୟ ଡିଏଭି ପୋଖରୀପୁଟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡ. ସୁଜାତା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ମିଳିତ ଭାବେ ଜାତୀୟ ସଙ୍ଗୀତ ଗାନ...

ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳଙ୍କ ଇସ୍ତଫା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି। ୧୯୮୫ ବ୍ୟାଚ୍‌ର ଏହି ଅଫିସର ରାଜ୍ୟ ସରକାରଙ୍କୁ ଏ ନେଇ ଅବଗତ କରାଇଛନ୍ତି। ସେ କୃଷି ଉତ୍ପାଦନ କମିଶନର ଭାବେ କାର୍ଯ୍ୟ କରୁଥିଲେ। ୨୦୨୦ ଜାନୁଆରୀରେ ସେ...

ଟଳିଳା ବନ୍ୟା ସମ୍ଭାବନା: ସଚିବ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସମ୍ଭାବନା ନାହିଁ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ, ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ବର୍ଷା ପରିମାଣ କମ ରହିଛି।...

ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକ ପ୍ରଦାନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ୭୩ତମ ସ୍ବାଧୀନତା ଦିବସ ଅବସରରେ ପଦକ ପ୍ରଦାନ କରାଯାଇଛି। ଗୁରୁବାର ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର...

ଉଦ୍‌ଘାଟିତ ହେଲା ଖାରବେଳ ଭବନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ.): ଭୁବନେଶ୍ୱରରେ ଖାରବେଳ ଭବନ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି। ଖାରବେଳ ଭବନରେ କାର୍ଯ୍ୟ କରିବ ପ୍ରମୁଖ ୧୧ଟି ବିଭାଗର କାର୍ଯ୍ୟାଳୟ। ଏହାର ନିର୍ମାଣ ପାଇଁ ୧୨୮...

କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ ଦାୟିତ୍ୱ ପ୍ରତିପାଦନ କରିବେ। କିଛି ଦିନ ତଳେ କ୍ରିଶନ କୁମାରଙ୍କୁ ପୂର୍ତ୍ତ ବିଭାଗ...

ମହଙ୍ଗା ପଡ଼ିଲା ଏସ୍‌ଟିଏଫ୍‌ ନୋଟିସ୍‌ : ମେରିଟୋରିୟସ ପଦକ ହରାଇଲେ ଆଇଆଇସି

ଖୋର୍ଦ୍ଧା ଅଫିସ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱର ସୂଚନା ଭବନଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପୋଲିସ ପଦକ ଦେବାକୁ ଥିତ୍ବାବେଳେ ୩୮ଜଣଙ୍କୁ ପ୍ରଧାନ କରାଯାଇଥିବା ଜଣାପଡ଼ିଛି। ବାଦ୍‌...

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସ୍ବାଧୀନତା ଦିବସ : ୫୦ ମିଟର ତ୍ରିରଙ୍ଗା ଧରି ପରିକ୍ରମା କଲେ ଛାତ୍ରୀଛାତ୍ର

କଟକ ଅଫିସ, ୧୫।୮: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ୫୦ ମିଟରର ଏକ ବିଶାଳ ତ୍ରିରଙ୍ଗାକୁ ବିଶ୍ୱବିଦ୍ୟାଳୟ ପରିସରରେ ପରିକ୍ରମା କରିବା ସହ ବାଇକ ରାଲି କରାଯାଇଥିଲା।...

ଅସିତ୍‌ ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ନୂଆ ଦାୟିତ୍ୱ ମିଳିବା ପରେ ଅସିତ୍‌ ତ୍ରିପାଠୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ ଅଫିସର ଅସିତ ତ୍ରିପାଠୀ...

ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri