ମେଟ୍ରୋ

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ

ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତଦାନ କରିବାକୁ ଯାଉଛନ୍ତି। ସେଥିମଧ୍ୟରେ ୧୮ରୁ ୧୯ ବର୍ଷର ପ୍ରଥମ...

ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ

ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳଙ୍କ ଏନେଇ ସୂଚନା ଦେଇଛନ୍ତି। ନଗଦ ଟଙ୍କା ସହ ୩୧ ଲକ୍ଷ ଲିଟର...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ ଦାସଙ୍କ କୋଲାବିରା ଘରେ ଏହି ରେଡ କରାଯାଇଛି। ୨ ଜଣିଆ ଆୟକର ଟିମ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା ଧରି ଜେରା କରିଛି। ଶୁକ୍ରବାର ଆୟକର ବିଭାଗ ବିଶାଳଙ୍କୁ ଝାରସୁଗୁଡାର ଏକ ଘରୋଇ...

୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ନିର୍ବାଚନ ପ୍ରଚାର ଶେଷଦିନରେ ବହୁ କେନ୍ଦ୍ରୀୟ ନେତା ପ୍ରଚାର କରିବେ।...

ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଉରକେଲାର ନିର୍ବାଚନୀ ସଭାରେ...

ଏମ୍‌ବିକେ, ଆଶାକର୍ମୀଙ୍କୁ ଧମକ ଦେଉଛନ୍ତି ଭାଜପା ନେତା

ଭୁବନେଶ୍ୱର, ୧୮।୫ (ବନ୍ଦନା ସେଠୀ): ସମ୍ବଲପୁରରେ ଭାଜପା ନେତା ମହିଳାଙ୍କୁ ଡରାଇବା, ଖରାପ ଭାଷାରେ ଗାଳିଗୁଲଜ କରିବା ଓ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ ହୋଇଛି ବିଜେଡି। ଦଳର ବରିଷ୍ଠ ନେତ୍ରୀ ସୁଲତା ଦେଓ, ମଧୁସ୍ମିତା ନାୟକ,...

ଆଜି ଆସିବେ ସଚିନ ପାଇଲଟ

ଭୁବନେଶ୍ୱର, ୧୮।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ...

ଜୁଲାଇ ୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୧୮ା୫(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୪) ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାରଠାରୁ ଆବେଦନ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ ନେତାମାନେ ସାଲିଆସାହିବାସୀଙ୍କୁ ଭୋଟ୍‌ ପାଇଁ ସେଠାରେ ରଖିଥିବାବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ହୃଦୟରେ ରଖିଛନ୍ତି...

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି, ସେମାନେ ଶୁଆ ଭଳି ଗାଇ ଦେଇ ଯାଉଛନ୍ତି। ଭାଜପାର ନାରା ହେଲା ନା...

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ଆସନ୍ତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri