ମେଟ୍ରୋ

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି।  ଆଜି ଅପରାହ୍ନରେ ଦିଲ୍ଲୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ ମଧ୍ୟରେ କଟକ ଏମ୍‌ପି ପ୍ରାର୍ଥୀ ସଂତୃପ୍ତ ମିଶ୍ର, କେନ୍ଦ୍ରାପଡ଼ା ଏମ୍‌ପି ପ୍ରାର୍ଥୀ ଅଂଶୁମାନ...

ଅପରାଜିତାଙ୍କ ବିପକ୍ଷରେ ଜିତିବା ନେଇ ଏମିତି କହିଲେ ମନ୍ମଥ ରାଉତରାୟ

ପୁରୀ,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କୁ ଭୁବନେଶ୍ୱର ଲୋକ ସଭା ଆସନରୁ ବିଜେଡି ଟିକେଟ ଦେଇଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବାପା ଏବଂ ଭାଇ ଏହି ନିଷ୍ପତ୍ତିକୁ ବିରୋଧ...

ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ...

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ,...

ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ...

ଭୁବନେଶ୍ୱରରେ ଏତିକି ହୋଇଗଲା ତେଲ ଦର

ଭୁବନେଶ୍ୱର,୨୮।୩: ନିର୍ବାଚନ ଲାଗି ନିକଟରେ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ମୂଲ୍ୟ ବୃଦ୍ଧି କିମ୍ବା ହ୍ରାସ ଭଳି ପରିବର୍ତ୍ତନ ରାଜ୍ୟଗୁଡିକ ଦ୍ୱାରା ଲାଗୁ ହୋଇଥିବା ଟ୍ୟାକ୍ସ ଯୋଗୁଁ ହୋଇପାରେ । ସହରରେ ସ୍ଥାନୀୟ ଟିକସ ଲାଗୁ...

ଦ୍ୱନ୍ଦ୍ୱରେ କଂଗ୍ରେସ, ସୁର ପରିବାର ପଲଟିକ୍ସକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ

ଭୁବନେଶ୍ୱର,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରକୁ ନେଇ କାଲିଠାରୁ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର ଲୋକ ସଭା ଟିକେଟ୍‌ ପାଇବାବେଳେ ସୁର ରାଉତରାୟ କଂଗ୍ରେସର ସବୁ ପଦ ପଦବୀରୁ...

ବଡ଼ ବୟାନ ଦେଲେ ସିଦ୍ଧାର୍ଥ ରାଉତରାୟ, ‘ମୋ ଭାଇକୁ ବିଜେଡି ମୁର୍ଗା ବନେଇପାରେ’

ଭୁବନେଶ୍ୱର,୨୮।୩: ରାଜ୍ୟ ରାଜନୀତିରେ ହଇଚଇ । କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ ବୁଧବାର କଂଗ୍ରେସର ସବୁ ପଦବୀରୁ ଇସ୍ତଫା ଦେଇଛନ୍ତି । କାରଣ ତାଙ୍କ ସାନ ପୁଅ ବିଜେଡିରେ ମିଶିଛନ୍ତି। ବିଜେଡିରେ ମିଶିବା ପରେ...

କଂଗ୍ରେସ ଭୋଟ ହାତେଇବାକୁ ମନ୍ମଥଙ୍କୁ ଦଳରେ ମିଶାଇଛିି ବିଜେଡି!

ଭୁବନେଶ୍ୱର, ୨୮।୩(ସୁନିତ୍‌ ମିଶ୍ର)ଭୁବନେଶ୍ୱର ଲୋକ ସଭା ଆସନ ଅନ୍ତର୍ଗତ ଜଟଣୀ ବିଧାନସଭା କ୍ଷେତ୍ରରୁ ବିଧାୟକ ଥିବା ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବୁଧବାର ବିଜେଡିରେ ଯୋଗଦେଇଛନ୍ତି। ଶଙ୍ଖ ଭବନଠାରେ ରାଜ୍ୟ ସଭା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri