ମେଟ୍ରୋ

ସୁରେଶ ରାଉତରାୟ ପାଳିଲେ ପଖାଳ ଦିବସ: ବର୍ଷାରେ ବି ଖାଇଲେ

ଭୁବନେଶ୍ୱର,୨୦।୩: ଆଜି ବିଶ୍ୱ ପଖାଳ ଦିବସ । ଆଜିର ଦିନରେ ଓଡ଼ିଶାର ପ୍ରିୟ ଖାଦ୍ୟ ପଖାଳ ମଜା ନେବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି। ମାତ୍ର ଲାଗି ରହିଥିବା ବର୍ଷା ଲାଗି ପଖାଳ ଦିବସ ଫିକା ପଡ଼ିଛି। ଏହି ପାଗରେ...

ମେଣ୍ଟ ଉପରେ ଅମିତ ଶାହାଙ୍କ ବଡ଼ ବୟାନ, କହିଲେ କିଛି ବି…

ନୂଆଦିଲ୍ଲୀ/ ଭୁବନେଶ୍ୱର,୨୦।୩: ବିଜେଡି-ଭାଜପା ମେଣ୍ଟ ଉପରୁ ପରଦା ଉଠିପାରୁନାହିଁ। ମେଣ୍ଟ ହେବ କି ନାହିଁ, ହେବ ଯଦି କେବେ ଘୋଷଣା ହେବ ତାହାକୁ ନେଇ ସସ୍‌ପେନ୍ସ ଜାରି ରହିଛି। ଏହି ସମୟରେ ମେଣ୍ଟ ପ୍ରସଙ୍ଗ ଉପରେ ଭାଜପା ସ୍ବରାଷ୍ଟ୍ର ମନ୍ତ୍ରୀ...

ବିଜେଡିରେ ସାମିଲ ହେଲେ ଖଡିଆଳ ବିଧାୟକ ଅଧିରାଜ

ଭୁବନେଶ୍ୱର,୨୦।୩: ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ପହଞ୍ଚି ନିଜ ସମର୍ଥକଙ୍କ ସହିତ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅଧିରାଜ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଗତଥର ଖଡିଆଳରୁ କଂଗ୍ରେସ...

ବର୍ଷା ଆଣିଲା ଆଶ୍ୱସ୍ତି

ଭୁବନେଶ୍ୱର, ୨୦।୩(ବନ୍ଦନା ସେଠୀ): ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହେବା କାରଣରୁ ଏହାର ପ୍ରଭାବରେ ମଙ୍ଗଳବାର ଭୁବନେଶ୍ୱରରେ ଘଡ଼ଘଡ଼ି ସହିତ ଜୋର୍‌ରେ ବର୍ଷା ହୋଇଛି। ୭.୧ ମିମି ବର୍ଷା ହୋଇଥିବା ପାଣିପାଗ...

ବିଏମ୍‌ସି ନିୟମ ମାନୁନାହାନ୍ତି କବାଡ଼ିଆ

ଭୁବନେଶ୍ୱର, ୨୦।୩(ବନ୍ଦନା ସେଠୀ): କବାଡ଼ିଆଙ୍କ କବ୍‌ଜାରେ ଭୁବନେଶ୍ୱର ମହାନଗର ନିଗମର ଅଧିକାଂଶ ଅଞ୍ଚଳ। ଦିନକୁ ଦିନ ସେମାନଙ୍କର ପ୍ରାର୍ଦୁଭାବ ବଢି ଚାଲିଥିବାବେଳେ ବିଏମ୍‌ସିର ତାଗିଦାକୁ ମଧ୍ୟ ଖାତିର କରୁନାହାନ୍ତି। ପୂର୍ବରୁ ଏନେଇ ବିଏମ୍‌ସି ଏବଂ କବାଡ଼ିଆବାଲାଙ୍କ ମଧ୍ୟରେ ଆଲୋଚନା ହୋଇଥିଲେ...

ଅପରାଜିତାଙ୍କ କାର୍ଯ୍ୟକ୍ରମକୁ ବିରୋଧ

ଭୁବନେଶ୍ୱର,୨୦।୩(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ-୪ ଅଞ୍ଚଳରେ ମଙ୍ଗଳବାର ରାତିରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଫଟୋଗ୍ରାଫର ଗାଡ଼ିର ଡ୍ରାଇଭରଙ୍କୁ କେତେଜଣ ଅସମାଜିକ ଯୁବକ ଆକ୍ରମଣ ଓ ଗାଳିଗୁଲଜ କରିଛନ୍ତି। ଯୁବକଙ୍କ ଆକ୍ରମଣରେ ଡ୍ରାଇଭର ଆହତ ହୋଇଛନ୍ତି। ତେବେ...

ଦିଲ୍ଲୀରେ ଡେରା ପକାଇଛନ୍ତି ଭାଜପା ରାଜ୍ୟ ନେତା

ଭୁବନେଶ୍ୱର, ୨୦।୩(ସୁନିତ୍‌ ମିଶ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ହେବ ନା ନାହିଁ ସେନେଇ ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇନାହିଁ। ଏଭଳି ସ୍ଥିତିରେ ବର୍ତ୍ତମାନ ପର୍ଯ୍ୟନ୍ତ ବି ବିଭିନ୍ନ ରାଜନୈତିକ ଦଳର କର୍ମୀ ଏବଂ ନେତାଙ୍କ ମନରୁ ମେଣ୍ଟ ଦ୍ୱନ୍ଦ୍ୱ...

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ

ଉଚ୍ଚଶିକ୍ଷିତ ସାଙ୍ଗକୁ ବ୍ୟବସାୟିକ ବାତାବରଣ ମଧ୍ୟରେ ଜୀବନ ଅତିବାହିତ କରିଥିବାବେଳେ ରେଭେନ୍‌ଶା ମହାବିଦ୍ୟାଳୟ (ବର୍ତ୍ତମାନର ବିଶ୍ୱବିଦ୍ୟାଳୟ)ରୁ ବାଣିଜ୍ୟରେ ସ୍ନାତକ ଏବଂ ସିମ୍ବୋସିସ୍‌ ପୁନେରୁ ସେ ଏମ୍‌ବିଏରେ ମ୍ୟାନେଜମେଣ୍ଟ ଶିକ୍ଷା ଶେଷ କରିଛନ୍ତି। ଏପରିକି ପାରିବାରିକ ବ୍ୟବସାୟ ଓ ପରିବାରର ଆବଶ୍ୟକତାକୁ...

ଆଜି ସରିବ ଯୁକ୍ତ୨ ପରୀକ୍ଷା: ୧୫ ଦିନ ମଧ୍ୟରେ ବାହାରିବ ଫଳାଫଳ

ଭୁବନେଶ୍ୱର, ୨୦।୩ (ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହେବ। ଶେଷଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା,...

ରାଜ୍ୟରେ ଝଡ଼ବର୍ଷା: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦ା୩(ଅନିଲ ଦାସ): ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଟ୍ରପ୍‌ଲାଇନ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ହୀରାକୁଦରେ ୩୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ...

ବୃହତ୍ତର ସ୍ବାର୍ଥ ପାଇଁ ମୋଦି-ନବୀନ ଏକାଠି ହେବାକୁ ଚାହୁଁଛନ୍ତି: ପାଣ୍ଡିଆନ

ଭୁବନେଶ୍ୱର,୨୦ା୩(ଅନିଲ ଦାସ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ମଧ୍ୟ ରାଜ୍ୟରେ ବିଜେଡି ଓ ଭାଜପା ମଧ୍ୟରେ ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଓ କଳ୍ପନାଜଳ୍ପନା ଲାଗି ରହିଛି। ଏଭଳିସ୍ଥଳେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ...

ବିଜୟ ଅମୃତ କୁଲାଙ୍ଗେ ହେଲେ ଓମ୍‌ଫେଡ୍‌ ଏମ୍‌ଡି

ଭୁବନେଶ୍ୱର,୧୯ା୩(ଅନିଲ ଦାସ): ୨୦୧୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ପୂର୍ବତନ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କୁ ରାଜ୍ୟ ସରକାର ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri