ମେଟ୍ରୋ

ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ:ଜାଣନ୍ତୁ କେମିତି ଜାଣିବେ…

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ। ଏ ନେଇ ରବିବାର ସିଆଇଏସ୍‌ସିଇ ପକ୍ଷରୁ...

ଓଡ଼ିଶାରେ ମୋଦି: ଆଜି ବ୍ରହ୍ମପୁର, ନବରଙ୍ଗପୁରରେ କରିବେ ପ୍ରଚାର

ଭୁବନେଶ୍ୱର,୬।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଭାଜପା କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତ ଶେଷ କରି ରବିବାର ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ତାଙ୍କୁ ଭାଜପା ନେତୃବୃନ୍ଦ ଭବ୍ୟ ସ୍ବାଗତ କରିଛନ୍ତି। ବିମାନ ବନ୍ଦର...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା। ସେ କହିଛନ୍ତି, ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରତି ମହିଳାଙ୍କୁ...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡି ପଡିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର-୧ ହୋଇଛି। ଲୋକେ ଦାଦନ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡାଙ୍କ କହିଛନ୍ତି,...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ ୨ ଥର ବିଧାୟକ ହୋଇଥିଲେ ଅକ୍ଷୟ। ଏବେ ୨୦୨୪ ନିର୍ବାଚନରେ ମଧ୍ୟ...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ ଦାସଙ୍କୁ ଦଳ ଟିକେଟ୍‌ ଦେଇଥିବାବେଳେ ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍‌ ମିଳିଛି। ସେହିପରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri