ମେଟ୍ରୋ

ପଟ୍ଟାମୁଣ୍ଡାଇରେ ବଢୁଛି ନକଲି ବ୍ରାଣ୍ଡ୍‌ ଔଷଧ କାରବାର

ପଟ୍ଟାମୁଣ୍ଡାଇ, ୭ା୩ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ଭେଷଜ ନିୟନ୍ତ୍ରକଙ୍କ ବିଭାଗର ଅଧିକାରୀ ପଟ୍ଟାମୁଣ୍ଡାଇ ଅଞ୍ଚଳ ପାଇଁ ଏକପ୍ରକାର ନୀରବତା ଅବଲମ୍ବନ କରୁଥିବାରୁ ଗ୍ରାମାଞ୍ଚଳଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ବ୍ୟାପକ ଭାବେ ବେଆଇନ ଔଷଧ କାରବାର ବୃଦ୍ଧି ପାଉଛି। ନିମ୍ନମାନର ଔଷଧ ସାଙ୍ଗକୁ...

ଜାଗର ପାଇଁ ମାଟିଦୀପ

କଟକ,୭ା୩(ଶିଳ୍ପା ପ୍ରିୟଦର୍ଶିନୀ)ଶୁକ୍ରବାର ମହାଶିବରାତ୍ରି ବା ଜାଗର ଅମାବାସ୍ୟା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଲାଣି କଟକ ସହର। ଦୀପ କାରିଗରଙ୍କୁ ଟିକେ ବି ଫୁରସତ୍‌ ନାହିଁ। ସରସ୍ବତୀ ପୂଜାଠାରୁ ଦୀପ ତିଆରି କାମ ଆରମ୍ଭ କରିଥାନ୍ତି କୁମ୍ଭକାର। ଫ୍ୟାନ୍ସି ବା କୋଲକାତା ଗଙ୍ଗା...

ସାପକାମୁଡ଼ା ମୃତ୍ୟୁରେ ଭିସେରା ସାମ୍ପଲ ବାଧ୍ୟତାମୂଳକ

ଭୁବନେଶ୍ୱର, ୭।୩(ଅସମାପିକା ସାହୁ)କେନ୍ଦ୍ର ସରକାରଙ୍କ ମେଡିକୋ ଲିଗାଲ ଗାଇଡ୍‌ଲାଇନ୍‌ରେ ସାପ କାମୁଡ଼ା ମାମଲାରେ ପୋଷ୍ଟମର୍ଟମ କରୁଥିବା ମେଡିକାଲ ଅଫିସର ଭିସେରା ସାମ୍ପଲ ସଂଗ୍ରହ କରିବା ବାଧ୍ୟତାମୂଳକ କରାଯାଇଛି। ସେହିଭଳି ଭିସେରା ସାମ୍ପଲ ସଂଗ୍ରହରେ ବିଫଳ ହୋଇଥିଲେ ଆଇପିସିର ଧାରା ୨୦୧...

ଅଭିଜ୍ଞତାରୁ ସଫଳ ଉଦ୍ୟୋଗୀ

ଯାଜପୁର ଜିଲାର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରି ମଧ୍ୟ ସେ ନିଜ ଉଦ୍ୟମ ଓ ଅଭିଜ୍ଞତାରୁ ଆଜି ଜଣେ ସଫଳ ଉଦ୍ୟୋଗୀ ହୋଇପାରିଛନ୍ତି। ଏପରିକି ଉଚ୍ଚ ଶିକ୍ଷା ସମାପ୍ତ ପରେ ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରୁ ଉଚ୍ଚତର ଶିକ୍ଷା ଏବଂ...

ଡେଇଁଲେ, ପଡ଼ିଲେ ଗାତରେ

ଭୁବନେଶ୍ୱର,୭ା୩(ଅନିଲ ଦାସ)ରାଜନୀତିରେ ଯାହାର ଅଧିକ ଧୈର୍ଯ୍ୟ ଥାଏ ସେ ତିଷ୍ଠି ରହିଥାଆନ୍ତି ବୋଲି କୁହାଯାଏ। ବିଗତ ଦିନରେ ନିର୍ବାଚନ ପୂର୍ବରୁ ବିଭିନ୍ନ ଦଳରୁ ଜଣାଶୁଣା ବ୍ୟକ୍ତି ଦଳ ଛାଡ଼ି ଅନ୍ୟ ଦଳରେ ଯୋଗ ଦେଇଥିବାର ନଜିର ରହିଛି। ଆସନ୍ତା ନିର୍ବାଚନ...

୮ରୁ ଗଡ଼ିବ ପାରାଦୀପ-କେନ୍ଦୁଝରଗଡ଼ ପାସେଞ୍ଜର ଟ୍ରେନ୍‌

ଭୁବନେଶ୍ୱର,୭।୩(ଅନୁରାଧା ମହାରଣା)ହରିଦାସପୁର-ପାରାଦୀପ ରେଳ ଲାଇନ ଏବଂ କେନ୍ଦୁଝରଗଡ଼ ମାର୍ଗଦେଇ ପୁରୀରୁ ନୂଆଦିଲ୍ଲୀ ଅଭିମୁଖେ ପାସେଞ୍ଜର ପରିବହନ କ୍ଷେତ୍ରରେ ଏକ୍ସପ୍ରେସ ସେବା ପ୍ରତିଶ୍ରୁତି ପୂରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାରାଦୀପ – କେନ୍ଦୁଝରଗଡ଼ ଏବଂ ପୁରୀ- ଆନନ୍ଦ ବିହାର ଏକ୍ସପ୍ରେସ୍‌...

ମୁଖପାତ୍ର ନିଯୁକ୍ତିକଲା ପିସିସି

ଭୁବନେଶ୍ୱର,୭।୩(ସୁନିତ୍‌ ମିଶ୍ର): ଅଖିଳ ଭାରତ କଂଗ୍ରେସ କମିଟିର ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ସଭାପତି ଶରତ ପଟ୍ଟନାୟକ ପ୍ରଦେଶ କଂଗ୍ରେସ ଗଣମାଧ୍ୟମ ବିଭାଗର ରିଚାର୍ଜ ୱିଙ୍ଗ୍‌ ଅଧ୍ୟକ୍ଷ ଭାବେ ରଜନୀ ମହାନ୍ତିଙ୍କୁ ନିଯୁକ୍ତି ଦେଇଛନ୍ତି। ସେହିପରି ଅଖିଳ...

ଏଣିକି ଡ୍ରାଇଭିଂ ଟେଷ୍ଟବେଳେ ଜଗିବ ଏଆଇ

ଭୁବନେଶ୍ୱର,୭।୩(ସୁନିତ୍‌ ମିଶ୍ର): ଡ୍ରାଇଭିଂ ଟେଷ୍ଟ କରାଯିବା ସମୟରେ ଏହାକୁ ଆଉ କୌଣସି ବ୍ୟକ୍ତିଙ୍କୁ ଜଗିବାକୁ ପଡ଼ିବ ନାହିଁ। ଅଟୋମେଟେଡ୍‌ ପ୍ରକ୍ରିୟାରେ କମ୍ପ୍ୟୁଟର ଏଣିକି ଡ୍ରାଇଭିଂ ଟେଷ୍ଟର ପରୀକ୍ଷା କରିବ। ରାଜ୍ୟର ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ପକ୍ଷପାତ ହେଉଥିବା ଅଭିଯୋଗ ଉଠିବା...

ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା

ଭୁବନେଶ୍ୱର,୬।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ କରାଯାଉଥିବା ଏହି ଭବନ...

ବିଜେଡି-ଭାଜପା ମେଣ୍ଟକୁ ନେଇ ଏମିତି କହିଲେ ଅରୁଣ ସାହୁ

ଭୁବନେଶ୍ୱର,୬।୩ : ନବୀନ ନିବାସରେ ଆଜି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ରାଜ୍ୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ ଆଲୋଚନା ହୋଇଛି। ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ସଠିକ ସମୟରେ ସଠିକ ନିଷ୍ପତ୍ତି ନିଆଯିବ ବୋଲି ବୈଠକ ପରେ...

ଓଡ଼ିଶାରେ ଭାଜପା-ବିଜେଡି ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ, ଏହି ଫର୍ମୂଲାରେ ହୋଇପାରେ ଆସନ ବୁଝାମଣା !

ଭୁବନେଶ୍ୱର,୬।୩: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା-ବିଜେଡି ମଧ୍ୟରେ ମେଣ୍ଟ ସରକାର ଏକପ୍ରକାର ହେବା ନିଶ୍ଚିତ ବୋଲି କୁହାଯାଉଛି। ଏମିତି ହେଲେ ଉଭୟ ଦଳ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ଏକାଠି ଲଢ଼ିବେ। ଦିଲ୍ଲୀରେ ଅନୁଷ୍ଠିତ ଭାଜପାର କୋର୍‌...

ନବୀନ ନିବାସରେ ସରିଲା ବୈଠକ, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ୱର,୬ା୩: ବୁଧବାର ଅପରାହ୍ନରେ ନବୀନ ନିବାସରେ ଦଳର ବରିଷ୍ଠ ନେତାମାନଙ୍କୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡାକିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ଉକ୍ତ ବୈଠକରେ ୨୦ରୁ ଅଧିକ ବିଜେଡି ନେତା ଉପସ୍ଥିତ ଥିଲେ। ଉକ୍ତ ବୈଠକରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri