ମେଟ୍ରୋ

ଭାଜପା ପ୍ରାର୍ଥୀ ତାଲିକା: ପଲିଟିବ ରାଉରକେଲା ବାଜି! ତାଲିକାରେ ୧୬ ନୂଆ ଚେହେରା

ଭୁବନେଶ୍ୱର,୧୬।୪: ପ୍ରାୟ ଦୁଇ ସପ୍ତାହ ପରେ ଆସିଲା ଭାଜପାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା। କାହାର ଟିକେଟ ବଦଳିବ, କାହାର ଟିକେଟ କଟିବ, ସେ ନେଇ ବହୁ ନେତା ଆଶା ଆଶଙ୍କାରେ ଥିଲେ। ଶେଷରେ ଆଜି ଭାଜପା ତାର ଦ୍ୱିତୀୟ...

ମା’ବାପାଙ୍କୁ ହରାଇଥିଲେ, ଚାକିରିରେ ଥାଇ ୟୁପିଏସ୍‌ସି ପ୍ରସ୍ତୁତି; କିଛି ଏଭଳି ଆଇଏଏସ୍‌ ଅନିମେଶଙ୍କ ସଂଘର୍ଷ କାହାଣୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ୨୦୨୩ ୟୁପିଏସ୍‌ସି ପରୀକ୍ଷାଫଳ ପ୍ରକାଶିତ ହୋଇଛି। ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଅନୁଗୋଳ ଜିଲାର ଅନିମେଶ ପ୍ରଧାନ। ବ୍ୟକ୍ତିଗତ ଜୀବନରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରୁଥିଲେ ହେଁ ଧୌର୍ଯ୍ୟର...

୧୮-୧୯ରେ ଜାଳିବ

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ରାଜ୍ୟକୁ ପୁଣି ଫେରିଛି ତାତି। ଆଜି ୨୯ ସହରରେ ଦିନ ତାପମାତ୍ରା ୪୦ରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ଆଜି ବାରିପଦା ରାଜ୍ୟର ସର୍ବୋଚ୍ଚ ଇତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଜିଲାରେ ତାପମାତ୍ରା ୪୩.୬ ରେକର୍ଡ...

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍‌ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି।...

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା ଦିଲୀପ ରାୟଙ୍କୁ ଟିକେଟ ଦେଇଛି । ସେହିଭଳି ଜଗତସିଂହପୁରରୁ ଅମରେନ୍ଦ୍ର ଦାସ, ରଣପୁରରୁ...

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର ୨୧ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ତାଲିକାରେ ଏଥର ବି...

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ ପାଇଁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ...

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି। ଏଭଳି ସ୍ଥିତିରେ ରାଉଲକେଲା ନିର୍ବାଚନମଣ୍ଡଳୀରେ ବିଗ୍‌ ଫାଇଟ୍‌ ହେବ ବୋଲି ଚର୍ଚ୍ଚା ଆରମ୍ଭ...

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁଙ୍କୁ...

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ଓଡି୦୨-ବିଜେ-୮୫୯୯) ପ୍ରାୟ ୨୦ ଫୁଟ ତଳକୁ ଖସି ପଡିଥିଲା। ଶୀତତାପ ନିୟନ୍ତ୍ରିତ ସ୍ଲିପର...

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ବଡୁ ନିଯୋଗ ପକ୍ଷରୁ କରାଯାଇଥିବା ଏହି ନିଲାମର ପ୍ରଥମ...

ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ମଙ୍ଗଳବାର ସକାଳ ୮ରୁ ତାପମାତ୍ରା ୩୪ ଡିଗ୍ରୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri