ଭୂତଳ ଜଳପତ୍ତନ ଖସୁଛି
ଭୁବନେଶ୍ୱର,୨୪।୩(ରବିନାରାୟଣ ଜେନା): ରାଜ୍ୟରେ ଭୂତଳ ଜଳପତ୍ତନ ଦିନକୁ ଦିନ ଖସିବାରେ ଲାଗିଛି। ଏମିତିକି ଗତ ୫ବର୍ଷ ମଧ୍ୟରେ ୦.୫୩ ମିଟର ତଥା ଦେଢ଼ଫୁଟରୁ ଊର୍ଦ୍ଧ୍ୱ ଖସିଲାଣି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ କହିଛନ୍ତି। ରାଜ୍ୟରେ ଭୂତଳ ଜଳର...
ଭୁବନେଶ୍ୱର,୨୪।୩(ରବିନାରାୟଣ ଜେନା): ରାଜ୍ୟରେ ଭୂତଳ ଜଳପତ୍ତନ ଦିନକୁ ଦିନ ଖସିବାରେ ଲାଗିଛି। ଏମିତିକି ଗତ ୫ବର୍ଷ ମଧ୍ୟରେ ୦.୫୩ ମିଟର ତଥା ଦେଢ଼ଫୁଟରୁ ଊର୍ଦ୍ଧ୍ୱ ଖସିଲାଣି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ କହିଛନ୍ତି। ରାଜ୍ୟରେ ଭୂତଳ ଜଳର...
ଭୁବନେଶ୍ୱର,୨୪ା୩: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଥିବାବେଳେ ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଲାଗି ରହିଛି। ମାତ୍ର ଆସନ୍ତା ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ରାତି...
ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି।...
ବ୍ରହ୍ମପୁର,୨୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଓଡ଼ିଶା ଷ୍ଟାଫ ସିଲେକସନ୍ କମିଶନ(OSSC) ପକ୍ଷରୁ ଶିକ୍ଷକ ପରୀକ୍ଷାରେ ଅନିୟମିତତା ଅଭିଯୋଗ ହୋଇଛି। ସିଲ୍ ନ ଥିବା ପ୍ରଶ୍ନପତ୍ରକୁ ନେଇ କେନ୍ଦ୍ରରେ ଅସନ୍ତୋଷ ଜାହିର କରିଛନ୍ତି ପରୀକ୍ଷାର୍ଥୀ। ଲିଭ ଟ୍ରେନିଂ ରିସର୍ଚ୍ଚ ଟିଚର (ଏଲ୍ଟିଆର) ପରୀକ୍ଷା...
ଭୁବନେଶ୍ୱର,୨୩।୩: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ତିନିଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସୁଶାନ୍ତ କୁମାର ମିଶ୍ରଙ୍କୁ...
ଭୁବନେଶ୍ୱର,୨୩।୩: କେନ୍ଦ୍ର ଗୃହ ନିର୍ମାଣ ଏବଂ ନଗର ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ରବିବାର ଓଡ଼ିଶାରେ ପ୍ରମୁଖ ସହରାଞ୍ଚଳ ବିକାଶ ପଦକ୍ଷେପ ଏବଂ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନ ଏବଂ ଅଗ୍ରଗତି ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ, କେନ୍ଦ୍ର ମନ୍ତ୍ରୀ...
କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା ଅଭିଯୁକ୍ତଙ୍କୁ ସାଇବର ଠକେଇ ମାମଲାରେ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ରିପୋର୍ଟ...
ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି। ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ।...
ଭୁବନେଶ୍ୱର,୨୩।୩: ରାଜଧାନୀ ଉପକଣ୍ଠ ସମେତ କଟକ, ବ୍ରହ୍ମପୁର, ଗଞ୍ଜାମ, କୋରାପୁଟ, ବାଲେଶ୍ୱର ଆଦି ଜିଲାରେ ବାଲି ଚୋରି ପ୍ରବଳ ମାତ୍ରାରେ ଚାଲିଛି। ଏହାକୁ ନେଇ ଅଧିକାଂଶ ସମୟରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇଛି। ହେଲେ କାଗଜପତ୍ରରେ ଏସବୁ ଦେଖିବାକୁ ମିଳୁନାହିଁ।...
ଓଡ଼ିଶା,୨୩।୩: କାଳବୈଶାଖୀ ରଚୁଛି ତାଣ୍ଡବ। ଏହାର ପ୍ରଭାବରେ ଶନିବାର ପ୍ରାୟ ସବୁ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଦେଖିବାକୁ ମିଳୁଛି। ତେବେ ଉତ୍ତର ଓଡ଼ିଶାରେ ୨ ଦିନ ହେବ ଝଡ଼ ପବନ ସହ କୁଆପଥର ବର୍ଷା ଅଣାୟତ୍ତ କରିଛି। ଏହାର...
ଭୁବନେଶ୍ୱର,୨୩ା୩(ଅନୁରାଧା ମହାରଣା): ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬...
ଭୁବନେଶ୍ୱର,୨୩ା୩(ଅନୁରାଧା ମହାରଣା): ଆର୍ଥିକ ଠକେଇ ରୋକିବା ପାଇଁ ୟୁନିଫାଏଡ୍ ପେମେଣ୍ଟସ୍ ଇଣ୍ଟରଫେସ୍(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କରେ ଲିଙ୍କ୍ ହୋଇଥିବା ଉପଭୋକ୍ତାଙ୍କ ମୋବାଇଲ ନମ୍ବର ଦୀର୍ଘ ସମୟ ଧରି ନିଷ୍କ୍ରିୟ ଥିଲେ, ସେମାନେ...