ମେଟ୍ରୋ

ରାଜଧାନୀରେ ଡହଡହ ଖରା: ୩୨ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର,୧୫।୪: କିଛିଦିନ ପାଗ ଥଣ୍ଡା ରହିବା ପରେ ପୁଣି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ଡହଡହ ଖରାରେ ସିଝୁଛିି ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି।...

୩ ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୧୫ା୪: କଂଗ୍ରେସ ରବିବାର ତା’ର ଆଉ ୭୫ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ୩ଟି ସ୍ଥାନରେ କଂଗ୍ରେସ ତା’ର ପୂର୍ବ ପ୍ରାର୍ଥୀଙ୍କୁ ବଦଳାଇଛି। ତଳସରାରେ ପ୍ରବୋଧ ତିର୍କୀଙ୍କ ବଦଳରେ କଂଗ୍ରେସ ଦେବେନ୍ଦ୍ର ଭିତିରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ ବାଲିଗୁଡ଼ାରେ...

ଭାଜପାକୁ ଏମିତି କମେଣ୍ଟ ମାରିଲା ବିଜେଡି

ଭୁବନେଶ୍ୱର, ୧୪।୪(ସୁନିତ୍‌ ମିଶ୍ର):ବିଜେଡି ରାଜ୍ୟର ୧୧୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଭାଜପା ୧୧୨ ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ଏଭଳି ସ୍ଥିତିରେ ଗତ ୧୦ ତାରିଖ ପରଠାରୁ ଭାଜପା ପରବର୍ତ୍ତୀ...

୩୯ ଡିଗ୍ରୀ ଉପରେ ୧୦ ସହର: ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୪।୪(ଅନୁରାଧା ମହାରଣା)- ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ ଦିଗରୁ ଶୁଷ୍କ ପବନର ପ୍ରବାହ ଧୀରେ ଧୀରେ ବୃଦ୍ଧି ପାଉଥିବାରୁ ଦିନ ତାପମାତ୍ରାରେ ଧୀରେ ଧୀରେ ବୃଦ୍ଧି ଘଟୁଛି। ଏହି ପବନର ପ୍ରଭାବ ଆଗାମୀ ଦିନରେ ଆହୁରି...

ବିରୋଧୀଙ୍କୁ ଟକ୍କର୍‌ ଦବେ ମୋକିମଙ୍କ ଝିଅ! କଟକ ରାଜନୀତିରେ ନୂଅ ଟ୍ବିଷ୍ଟ

କଟକ,୧୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ଦଳର ପ୍ରାର୍ଥୀ ଘୋଷଣା ରାଜନୀତିକୁ ଆହୁରି ଉଷ୍ମ କରୁଛି। କାହାର ଟିକେଟ୍‌...

ତାତିରେ ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ଭୁବନେଶ୍ୱର,୧୪ା୪: ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ପୁଣି ବଢ଼ିଛି। ରବିବାର ସାଢ଼େ ୧୧ଟା ସୁଦ୍ଧା ୫ ସହରର ତାପମାତ୍ରା ୩୫ ଡିଗ୍ରୀ ଟପିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।...

ହ୍ୟାଟ୍ରିକ୍‌ ଲକ୍ଷ୍ୟରେ ସାରଥି, ଭାଜପାର ଭରସା ନୂଆ ପ୍ରାର୍ଥୀ

ନିିଶ୍ଚିନ୍ତକୋଇଲି,୧୪।୪(ଅଶୋକ କୁମାର ମହାପାତ୍ର)କଟକ ଜିଲା ଅଧୀନ କଟକ ସଦର ବିଧାନସଭା କ୍ଷେତ୍ର ପାଇଁ ଆସନ୍ତା ମେ’୨୫ରେ ନିର୍ବାଚନ ଅନୁଷ୍ଠିତ ହେବ। ବିଜେଡି ବିଧାୟକ ଚନ୍ଦ୍ରସାରଥି ବେହେରାଙ୍କୁ ପ୍ରାର୍ଥୀ କରାଇଥିବା ବେଳେ ଭାଜପା ପ୍ରକାଶ ସେଠୀଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଛି। ଏଯାବତ୍‌...

ବିଏସ୍‌କେୱାଇକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୧୪ା୪(ଅନିଲ ଦାସ)୧୦ ବର୍ଷ କେନ୍ଦ୍ରମନ୍ତ୍ରୀ ଥାଇ ମଧ୍ୟ ଧର୍ମେନ୍ଦ୍ର ପ୍ରଧାନଙ୍କର ଓଡ଼ିଶା ପାଇଁ ଅବଦାନ ଶୂନ ା ସାରା ରାଜ୍ୟ କଥା ଛାଡ଼ନ୍ତୁ, ନିଜ ଅଞ୍ଚଳ ପାଇଁ କ’ଣ କରିଛନ୍ତି, ତା’ର ହିସାବ ଦେବାକୁ ସେ ପଛଘୁଞ୍ଚା ଦିଅନ୍ତି ା...

କଳାକାରଙ୍କୁ ଭାଗ କରୁଛି ବିଜେଡି: ଭାଜପା

ଭୁବନେଶ୍ୱର, ୧୪।୪(ସୁନିତ୍‌ ମିଶ୍ର)ରାଜ୍ୟର କେତେଜଣ କଳାକାରଙ୍କୁ ଶୁକ୍ରବାର ନବୀନ ନିବାସରୁ ଡକରା ଆସିବା ପରେ ବହୁ ଜଣଙ୍କୁ ସେଠାରେ ଦେଖିବାକୁ ମିଳିଥିଲା। ବହୁ ଓଡ଼ିଆ ସିନେ ତାରକା ନବୀନ ନିବାସ ଯାଇ ସେଠାରେ ରାଜ୍ୟରେ କିପରି ଭଲ ଚଳଚ୍ଚିତ୍ର ଆଦି...

ଶକ୍ତି ପ୍ରଦର୍ଶନ କଲେ ଧର୍ମେନ୍ଦ୍ର, ଭର୍ତ୍ତୃହରି, ନୟନ

କଟକ, ୧୪।୪(ଶିଳ୍ପା ପ୍ରିୟଦର୍ଶିନୀ)ଭାଜପାର ମିଶ୍ରଣ ପର୍ବ ଶନିବାର କଲେଜଛକ ଠାରେ ଅନୁଷ୍ଠିତ ହୋଇଯାଇଛି। ସିଡିଏ ବିଜୁ ପଟ୍ଟନାୟକ ପାର୍କ ନିକଟରୁ ପ୍ରଥମେ ଏକ ବାଇକ୍‌ ଶୋଭାଯାତ୍ରା ବାହାରି ବିହାରୀବାଗଠାରେ ପହଞ୍ଚତ୍ଥିଲା। ପରେ କାଳିଆବୁଦାଠାରେ ଥିବା ଗୁରୁଦ୍ୱାରାରେ ପହଞ୍ଚତ୍ ଶିଖ୍‌ ସମ୍ପ୍ରଦାୟର...

ଶ୍ରୀକ୍ଷେତ୍ରରେ ପୂର୍ବରୁ ହେଉଥିଲା ଅଷ୍ଟ ମହାବୀରଙ୍କ ଉପାସନା

ପୁରୀ,୧୪ା୪(ଅଜିତ୍‌ ମହାନ୍ତି):ଶ୍ରୀକ୍ଷେତ୍ରରେ ହନୁମାନ ଉପାସନା ବହୁ ପ୍ରାଚୀନ ପରମ୍ପରା। ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ରଙ୍କ ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ରର ମହାବୀର ଉପାସନା ସହିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସମ୍ପୃକ୍ତ। ମହାବିଷୁବ ସଂକ୍ରାନ୍ତି ଦିନ ଏହି ମଠ ପକ୍ଷରୁ...

ଭାରତର ପ୍ରଥମ ଟ୍ରାନ୍ସଜେଣ୍ଡର ଷ୍ଟାଣ୍ଡ୍‌ଅପ୍‌ କମେଡିଆନ ରିତୁଶ୍ରୀ

ଭୁବନେଶ୍ୱର,୧୪।୪(ଶର୍ମିଷ୍ଠା ପାଣିଗ୍ରାହୀ)ଟ୍ରାନ୍ସଜେଣ୍ଡରଙ୍କ ଜୀବନ ସଂଘର୍ଷପୂର୍ଣ୍ଣ। ହେଲେ ଏହି ସଂଘର୍ଷ ଭିତରେ ଏକାକୀ ସମସ୍ତ ପରିସ୍ଥିତିକୁ ସାମ୍ନା କରି ନିଜ ଭବିଷ୍ୟତ ଗଢ଼ିବା ସହ ନିଜ ମାଟି ତଥା ଓଡ଼ିଶା ପାଇଁ ଗୌରବ ଆଣିଥିବା ଜଣେ ପ୍ରେରଣାଦାୟୀ ଟ୍ରାନ୍ସଜେଣ୍ଡର ହେଉଛନ୍ତି ରିତୁଶ୍ରୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri