ମେଟ୍ରୋ

ନୀଳଗିରି ଆସନରେ ହେବେ କି ପ୍ରାର୍ଥୀ! ନବୀନ ନିବାସରେ ପ୍ରମୁଖ ଆଶାୟୀ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୧୦।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନକୁ ଦିନ କେଇଟା ଥିବା ବେଳେ ଏଯାବତ ପ୍ରମୁଖ ଦଳଗୁଡ଼ିକ ପକ୍ଷରୁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇପାରୁନାହିଁ। ଶାସକ ବିଜେଡି ୧୦୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ଘୋଷଣା କରିଥିଲେ...

୩୮ଜଣିଆ ଇସ୍ତାହାର କମିଟି ଗଠନ କଲା ବିଜେଡି, ଟିକେଟ ନ ପାଇ ନିରାଶ ହୋଇଥିବା ଶ୍ରୀମୟୀ ସାମିଲ 

ଭୁବନେଶ୍ୱର,୧୦।୪: ରାଜ୍ୟରେ ସାଧାରଣ ନିର୍ବାଚନ ଦିନ ପାଖେଇ ଆସୁଥିବା ବେଳେ ବିଜେଡି ପକ୍ଷରୁ ଇସ୍ତାହାର କମିଟି ଗଠନ କରାଯାଇଛି। ଉକ୍ତ କମିଟିରେ ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ ଥିବାବେଳେ ଅମର ପଟ୍ଟନାୟକ ଆବାହକ ଅଛନ୍ତି । ଏହାଛଡ଼ା ଉକ୍ତ କମିଟିରେ ଦେବୀପ୍ରସାଦ...

ଲେଖାଶ୍ରୀ ନା ସନ୍ତୋଷ, କାହା ଉପରେ ଭରସା କରିବ ବିଜେଡି, ଚର୍ଚ୍ଚାରେ ଏହି ନାଁ…

ଭୁବନେଶ୍ୱର, ୧୦।୪: ପ୍ରଥମ ପର୍ଯ୍ୟାୟ ର୍ନିବାଚନକୁ ମାତ୍ର ୭ ଦିନ ସମୟ ରହିଛି। ହେଲେ ଏପର୍ଯ୍ୟନ୍ତ ସମସ୍ତ ଦଳ ନିଜର ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରିନାହିଁ। ଶାସକ ଦଳ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା...

ଦେବାଶିଷଙ୍କ ଭବିଷ୍ୟବାଣୀ: ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା

ଭୁବନେଶ୍ୱର, ୧୦।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସିଛି, ରାଜନୈତିକ ଦଳ ସେତିକି ନିର୍ବାଚନୀ ପ୍ରସ୍ତୁତିରେ ଲାଗିପଡିଛନ୍ତି। ଏହି ସମୟରେ ବିଜୁ ଜନତା ଦଳକୁ କଡ଼ା ସମାଲୋଚନା କରିଛନ୍ତି ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ସେ...

ପ୍ରାର୍ଥୀ ବଦଳାଇବ ଭାଜପା, ଦିନେ ଦୁଇଦିନ ଭିତରେ ବଡ଼ ଘୋଷଣା

ଭୁବନେଶ୍ୱର,୧୦।୪: ମୁଣ୍ଡ ଉପରେ ନିର୍ବାଚନ। ଟିକେଟ୍‌ ଆଶାୟୀଙ୍କୁ ଟିକେଟ୍‌ ମିଳିବା ପରେ ଆରମ୍ଭ କଲେଣି ନିର୍ବାଚନୀ ପ୍ରଚାର। ହେଲେ ବାକି ଟିକେଟ୍‌ ଆଶାୟୀ ଏବେ ପ୍ରାର୍ଥୀ ଘୋଷଣା ନେଇ ଅପେକ୍ଷାରେ ଅଛନ୍ତି। ଓଡିଶାରେ ୩ଦଳ ଭାଜପା, ବିଜେଡି ଓ କଂଗ୍ରେସ...

ମୋକିମଙ୍କୁ ହାଇକୋର୍ଟରୁ ଲାଗିଲା ବଡ଼ ଝଟକା

ଭୁବନେଶ୍ୱର, ୧୦।୪: ଓଆରଏଚ୍‌ଡିସି ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ମହମ୍ମଦ ମୋକିମଙ୍କୁ ଆବେଦନକୁ କୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଛନ୍ତି । ନିମ୍ନ ଅଦାଲତ ମୋକିମଙ୍କୁ...

ପୁରୀରୁ ବାହାରିଲା ଉଠ ଓଡ଼ିଆ ସ୍ବାଭିମାନ ସଙ୍କଳ୍ପ ପଦଯାତ୍ରା

ଭୁବନେଶ୍ୱର, ୧୦।୪: ଆଜିଠୁ ଉଠ ଓଡ଼ିଆ ସ୍ବାଭିମାନ ସଙ୍କଳ୍ପ ପଦଯାତ୍ରା। ପୁରୀ ଶ୍ରୀମନ୍ଦିର ନିକଟରୁ ଯାତ୍ରା ବାହାରି ବୀର ହରେକୃଷ୍ଣପୁର, ସୁଆଣ୍ଡୋ, ସତ୍ୟବାଦୀ, ଧଉଳି ଦେଇ ୧୪ ତାରିଖ ପଣାସଂକ୍ରାନ୍ତି ତଥା ଓ ନବବର୍ଷ ଦିନ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବ।...

ଟାଟୁ କରିଥିବା ପୋଲିସ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ୧୫ ଦିନ ଭିତରେ ନ ଲିଭାଇଲେ…

ଭୁବନେଶ୍ୱର, ୧୦।୪: ପୋଲିସ କର୍ମଚାରୀଙ୍କ ପାଇଁ ନୂଆ ନିୟମ। ବାଟାଲିୟନରେ ଟାଟୁ କରିପାରିବେନି କୌଣସି ପୋଲିସ। ଯେଉଁମାନେ ଟାଟୁ କରିଛନ୍ତ, ୧୫ ଦିନ ଭିତରେ ଲିଭାଇବାକୁ ଡିସିପି (ସିକ୍ୟୁରିଟି)ନିର୍ଦ୍ଦେଶ ଦେଇଛନ୍ତି। ଶୃଙ୍ଖଳିତ ବିଭାଗରେ ବିଶୃଙ୍ଖଳାଙ୍କୁ ପ୍ରଶୟ ଦିଆଯିବନାହିଁ ଡିସିପି (ସିକ୍ୟୁରିଟି)...

ଲେଖାଶ୍ରୀ ନୁହେଁ, ଏହି ମହିଳାଙ୍କୁ ମିଳିବ ବାଲେଶ୍ୱର ଟିକେଟ୍‌, ହେଲା ଫାଇନାଲ!

ଭୁବନେଶ୍ୱର, ୧୦।୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ମାତ୍ର ୭ ଦିନ ସମୟ ରହିଛି। ହେଲେ ଏପର୍ଯ୍ୟନ୍ତ ସମସ୍ତ ଦଳ ନିଜର ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରିନାହିଁ। ଶାସକ ଦଳ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା...

ତୁଟୁନି ବିଜେଡିର ଟିକେଟ ଝମେଲା

ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ଯେତିକି ବିଳମ୍ବ ହେଉଛି ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଓ ତାଙ୍କ ସମର୍ଥକଙ୍କ...

ପ୍ରାର୍ଥୀ ଘୋଷଣା ସରୁନି, ଚିନ୍ତାରେ ଆଶାୟୀ

ଭୁବନେଶ୍ୱର,୧୦।୪(ସୁନିତ୍‌ ମିଶ୍ର):ଆସନ୍ତା ମେ ୧୩, ୨୦, ୨୫ ଏବଂ ଜୁନ୍‌ ୧ରେ ଓଡ଼ିଶାର ୨୧ ଲୋକ ସଭା ଏବଂ ୧୪୭ ବିଧାନସଭା ଆସନରେ ଭୋଟ ହେବ। ସେହି କ୍ରମରେ ଦେଖିଲେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଲାଗି ନାମାଙ୍କନ ଦାଖଲ...

ଘରୋଇ ଓଡ଼ିଆ ମିଡିୟମ ସ୍କୁଲ ପିଲାଙ୍କୁ ମିଳିବ ମାଗଣା ପୁସ୍ତକ

ଭୁବନେଶ୍ୱର, ୧୦।୪(ଅସମାପିକା ସାହୁ):ରାଜ୍ୟର ସମସ୍ତ ଘରୋଇ ଏବଂ ଅନୁଦାନପ୍ରାପ୍ତ ଓଡ଼ିଆ ମିଡିୟମ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ମାଗଣା ପୁସ୍ତକ ପ୍ରଦାନ କରିବେ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri