ମେଟ୍ରୋ

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା...

ଉତ୍କଳ ଦିବସରେ ମନେ ପଡ଼ନ୍ତି ଓଡ଼ିଆ ବରପୁତ୍ର…

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିନ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଦିନ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ  ଓଡ଼ିଶା ସ୍ବତନ୍ତ୍ର...

ଭାଷାର ବ୍ୟବହାର କମ୍‌ ହେଲେ ମାନ କମିବ

ଭୁବନେଶ୍ୱର,୧ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଆଜିକାଲି ଆମ ଦିନ ‘ଗୁଡ୍‌ ମର୍ନିଂ’ରୁ ଆରମ୍ଭ ହେଉଛି। ‘ସୁପ୍ରଭାତ’ ବା ‘ଶୁଭ ସକାଳ’ର ବ୍ୟବହାର ବହୁତ କମ୍‌। ସକାଳଠୁ ନେଇ ରାତି ପର୍ଯ୍ୟନ୍ତ ଆମେ ଓଡ଼ିଆ ଭାଷା ଭିତରେ ହିନ୍ଦୀ, ଇଂଲିଶ ଭାଷାର ବ୍ୟବହାର ଅଧିକ...

ସ୍ବପ୍ନ ଓ ସଂକଳ୍ପର ଅନୁରଣନ: ଉତ୍କଳ ପ୍ରଦେଶ

୧୮୦୩ ବେଳକୁ ବ୍ରିଟିଶ ସାମ୍ରାଜ୍ୟର ଆଧିପତ୍ୟ ଓଡ଼ିଶା ଉପରେ ବିସ୍ତାରଲାଭ କରେ। ଇଂରେଜମାନଙ୍କ ଦ୍ୱୈତ ଶାସନ ନୀତି, ଆର୍ଥନୀତିକ ଶୋଷଣ, ନୂତନ ଜମିଜମା ବନ୍ଦୋବସ୍ତ ସୃଷ୍ଟି କରିଥିଲା ଘୋର ଜନ ଅସନ୍ତୋଷ। ପରିଣତି ସ୍ବରୂପ ଓଡ଼ିଶାର ଜାତୀୟ ଜୀବନରେ ସଂଗଠିତ...

ସିୟୁଇଟି ୟୁଜି ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର, ୩୧।୩(ଅସମାପିକା ସାହୁ)- ବିିଭିନ୍ନ ବିଶ୍ୱବିଦ୍ୟାଳୟରେ ୟୁଜି ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ବା (ସିୟୁଇଟି ୟୁଜି)-୨୦୨୪ର ଆବେଦନ ଅବଧି ବୃଦ୍ଧି ହୋଇଛି। ଏ ନେଇ ରବିବାର ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ସୂଚନା ଦିଆଯାଇଛ। ଏନ୍‌ଟିଏ ଦ୍ୱାରା...

ଘନେଇଲା ବିଜେଡି କଳି: ଟିକେଟ୍‌ ନ ମିଳିଲେ ସମୂହ ଇସ୍ତଫା ଧମକ ଦେଲେ ନେତା

ଭୁବନେଶ୍ବର,୩୧।୩: ଲୋକ ସଭା ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନେିତିକ ପାଣିପାଗ ସେତେ ସରଗରମ ହେବାରେ ଲାଗିଛି। ଅନେକ ନେତା ଦଳବଦଳ କରୁଥିବାବେଳେ ଆଉ କିଛି ନେତା ଟିକେଟ୍‌ ପାଇଁ କସରତ କରୁଛନ୍ତି। ଏବେ ଟିକେଟ୍‌କୁ ନେଇ ବିଜେଡିରେ ଅର୍ନ୍ତଦ୍ୱନ୍ଦ୍ୱ...

ଏହି କାରଣରୁ ଭାଜପାରେ ଯୋଗଦେଲେ ଆକାଶ ଦାସନାୟକ: ନିଜେ କଲେ ଖୁଲାସା

ଭୁବନେଶ୍ୱର,୩୧।୮: କୋରେଇ ବିଧାୟକ ତଥା ଓଲିଉଡ ଅଭିନେତା ଆକାଶ ଦାସନାୟକ ରବିବାର ଭାଜପାରେ ସାମିଲ ହୋଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ଆକାଶ ଯୋଗ ଦେଇଛନ୍ତି। ଆକାଶଙ୍କ ସମର୍ଥକ ମଧ୍ୟ ଭାଜପାରେ ମିଶିଥିଲେ।...

ଏହିସବୁ ଜିଲାରେ ବିଗ୍‌ ଫାଇଟ୍‌, ଏହି ଠି ରହିଛି ଭାଜପାର ପଲା ଭାରି

ଭୁବନେଶ୍ୱର,୩୧।୩: ଲୋକ ସଭା ପ୍ରାର୍ଥୀ ଘୋଷଣା, ଆଉ ମଇଦାନ ବି ପ୍ରସ୍ତୁତ। ବିଜେଡି-ଭାଜପା ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି। ଏବେ ହେବ ବିଗ୍‌ ଫାଇଟ୍‌। ସାମ୍ନାସାମ୍ନି ହେବେ ଦୁଇ ଦଳର ମହାରାଥୀ। ଏନେଇ ଯୋଦ୍ଧାଙ୍କ ସହ କ୍ଷେତ୍ର ମଧ୍ୟ ପ୍ରସ୍ତୁତ।...

ବିଜେଡିରେ ମିଶିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ୱର,୩୧ା୩: ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖଭବନରେ ସେ ଦଳୀୟ ନେତାଙ୍କ ଉପସ୍ଥିତିରେ ବିଜେଡିରେ ମିଶିଛନ୍ତି। ଏହା ପରେ ନୀଳଗିରି ଅଞ୍ଚଳରେ ରାଜନୈତିକ ଉଷ୍ଣତା ଜୋର୍‌ ଧରିଛି। ନୀଳଗିରି  ନିର୍ବାଚନ ମଣ୍ଡଳୀରୁ ସୁକାନ୍ତଙ୍କ...

ବିଜେଡିରେ ମିଶିଲେ ଚିରଞ୍ଜୀବ

ଭୁବନେଶ୍ୱର,୩୧ା୩: କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ରବିବାର ବିଜେଡିରେ ସାମିଲ ହୋଇଛନ୍ତି। ଆଜି ଶଙ୍ଖଭବନରେ ସେ ନିଜ ସମର୍ଥକଙ୍କ ସହ ଆସି ବିଜେଡିରେ ମିଶିଛନ୍ତି। ତାଙ୍କୁ ବିଜେଡି ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ରାଜ୍ୟ ସଭା ଏମ୍‌ପି ମାନସ...

ଦୋଳ ମେଳଣରେ ଯୁବକଙ୍କୁ ହାଣିଲେ

ଭୁବନେଶ୍ୱର,୩୧ା୩: ଖୋର୍ଦ୍ଧା ଜିଲା ବାଲିଅନ୍ତା ଥାନା ଅନ୍ତର୍ଗତ ବାଳକାଟି ମେଳଣର ପ୍ରୋସେଶନ ଚାଲିଥିବା ବେଳେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ଯୁବକ ଜଣକ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

୪୦ ଡିଗ୍ରୀରେ ସିଝାଇବା ପରେ ଆଜି ସକାଳୁ ମେଘୁଆ ପାଗ

ଭୁବନେଶ୍ୱର,୩୧।୩: ଦୁଇ ଦିନର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଭିତରେ ଆଜି ସକାଳୁ ସକାଳୁ ମେଘୁଆ ପାଗ । ଗତକାଲିର ସକ୍ରିୟ ଘୂର୍ଣ୍ଣବଳୟ ଏବଂ କାଳବୈଶାଖୀ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri