ମେଟ୍ରୋ

‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି...

ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ ବିଜେଡି ୭୨ ପ୍ରାର୍ଥୀଙ୍କୁ ଟିକେଟ୍‌ ଭେଟି ଦେଇଛି। କିନ୍ତୁ ଆହୁରି ୭୫ ଆସନର...

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ ଦଳୀୟ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି। ପରାଜୟର ମୁହଁ ଦେଖି ନ ଥିବା ଦେବେଶ...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ କରିବାକୁ ଭାଜପାରେ ଯୋଗ ଦେଇଥିଲି। ଦଳ ପକ୍ଷରୁ ତାଙ୍କୁ ଜିଲା ସଭାପତି ଭାବେ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ସୂଚନାଯୋଗ୍ୟ, ତିନିଥର ପୂର୍ବତନ...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ରାସ୍ତାରେ ଇଣ୍ଟେଲିଜେଣ୍ଟ ଏନ୍‌ଫୋର୍ସମେଣ୍ଟ ମ୍ୟାନେଜମେଣ୍ଟ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ ଟିମ୍‌ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀ ଅଞ୍ଚଳର...

ପାଣି ନାହିଁ, ମାଠିଆ ମେଲା

ଭୁବନେଶ୍ୱର,୨୯।୩ (ବନ୍ଦନା ସେଠୀ): ରାଜ୍ୟରେ ଏବେ ପାରଦ ଉପରମୁହାଁ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ ତାତି ଅସମ୍ଭାଳ ହେଉଛି। ଟାଇଁ ଟାଇଁ ଖରାକୁ ଗରମ ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଖରାରେ ଖୋଜେ ଚାଲିଲେ ଶୋଷ ଲାଗୁଛି।...

ସୌମ୍ୟଙ୍କ ବାସଭବନରେ ପ୍ରଣବ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୨୯।୩ (ଅନିଲ ଦାସ):୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଦଳ ବଦଳଠାରୁ ଆରମ୍ଭ କରି ପାର୍ଟି ଭିତରେ ଅନ୍ତଃ କନ୍ଦଳ ଦେଖିବାକୁ ମଧ୍ୟ ମିଳୁଛି। ଅନ୍ୟପକ୍ଷରେ ଟିକେଟ ପାଇବା ପାଇଁ ଆଶାୟୀଙ୍କ...

୧ ଲୋକ ସଭା, ୪ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ଏସ୍‌ୟୁସିଆଇ

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ):ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପାର୍ଟିର କେନ୍ଦ୍ରୀୟ କମିଟି ନିଷ୍ପତ୍ତିକ୍ରମେ ଆସନ୍ତା ନିର୍ବାଚନରେ କଟକ ଲୋକ ସଭା ଆସନରୁ ରାଜକିଶୋର ମଲ୍ଲିକ, କଟକ ସଦର ବିଧାନସଭା ଆସନରୁ ପରମାନନ୍ଦ ସେଠୀ, ଚୌଦ୍ୱାର-କଟକ ଆସନରୁ ଖଗେଶ୍ୱର ସେଠୀ, ବାରବାଟୀ-କଟକ ଆସନରୁ ଅକ୍ଷୟ ରାଉଳ...

ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା

ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ ଅଣକୁଶଳୀ ଶ୍ରମିକମାନଙ୍କ ମଜୁରି ୨୩୭ ଟଙ୍କାରୁ ୨୫୪ ଟଙ୍କାକୁ ବଢ଼ିଛି, ଅର୍ଥାତ୍‌ ୭.୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri