ମେଟ୍ରୋ

କାଳିଆ ଛାତ୍ରବୃତ୍ତି ଅନ୍‌ଲାଇନ୍‌ ଆବେଦନ ସମୟସୀମା ବଢ଼ିଲା

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ଅନ୍‌ଲାଇନ୍‌ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁଆରୀ ୩୧ରୁ ଫେବୃଆରୀ ୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।...

୩ରୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ୱର,୩୧ା୧: ଆସନ୍ତା ଫେବୃଆରୀ ୩ରୁ ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଭୁବନେଶ୍ୱରର ଜନତା ମଇଦାନରେ ଏହି ସମ୍ମିଳନୀ ଆରମ୍ଭ ହେବ। ଏହି ସମ୍ମିଳନୀ ଓଡ଼ିଆ ଭାଷାର ପ୍ରାଚୀନତା ଏବଂ ନିରନ୍ତରତାର ଏକ ଉତ୍ସବ। ଯାହା...

ଭିନ୍ନକ୍ଷମମାନଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଇଦେବାକୁ ବୁଝାମଣା ପତ୍ର ସ୍ବାକ୍ଷରିତ

ଭୁବନେଶ୍ବର,୩୧।୧(ଅସମାପିକା ସାହୁ): ରାଜ୍ୟ ସରକାରଙ୍କର ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜୟପୁରସ୍ଥିତ ଭଗବାନ ମହାବୀର ବିକଳାଙ୍ଗ ସହାୟକ ସମିତି ମଧ୍ୟରେ ଏକ ରାଜିନାମା ବୁଧବାର ସ୍ବାକ୍ଷରିତ ହୋଇଛି। ବିଶ୍ୱ ପ୍ରସିଦ୍ଧ ଜୟପୁର ଫୁଟର ସମ୍ପୃକ୍ତ ସଂଗଠନ ଉପରୋକ୍ତ...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୩୧ା୧: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବୁଧବାର ଦାଖଲ ହୋଇଛି ଚାର୍ଜଫ୍ରେମ୍‌। ବିଧାୟକଙ୍କ ସ୍ତ୍ରୀଙ୍କ ନାମରେ ମଧ୍ୟ ଚାର୍ଜଶିଟ୍‌ ଦାଖଲ ହୋଇଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚାର୍ଜଶିଟ୍‌ ଦାଖଲ କରାଯାଇଛି। ସ୍ପେଶାଲ ଜଜ୍‌,...

୫ କୃଷି କର୍ମଚାରୀ ବହିଷ୍କୃତ

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ କୋର୍ଟ ଦ୍ୱାରା ଦଣ୍ଡିତ ଏବଂ କାର୍ଯ୍ୟରେ ଖିଲାପ ଓ ଗୁରୁତର ଅସଦାଚରଣ ଅଭିଯୋଗରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୫ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ବହିଷ୍କୃତ କିମ୍ବା...

ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ‘ଲକ୍ଷ୍ମୀ’ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୁଧବାର ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି।...

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍‌ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍‌ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍‌ ପଦ୍ମଶ୍ରୀ ଡକ୍ଟର...

କାର୍ଯ୍ୟରେ ଯୋଗ ଦେଲେ ଖୋର୍ଦ୍ଧାର ନୂତନ ଜିଲାପାଳ 

ଖୋର୍ଦ୍ଧା,୩୧।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ନୂତନ ଜିଲାପାଳ ଭାବେ  ଚଞ୍ଚଳ ରାଣା କାର୍ଯ୍ୟରେ ଯୋଗ ଦେଇଛନ୍ତି। ବୁଧବାର ପୂର୍ବାହ୍ନରେ ଅତିରିକ୍ତ ଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଠାରୁ  ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୧୪ ବ୍ୟାଚର ଏହି ଯୁବ ଆଇଏଏସ୍‌...

ନକଲି ଶିକ୍ଷକଙ୍କ ତଥ୍ୟ ଦିଅ

ଭୁବନେଶ୍ୱର, ୩୧।୧(ଅସମାପିକା ସାହୁ): ନକଲି ଶିକ୍ଷକଙ୍କ ତଥ୍ୟ ଦେଇନାହାନ୍ତି ୧୧ ଜିଲା ଶିକ୍ଷାଧିକାରୀ। ଏହାକୁ ନେଇ ଗଣଶିକ୍ଷା ବିଭାଗ ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ତଥ୍ୟ ଦେବା ପାଇଁ ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ପ୍ରାଥମିକ ଶିକ୍ଷା...

ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ହେଲେ ମୀନାକ୍ଷୀ ବାହିନୀପତି

ଭୁବନେଶ୍ୱର, ୩୧।୧(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଆଉ କମ୍‌ ସମୟ ଥିବାବେଳେ କଂଗ୍ରେସ ରାଜ୍ୟରେ ନିଜର ସାଙ୍ଗଠନିକ ନିଯୁକ୍ତିରେ ବ୍ୟାପକ ପରିବର୍ତ୍ତନ ଆରମ୍ଭ କରିଦେଇଛି। ରାଜ୍ୟରେ କଂଗ୍ରେସ ଅଜୟ କୁମାରଙ୍କୁ ପ୍ରଭାରୀ ଭାବେ ଦାୟିତ୍ୱ ଦେବା ପରେ ଦଳ...

ଲିଙ୍ଗରାଜ କୁଷ୍ଠ କଲୋନି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସ୍ଥାନୀୟ ପଳାଶପଲ୍ଲୀଠାରେ ନବନିର୍ମିତ ଲିଙ୍ଗରାଜ କୁଷ୍ଠ କଲୋନି ଲୋକାର୍ପିତ କରିଛନ୍ତି। ଏଥିରେ ୩୧ଟି ଘର ରହିଛି। ଏହାଦ୍ବାରା ୯୪ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି। ଏମାନେ ସମସ୍ତେ ମଧୁବାବୁ ପେନ୍‌ସନ ଯୋଜନାରେ...

ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ ହେଲା ଗୋରଖପୁର ହାଟିଆ ମୌର୍ଯ୍ୟ ଏକ୍ସପ୍ରେସ୍‌

ଭୁବନେଶ୍ୱର, ୩୧।୧(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ରେଳ ମନ୍ତ୍ରଣାଳୟ ‘ଗୋରଖପୁର ହଟିଆ -ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସ’ ଚଳାଚଳକୁ ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିଛି। ଏହି ପଦକ୍ଷେପ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ସମେତ ଆଖପାଖ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri