ମେଟ୍ରୋ

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ ଟିମ୍‌ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀ ଅଞ୍ଚଳର...

ପାଣି ନାହିଁ, ମାଠିଆ ମେଲା

ଭୁବନେଶ୍ୱର,୨୯।୩ (ବନ୍ଦନା ସେଠୀ): ରାଜ୍ୟରେ ଏବେ ପାରଦ ଉପରମୁହାଁ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ ତାତି ଅସମ୍ଭାଳ ହେଉଛି। ଟାଇଁ ଟାଇଁ ଖରାକୁ ଗରମ ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଖରାରେ ଖୋଜେ ଚାଲିଲେ ଶୋଷ ଲାଗୁଛି।...

ସୌମ୍ୟଙ୍କ ବାସଭବନରେ ପ୍ରଣବ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୨୯।୩ (ଅନିଲ ଦାସ):୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଦଳ ବଦଳଠାରୁ ଆରମ୍ଭ କରି ପାର୍ଟି ଭିତରେ ଅନ୍ତଃ କନ୍ଦଳ ଦେଖିବାକୁ ମଧ୍ୟ ମିଳୁଛି। ଅନ୍ୟପକ୍ଷରେ ଟିକେଟ ପାଇବା ପାଇଁ ଆଶାୟୀଙ୍କ...

୧ ଲୋକ ସଭା, ୪ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ଏସ୍‌ୟୁସିଆଇ

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ):ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପାର୍ଟିର କେନ୍ଦ୍ରୀୟ କମିଟି ନିଷ୍ପତ୍ତିକ୍ରମେ ଆସନ୍ତା ନିର୍ବାଚନରେ କଟକ ଲୋକ ସଭା ଆସନରୁ ରାଜକିଶୋର ମଲ୍ଲିକ, କଟକ ସଦର ବିଧାନସଭା ଆସନରୁ ପରମାନନ୍ଦ ସେଠୀ, ଚୌଦ୍ୱାର-କଟକ ଆସନରୁ ଖଗେଶ୍ୱର ସେଠୀ, ବାରବାଟୀ-କଟକ ଆସନରୁ ଅକ୍ଷୟ ରାଉଳ...

ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା

ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ ଅଣକୁଶଳୀ ଶ୍ରମିକମାନଙ୍କ ମଜୁରି ୨୩୭ ଟଙ୍କାରୁ ୨୫୪ ଟଙ୍କାକୁ ବଢ଼ିଛି, ଅର୍ଥାତ୍‌ ୭.୨...

ପିଏଚ୍‌.ଡି. ପାଇଁ ଏନ୍‌ଇଟି ସ୍କୋର

ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍‌.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍‌ଇଟି ସ୍କୋର୍‌ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍‌ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍‌ ପାଇବେ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍‌.ଡି....

ଭାଜପା ଛାଡ଼ିଲେ ପ୍ରକାଶ ବେହେରା

ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। କଟକ ଜିଲା ଭାଜପା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଦ ଶ୍ରୀ ମାତାଜୀ(୮୦)। ମିଳିଥିବା ସୂଚନା ଅନୁଯାୟୀ, ମାତାଜୀ ଜୈନ ଧର୍ମ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ ୫ସହରରେ ୩୯ଡିଗ୍ରୀ ପାରଦ ଛୁଇଁଛି। ଆଗାମୀ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ୧୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ କଂଗ୍ରେସ ପକ୍ଷରୁ...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ ୪ ଆସନରେ ପୁରୁଣା ପ୍ରାର୍ଥୀଙ୍କୁ ରିପିଟ୍‌ କରାଯାଇଥିବା ବେଳେ ୧୧ ଆସନରେ ନୂଆ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ ବିଜେଡିରୁ ଇସ୍ତଫା ଦେଇଥିବା ଏମ୍‌ପି ଭର୍ତ୍ତୃହରି ମହତାବ, ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri