ମେଟ୍ରୋ

ଦିନ ୧୨ଟା ପରେ ଗଡ଼ିବ ଟ୍ରେନ୍‌, ବାତିଲ ଟ୍ରେନ୍‌ ଛଡ଼ା…

ଭୁବନେଶ୍ୱର,୨୫ା୧୦: ବାତିଲ ଟ୍ରେନ୍‌ ଛଡ଼ା ଅନ୍ୟ ଟ୍ରେନ୍‌ ସମୟ ଅନୁସାରେ ଗଡ଼ିବ ବୋଲି ପୂର୍ବତଟ ରେଲଓ୍ବେ ପକ୍ଷରୁ ଶୁକ୍ରବାର ସୂଚନା ଜାରି ହୋଇଛି। ବିଶାଖାପାଟଣା ପଟୁ ଡାଉନ ଟ୍ରେନ୍‌ ଭୁବନେଶ୍ବର, ହାଓ୍ବଡ଼ାକୁ ଗଡ଼ିଛି। ସେହିପରି ଖଡ଼ଗପୁର ପଟୁ ବିଶାଖାପାଟଣା ଅପ୍‌...

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା, ଏସବୁ ଜିଲାରେ ଭୟଙ୍କର…

ଭୁବନେଶ୍ୱର,୨୫ା୧୦: ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ।...

ଦୁର୍ଦ୍ଦିନ ବି କେଡ଼େ ଦୁଃଖଦାୟକ

ଭୁବନେଶ୍ୱର, ୨୫।୧୦(ସୁନିତ୍‌ ମିଶ୍ର): ବିଜେଡି ଗତ ଅକ୍ଟୋବର ୯ ରୁ ତା’ର ସଦସ୍ୟତା ଅଭିଯାନ ଆରମ୍ଭ କରିଛି। ହେଲେ ଗତ ୨୪ ବର୍ଷ ଭିତରେ ଯେପରି ଦଳର ନେତା ଓ କର୍ମୀମାନେ ଏହି କାର୍ଯ୍ୟକୁ ଉତ୍ସାହ ସହକାରେ କରିଆସୁଥିଲେ ବର୍ତ୍ତମାନ...

ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା

ଭୁବନେଶ୍ୱର,୨୫ା୧୦: ଶୁକ୍ରବାର ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ପହଞ୍ଚି ବାତ୍ୟା ‘ଦାନା’ର ପରବର୍ତ୍ତୀ ସମୀକ୍ଷା କରିଛନ୍ତି। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି...

ବାତ୍ୟା ଆସିବା ପରେ…

ଭୁବନେଶ୍ୱର,୨୫ା୧୦:  ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦...

ଲ୍ୟାଣ୍ଡଫଲ୍‌ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ 

ଭୁବନେଶ୍ୱର,୨୫/୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୮୦ ରୁ ୧୦୦ କିମି ଚାଲିଛି। ଆଗକୁ ପବନର ବେଗ ଆହୁରି...

ଘଣ୍ଟାକୁ ୧୩ କିମି ବେଗରେ ମାଡ଼ିଆସୁଛି ଦାନା: ମୁଖ୍ୟମନ୍ତ୍ରୀ କହିଲେ, ମୁକାବିଲା ପାଇଁ ଆମେ ପ୍ରସ୍ତୁତ 

ଭୁବନେଶ୍ୱର,୨୫/୧୦:ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା। ଘଣ୍ଟାକୁ ୧୩ କିମି ବେଗରେ ଉପକୂଳକୁ ମାଡ଼ିଆସୁଛି। ସେହିପରି ବାତ୍ୟା ଧାମରା ଠାରୁ ୬୦ କିମି ଦୂରରେ ରହିଛି। ଘଣ୍ଟାକୁ ୧୩ କିମି...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ କରିବ। ଭିତରକନିକା-ଧାମରା ପାଖରେ ଉପକୂଳ ଅତିକ୍ରମ କରିବ। ଏଥିପାଇଁ ହାଜାର ହଜାର ଲୋକଙ୍କୁ...

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…

ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା ବେଳେ ଧାମରା ଠାରୁ ୧୧୦ କିମି ଦୂରରେ ରହିଛି। ଏପରିକି ଘଣ୍ଟାକୁ ୧୩...

ମନ୍ତ୍ରୀଙ୍କ ବଡ଼ ସୂଚନା: ବାତ୍ୟା ସମୟରେ ନେଟ୍‌ୱର୍କ ନ ଆସିଲେ…

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ବାତ୍ୟା ଦାନା ପାଇଁ ଟେଲିକମ୍‌ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବାତ୍ୟା...

ବଡ଼ ଅପଡେଟ୍‌: ଭୀଷଣ ବାତ୍ୟା ସମୟରେ ଏହି ୧୧ ଜିଲାକୁ ମାଡି ଆସିବ…ହୋଇଯାଆନ୍ତୁ ସତର୍କ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ଭିତରକନିକା-ଧାମରା ପାଖରେ...

ଶୁକ୍ରବାର ଏହି ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୧୦: ଶୁକ୍ରବାର କନ୍ଧମାଳ ଜିଲାରେ ବନ୍ଦ ରହିବ ସ୍କୁଲ। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଜିଲା ଶିକ୍ଷାଧିକାରୀ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି। ଏହା ପୂର୍ବରୁ ରାଜ୍ୟ ସରକାର ୧୪ ଜିଲାରେ ୨୩ରୁ ୨୫ ଯାଏ ସ୍କୁଲ ଛୁଟି ଘୋଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri