ମେଟ୍ରୋ

ଆହୁରି ୩ଦିନ ବର୍ଷା, କୁହୁଡ଼ି ୨୬ରୁ ପାଗ ବଦଳିପାରେ

ଭୁବନେଶ୍ୱର,୨୨।୧(ଅନୁରାଧା ମହାରଣା): ରାଜ୍ୟରେ ଗତକିଛି ଦିନ ଧରି ସ୍ଥାନେ ସ୍ଥାନେ ବର୍ଷା ହେବା ସହ ପାଗ କୋହଲା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଆସନ୍ତା ୨୫ ତାରିଖ ଯାଏ କିଛି ଜିଲାରେ ହାଲୁକାରୁ ମଧ୍ୟମ...

ପ୍ରାଣୀଧନ ଚିକିତ୍ସକଙ୍କ ପ୍ରଶିକ୍ଷଣ ଅବଧି ୧୨ମାସକୁ ହ୍ରାସ କରିବାକୁ ପ୍ରସ୍ତାବ

ଭୁବନେଶ୍ୱର, ୨୨।୧ (ବନ୍ଦନା ସେଠୀ): ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ବିଭାଗ ଅନ୍ତର୍ଗତ ଏକ ପ୍ରସ୍ତାବ ରଖାଯାଇଥିଲା। ଓଡ଼ିଶା ପ୍ରାଣୀ ଚିକିତ୍ସା ବୈଷୟିକ ସେବା (ନିଯୁକ୍ତି ସର୍ତ୍ତାବଳୀ) ନିୟମ, ୧୯୮୩ର ପ୍ରସ୍ତାବିତ...

ଗାଡି ଭଡାରେ ଆଣି ଲକ୍ଷାଧିକ ଟଙ୍କା ଠକେଇ,୨ ଗିରଫ

ଭୁବନେଶ୍ୱର,୨୨।୧(ସୂର୍ଯ୍ୟକାନ୍ତ ବେହେରା): ଏଜେନ୍ସିଗୁଡ଼ିକରୁ ଭଡା ସୂତ୍ରରେ ଗାଡି ଆଣୁଥିଲେ। ପରେ ସେହି ଗାଡିକୁ ନିଜର କହି ଅନ୍ୟମାନଙ୍କୁ ଭଡାରେ ଲଗାଇ ମୋଟା ଅଙ୍କର ଟଙ୍କା ଆଣୁଥିଲେ। ହେଲେ ଗାଡିର ପ୍ରକୃତ ମାଲିକାନାକୁ ଟଙ୍କା ନ ଦେଇ ଚଳୁ କରି ଦେଉଥିଲେ।...

ସୁରଟକୁ ଗଞ୍ଜେଇ ଚାଲଣ ବେଳେ ୨ ଯୁବକ ଗିରଫ

ଭୁବନେଶ୍ୱର,୨୨।୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ ଷ୍ଟାଣ୍ଡରେ ଚଢାଉ କରି ଭରତପୁର ଥାନା ପୋଲିସ ୨ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲଣ କରିଛି। ସେମାନେ ହେଲେ ଗଞ୍ଜାମର କାହ୍ନୁ ବେହେରା ଓ ବିହାରର ସୁରଜ ଯାଦବ। ଉଭୟଙ୍କଠାରୁ...

ଆଇଏଏସ୍‌ ସ୍ତରରେ  ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୨।୧: ରାଜ୍ୟ ସରକାର ସୋମବାର ଆଇଏଏସ୍‌ ସ୍ତରରେ  ବଡ଼ ଧରଣ ଅଦଳବଦଳ କରିଛନ୍ତି।  ତେମ୍‌ ଜେଙ୍ଗ ଓ୍ବାପଙ୍ଗ  ହେଲେ  ପବ୍ଲିକ ଏଣ୍ଟରପ୍ରାଇଜେସ୍‌ ସଚିବ। ଶ୍ରୀକାନ୍ତ ପୃଷ୍ଟି ଉତ୍ତରାଞ୍ଚଳ ଆରଡିସି, ରଞ୍ଜନ ଦାସଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଦାୟିତ୍ୱ ଦିଆଯାଇଛି। ସେହିଭଳି କେ.ସୁଦର୍ଶନ...

୨୩ରୁ ବଢିବ ବର୍ଷା

ଭୁବନେଶ୍ୱର,୨୨।୧: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି ଯାହା ଫଳରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ତେବେ ୨୩ ଓ ୨୪ ତାରିଖରେ ଉପକୂଳ ଓ ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଜିଲାରେ...

‘ବିଭାଗୀୟ ପତ୍ରାଳାପରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋ ବ୍ୟବହାର କର’

ଭୁବନେଶ୍ୱର,୨୨।୧(ଅସମାପିକା ସାହୁ): ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉନ୍ମୋଚିତ ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏତଦ୍‌ବ୍ୟତୀତ ସମସ୍ତ ସରକାରୀ ଗାଡ଼ିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ...

ଦୂରଦର୍ଶନରେ ରାମ ମନ୍ଦିର ପ୍ରତିଷ୍ଠାର ସିଧା ପ୍ରସାରଣ

ଭୁବନେଶ୍ୱର,୨୨।୧(ଅନୁରାଧା ମହାରଣା): ସୋମବାର ଅଯୋଧ୍ୟାରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ମନ୍ଦିର ଉଦ୍‌ଘାଟନ କରିବେ। ଏହି ଶୁଭ ଉତ୍ସବର ସିଧା ପ୍ରସାରଣ ସମସ୍ତ ଦୂରଦର୍ଶନ ଡିଡି ଚ୍ୟାନେଲରେ ଲାଇଭ୍‌ ଟେଲିକାଷ୍ଟ କରାଯିବ। ଅତ୍ୟାଧୁନିକ ଯନ୍ତ୍ରପାତି...

ବକୁଳରେ ଖୋଲିଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର,୨୨।୧(ଶର୍ମିଷ୍ଠା ପାଣିଗ୍ରାହୀ): ବକୁଳ ଲାଇବ୍ରେରିରେ ଏକ ପାଣିପାଗ କେନ୍ଦ୍ର ରବିବାର ଉଦ୍‌ଘାଟିତ ହୋଇଯାଇଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗର ମୁଖ୍ୟ ଶାସନ ସଚିବ ଚିତ୍ରା ଅରୁମୁଗମ୍‌ ଏହାକୁ ଉଦ୍‌ଘାଟନ କରିଛନ୍ତି। ଆମେରିକାର ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କର ବ୍ରୋନକ୍ସ କମ୍ୟୁନିଟି...

ବନ୍ୟପ୍ରାଣୀ ବେପାରକୁ ସବୁଜ ସଙ୍କେତ

ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣାବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୮ ତାରିଖରେ ଜାରି କରାଯାଇଥିବା ଗେଜେଟ ନଂ. ୪୦ରେ ଏଥିପାଇଁ ଲାଇସେନ୍ସ...

ଆନ୍ଦୋଳନକୁ ଓହ୍ଲାଇବ ଓଷ୍ଟା

ଭୁବନେଶ୍ୱର/କଟକ ୨୨।୧(ଅସମାପିକା ସାହୁ/କାର୍ତ୍ତିକ ସାହୁ): ବିଭିନ୍ନ ସମସ୍ୟା ନେଇ ଫେବୃଆରୀ ପ୍ରଥମ ସପ୍ତାହରେ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)। ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କ ସହ ବିଭିନ୍ନ ସଙ୍ଗଠନ ଏହି...

କୋହଲା ପାଗକୁ ହାଲୁକା ବର୍ଷା

ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଗୁରୁଚାପ ବଳୟ ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ମଧ୍ୟ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri