ମେଟ୍ରୋ

 ଜୀ-ସାର୍ଥକରେ ‘ରଙ୍ଗ ମହୋତ୍ସବ’

ଭୁବନେଶ୍ୱର,୨୪।୩: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଜୀ-ସାର୍ଥକର ହୋଲି କାର୍ଯ୍ୟକ୍ରମ ବେଶ୍‌ ସ୍ମରଣୀୟ ହେବ। ଏପରିକି ପ୍ରଥମଥର ପାଇଁ ଓଡ଼ିଶା ଟେଲିଭିଜନ ଜଗତର ଦର୍ଶକମାନେ ଚଳିତ ବର୍ଷ ହୋଲିରେ ୩ ଘଣ୍ଟାର ଏ ନିଆରା କାହାଣୀ ଦେଖିବାକୁ ପାଇବେ। ଯେଉଁଥିରେ...

ଲାଞ୍ଚ ନେଇ ପଡ଼ିଥିଲେ ଧରା, ନିଲମ୍ବିତ ହେଲେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର,୨୪ା୩: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ି ଭୁବନେଶ୍ୱରର ଶହୀଦନଗର ଥାନା ସବ୍‌-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ ରବିବାର ନିଲମ୍ବିତ ହୋଇଛନ୍ତି। ପୋଲିସ କମିଶନର ତାଙ୍କୁ ନିଲମ୍ବନ କରିଥିବା ଏକ ପ୍ରେସ୍‌ପିଟ୍‌ରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜଣେ ବ୍ୟକ୍ତିଙ୍କଠାରୁ ଜବତ...

କମିଶନରେଟ ପୋଲିସ ହାତରେ କୋଟିପତି ଲୁଟେରା; ନଗଦ ୨୧ ଲକ୍ଷ ଟଙ୍କା, ୭ କେଜି ରୁପା, ସୁନା ଅଳଙ୍କାର ଜବତ

ଭୁବନେଶ୍ୱର,୨୪।୩: ଗତ ଏକ ବର୍ଷ ମଧ୍ୟରେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ କଳାକନା ବୁଲାଇଥିବା ହାଇ ପ୍ରୋଫାଇଲ୍ ଲୁଟେରା ଗ୍ୟାଙ୍ଗକୁ ବାନ୍ଧିଛି କମିଶନରେଟ ପୋଲିସ। ଅଭିଯୁକ୍ତ ପର୍ଶୁରାମ ଗିରି ଏକାକୀ ଚୋରି କରୁଥିଲେ ଏବଂ ଅଧିକାଂଶ ସମୟରେ ପରିତ୍ୟକ୍ତ ଘର ଗୁଡ଼ିକୁ...

ଆଜି ଘୋଷଣା ହୋଇପାରେ ଭାଜପାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଓଡ଼ିଶାର ୧୪୬ ବିଧାନସଭା, ୨୧ ଲୋକସଭା…

ଭୁବନେଶ୍ୱର,୨୪।୩: ଭାଜପାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ରବିବାର ଘୋଷଣା କରି ପାରେ। ଏଥର ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ରାଜସ୍ଥାନ, ଉତ୍ତରପ୍ରଦେଶର ପ୍ରାଥୀଙ୍କ ନାମ ଘୋଷଣା ହେବା ନେଇ ଚର୍ଚ୍ଚା ହେଉଛି। ଶନିବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦଳର କେନ୍ଦ୍ରୀୟ...

କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଏଥିରେ ବି ଓଡ଼ିଶାର ପ୍ରାର୍ଥୀଙ୍କ …

ଭୁବନେଶ୍ୱର,୨୪।୩: କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି।  ଏଥର ୪୬ ପ୍ରାଥୀଙ୍କୁ ମିଶାଇ ମୋଟ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିଲେ ମଧ୍ୟ ଏଥିରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ । ତେବେ କେବଳ...

ଶଙ୍ଖ ଭବନରେ ମକରନ୍ଦ, ବିଜେଡିରେ ଯୋଗ ଦେବାକୁ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୨୪ା୩: ରବିବାର ଶଙ୍ଖ ଭବନରେ ରାୟଗଡ଼ାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ପହଞ୍ଚିଛନ୍ତି। ସେ ବିଜେଡି କାର୍ଯ୍ୟାଳୟରେ ପହଞ୍ଚିବା ପରେ ଚର୍ଚ୍ଚା ଜୋର୍‌ ଧରିଛି। ୨୦୧୯ ନିର୍ବାଚନରେ ରୟଗଡ଼ା ଆସନ ପାଇଁ ସ୍ବାଧୀନ ପ୍ରାର୍ଥୀ ମକରନ୍ଦ ନିର୍ବାଚନ ଜିତିଥିଲେ। ବିଧାୟକ...

ପ୍ରାର୍ଥୀ ଘୋଷଣାକୁ ନଜର, ଗ୍ରୀନ୍‌ ସିଗ୍‌ନାଲ ଦେବା ଆରମ୍ଭ କଲାଣି ବିଜେଡି

ଭୁବନେଶ୍ୱର,୨୪।୩(ସୁନିତ୍‌ ମିଶ୍ର): ରାଜ୍ୟରେ ବିଜେଡି-ଭାଜପା ମଧ୍ୟରେ ଆସନ୍ତା ନିର୍ବାଚନ ପୂର୍ବରୁ ଯେଉଁ ମେଣ୍ଟ ହେବାର ଥିଲା ତାହା ଆଉ ହେବ ନାହିଁ। ଏନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ଯକ୍ଷ୍ମାର ଘଟିବ ଅନ୍ତ

ଯକ୍ଷ୍ମା ରୋଗ ବା ଟ୍ୟୁବରକ୍ୟୁଲୋସିସ (ଟିବି) ଗୋଟିଏ ଅତି ସଂକ୍ରାମକ ରୋଗ। ପୃଥିବୀର ପ୍ରଥମ ୧୦ଟି ମାରକ ରୋଗ ମଧ୍ୟରେ ଯକ୍ଷ୍ମା ଅନ୍ୟତମ। ଏହି ରୋଗଟି ବିଶ୍ୱର ପ୍ରାୟ ସର୍ବତ୍ର ଦେଖାଯାଉଥିଲେ ମଧ୍ୟ ରୋଗାକ୍ରାନ୍ତ ବ୍ୟକ୍ତିମାନେ ମୁଖ୍ୟତଃ ବିଶ୍ୱର ଗରିବ...

ବ୍ରାଉନସୁଗାର ର଼୍ୟାକେଟରେ ଶିକ୍ଷିତା ଯୁବତୀ, ପୁଡ଼ିଆ କରି ବିକୁଥିଲେ

ଭୁବନେଶ୍ୱର,୨୪।୩ (ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଘର ଭଡା ନେଇ ଚଳାଇଥିଲେ ବ୍ରାଉନସୁଗାର ବେପାର। ଏଥିରେ ସାମିଲ ଥିଲେ ଶିକ୍ଷିତା ଯୁବତୀ। ମାଷ୍ଟରମାଇଣ୍ଡ ବ୍ରାଉନସୁଗାର ପହଞ୍ଚାଇବା ପରେ ଏହି ଯୁବତୀମାନେ ତାହାକୁ ପୁଡ଼ିଆ କରି ସହରର ବିଭିନ୍ନ ଅଞ୍ଚଳରେ ବିକ୍ରି...

ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…

ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ଦିଲ୍ଲୀରେ ରାଜ୍ୟ ଭାଜପା ନେତାଙ୍କୁ ନେଇ ଘନଘନ ବୈଠକ ବସୁଛି। ଏହି...

ଡ୍ରାଇଭିଂ ଲାଇସେନ୍ସ ଫେରାଇବା ପାଇଁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡ଼ିଲେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର,୨୩ା୩: ଲାଞ୍ଚ ନେଇ ଶହୀଦନଗର ଥାନାର ସବ୍‌-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ  ଶନିବାର  ଗିରଫ ହୋଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରୁ ଜବତ କରିଥିବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ଫେରାଇ ଦେବା ପାଇଁ ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହୋଇଛନ୍ତି। ଡିଏଲ୍‌...

‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’: ବ୍ୟବସାୟରେ ସ୍ବଚ୍ଛତା ଗୁରୁତ୍ୱ ବହନ କରେ

ଭୁବନେଶ୍ୱର,୨୩।୩(ଅସମାପିକା ସାହୁ): ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’ ଶନିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ’ର ଏହି ଚତୁର୍ଥ ସଂସ୍କରଣରେ ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର କାର୍ଯ୍ୟନିର୍ବାହୀ ଆଦ୍ୟାଶା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri