ମେଟ୍ରୋ

ନବୀନ ନିବାସରେ ନିର୍ବାଚନୀ କସରତ: କିଏ କେଉଁ ଆସନରେ ଲଢିବେ କାହକୁ ଦିଆଯିବ ବାଦ୍‌

ଭୁବନେଶ୍ୱର,୨୨।୩: ମେଣ୍ଟ ଚର୍ଚ୍ଚା ମଧ୍ୟରେ ଶୁକ୍ରବାର ନବୀନ ନିବାସରେ ପୁଣି ନିର୍ବାଚନୀ କସରତ ଚାଲିଛି । ୩ଟି ସଂସଦୀୟ କ୍ଷେତ୍ର ବରଗଡ଼ କଳାହାଣ୍ଡି ଓ ବଲାଙ୍ଗୀର ସଂକ୍ରାନ୍ତରେ ଆଲୋଚନା ପାଇଁ ବିଧାୟକ, ନେତା ଓ ପର୍ଯ୍ୟପେକ୍ଷକ ପହଞ୍ଚିଛନ୍ତି । କିଏ...

ଦାମଙ୍କୁ ଝୁରୁଛନ୍ତି ପୂର୍ବତନ ଡ୍ରାଇଭର, କାନ୍ଦିକାନ୍ଦି କହିଲେ….

ଭୁବନେଶ୍ୱର,୨୨।୩: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଶୁକ୍ରବାର ଭୋରରୁ ପରଲୋକ ହୋଇଛି। ଦାମ ଜଣେ ଦକ୍ଷ ରାଜନେତା ଥିଲେ। ତାଙ୍କର ରୋକଠୋକ ଜବାବ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରହୁଥିଲେ। ତେବେ...

ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ଭେଟେରାନ ନେତା ଦାମୋଦର ରାଉତଙ୍କ...

ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହିତ ବହୁ...

ବିଏମ୍‌ସି ଅଧିକାରୀଙ୍କ ଦାୟିତ୍ୱରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୨।୩ (ବନ୍ଦନା ସେଠୀ): ନିର୍ବାଚନ ପୂର୍ବରୁ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଅଧିକାରୀଙ୍କ ଦାୟିତ୍ୱ ବଦଳିଛି। ପୁରୁଣା ଅଧିକାରୀ ଚୌକି ଛାଡ଼ିବା ସହ ନୂଆ ଅଧିକାରୀ କାର୍ଯ୍ୟରେ ଯୋଗଦେଇଛନ୍ତି। ଏହିକ୍ରମରେ ୪ଟି ବର୍ଗରେ ଅଧିକାରୀଙ୍କୁ ନୂତନ ଦାୟିତ୍ୱ ବଣ୍ଟନ କରାଯାଇଛି।...

ବିଏମ୍‌ସିକୁ ୪ର୍ଥ ଥର ଚିଠି ଲେଖିଲା ଏଡବ୍ଲ୍ୟୁବିଆଇ

ଭୁବନେଶ୍ୱର,୨୨।୩ (ବନ୍ଦନା ସେଠୀ): କୁକୁର ବନ୍ଧ୍ୟାକରଣ ବା ଆନିମଲ୍‌ ବାର୍ଥ କଣ୍ଟ୍ରୋଲ (ଏବିସି) କାର୍ଯ୍ୟକ୍ରମ ପାଇଁ ସଂସ୍ଥା ଚୟନରେ ବିଏମ୍‌ସି ଚଞ୍ଚକତା କରିଛି। ଏନେଇ ଆନିମଲ୍‌ ଓ୍ବେଲ୍‌ଫେୟାର୍‌ ବୋର୍ଡ ଅଫ୍‌ ଇଣ୍ଡିଆ (ଏଡବ୍ଲ୍ୟୁବିଆଇ) ନିକଟରେ ଅଭିଯୋଗ ହେବାପରେ ଘଟଣାର ସତ୍ୟାସତ୍ୟ...

ଜାଣନ୍ତୁ ଦାମଙ୍କ ରାଜନୀତି କ୍ୟାରିଅର ବିଷୟରେ…

ଭୁବନେଶ୍ୱର,୨୨ା୩: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଶୁକ୍ରବାର ଭୋର୍‌ରୁ ଦେହାନ୍ତ ହୋଇଛି। ଦାମ ଜଣେ ଦକ୍ଷ ରାଜନେତା ଥିଲେ। ତାଙ୍କର ରୋକଠୋକ୍‌ ଜବାବ୍‌ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରହୁଥିଲେ। ଦାମ...

ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳର...

ଆଜିଠାରୁ ଯୁକ୍ତ ୨ ଖାତାଦେଖା

ଭୁବନେଶ୍ୱର,୨୨।୩(ଅନୁରାଧା ମହାରଣା):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବାର୍ଷିକ ପରୀକ୍ଷା ଖାତା ମୂଲ୍ୟାୟନ ଶୁକ୍ରବାରଠାରୁ ଆରମ୍ଭ ହେବ। ଚଳିତଥର ୨ଟି ପର୍ଯ୍ୟାୟରେ ଖାତା ଦେଖାହେବ। ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୨ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ...

କ୍ଷମତାକୁ ଆସିଲେ ୨୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ଦେବୁ: କଂଗ୍ରେସ

ଭୁବନେଶ୍ୱର,୨୨।୩(ସୁନିତ୍‌ ମିଶ୍ର):‘ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟ’ ଏଭଳି ଏକ ବାର୍ତ୍ତା ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ପକ୍ଷରୁ ନିର୍ବାଚନ ପୂର୍ବରୁ ଜାରି କରାଯାଇଥିବା ଇସ୍ତାହାର ମଧ୍ୟରେ ସ୍ବାସ୍ଥ୍ୟସେବା ସମ୍ପର୍କିତ ସହାୟତା ରାଶିକୁ ନେଇ ରାଜ୍ୟବାସୀଙ୍କ ପାଖରେ କଂଗ୍ରେସ ସଂକଳ୍ପବଦ୍ଧ ବୋଲି...

ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ଭକ୍ତ ଦାସ, ହଟିଲେ ବିଜୟ

ଭୁବନେଶ୍ୱର, ୨୨।୩(ସୁନିତ୍‌ ମିଶ୍ର):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ସାଙ୍ଗଠନିକ ସ୍ତରରେ ବଡ଼ ପରିବର୍ତ୍ତନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପ୍ରଚାର କମିଟିର ଅଧ୍ୟକ୍ଷ ନିଯୁକ୍ତ କରିଛି। ଏନେଇ ଗୁରୁବାର...

ମେଣ୍ଟ ଆଶା ଆହୁରି ବଢିଲା: ଭାଜପାର ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ରହିଲାନି ଓଡ଼ିଶା

ଭୁବନେଶ୍ୱର,୨୨ା୩(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ ନେତୃବୃନ୍ଦ ଗୁରୁବାର ଦିଲ୍ଲୀରୁ ଫେରିଛନ୍ତି। ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମେଣ୍ଟ ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସବୁ କହିସାରିଛନ୍ତି। ଏଥିରେ କିଛି ଦ୍ୱନ୍ଦ୍ୱ ନାହିଁ। ଯାହା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri