କଟକ,୨୧ା୩(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍ସିବି ମେଡିକାଲରେ ରୋଗୀଙ୍କୁ ଠିକ୍ ସମୟରେ ବ୍ୟାଟେରି ଗାଡିର ସୁବିଧା ମିଳୁନାହିଁ। ଫଳରେ ରୋଗୀମାନେ ଗୋଟିଏ ୱାର୍ଡରୁ ଅନ୍ୟତ୍ର ଯିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ...
ଭୁବନେଶ୍ୱର,୨୧।୩ (ସୂର୍ଯ୍ୟକାନ୍ତ ବେହେରା)ରାଜ୍ୟର ଅନ୍ୟତମ ପ୍ରମୁଖ ଜେଲ୍ ତଥା ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ, ମାଦକଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। କଏଦୀମାନେ ନିଶା ଖାଇ ଅୟସ୍ ଜୀବନ ବିତାଉଥିବାବେଳେ ନିର୍ଦ୍ଦିଷ୍ଟ ତଥା ଏକାଧିକ ଗ୍ୟାଙ୍ଗ୍ର...
ଭୁବନେଶ୍ୱର, ୨୧।୩(ଅସମାପିକା ସାହୁ)କଦଳୀ ଗଛର ତନ୍ତୁ ବା କଦଳୀ ପାଟୁଙ୍ଗାରୁ ସାନିଟାରି ପ୍ୟାଡ୍ ତିଆରି ହେଉଛି। ତା’ ପୁଣି ରିୟୁଜେବ୍ଲ। ଅର୍ଥାତ୍ ଏକାଧିକ ଥର ବ୍ୟବହାର କରି ହେବ। ଅତିକମ୍ରେ ୩ରୁ ୪ ବର୍ଷ ଯାଏ ଏହି ପ୍ୟାଡ୍ ବ୍ୟବହାର...
Archives
Model This Week
ପିଲାଙ୍କ ଧରିତ୍ରୀ