ମେଟ୍ରୋ

ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍‌, ଭାଇରାଲ ପରେ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍‌ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି କଏଦୀମାନେ ମୋବାଇଲ ଫୋନ୍‌ ବ୍ୟବହାର କରି ଅପରାଧ ଘଟାଉଛନ୍ତି। ମଙ୍ଗଳବାର ଏପରି ଏକ...

ବାତ୍ୟା ଦାନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ବିଧାୟକମାନେ…

ଭୁବନେଶ୍ୱର,୨୨।୧୦: ସମୁଦ୍ର ଭିତରେ ବଳ ଗୋଟାଇ ୭ କିମି ବେଗରେ ମାଡି ଆସୁଛି ବାତ୍ୟା ଦାନା। ବାତ୍ୟା ଦାନାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବିଭିନ୍ନ ସ୍ତରରେ ଅଧିକାରୀଙ୍କୁ ବାତ୍ୟା ପରିଚାଳନା ପାଇଁ ଗୁରୁ...

ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ, କାଲି ସ୍ଥାନାନ୍ତର ହେବେ ଲୋକେ: ମନ୍ତ୍ରୀ

ଭୁବନେଶ୍ୱର,୨୨।୧୦: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ମୁକାବିଲାକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଛନ୍ତି। ତେବେ ଏହାର ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,...

ମଝିରାତିରେ ଲ୍ୟାଣ୍ଡଫଲ୍‌! ୭ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୨।୧୦: ମାଡିଆସୁଛି ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଥିଲା। ଏବେ ତାହା ଗଭୀର ଅବପାତରେ ପରିଣତ ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ...

ଡରାଇଲା ନୂଆ ମଡେଲ! ଏଇଠି ଲ୍ୟାଣ୍ଡଫଲ୍‌ ହେଲେ ସବୁ ସରିଲା…

ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି ।ବାତ୍ୟା ଲ୍ୟାଣ୍ଡଫଲ୍ କରିବା ବେଳେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷିବ।

ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍‌

ଭୁବନେଶ୍ୱର,୨୨।୧୦: ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟ। ବେଳକୁ ବେଳ ଉପକୂଳ ମୁହାଁ ହେଉଥିବା ଯୋଗୁ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ...

ବାତ୍ୟା ପୂର୍ବରୁ ଆଳୁ ଗାଏବ୍‌

ସମ୍ଭାବ୍ୟ ବାତ୍ୟା ଦାନା ପୂର୍ବରୁ ଜଟଣୀ ପରିବା ବଜାରରୁ ଆଳୁ ଉଭାନ । ଯେଉଁ କିଛି ଆଳୁ ମହଜୁଦ ରହିଛି ଚଡ଼ା ଦରରେ ବିକ୍ରି କରୁଛନ୍ତି ଅସାଧୁ ବ୍ୟବସାୟୀ । ଫଳରେ ସାଧାରଣ ଖାଉଟି ନାନା ହଇରାଣର ଶିକାର ହେଉଥିବା...

ଆଇପିଏସ୍‌ ଲଳିତ ଦାସ ହେଲେ OSSSC ଅଧ୍ୟକ୍ଷ

ଭୁବନେଶ୍ୱର,୨୨।୧୦: ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ସବ୍‌ ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(ଓଏସ୍‌ଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ସହ  ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ...

ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର

ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ...

ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି

୨୨।୧୦:ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି ସେ ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ସହିଦ୍‌ ମାଧୋସିଂ...

ବାତ୍ୟା ପାଇଁ ୧୭୮ ଟ୍ରେନ ବାତିଲ: ଜାଣନ୍ତୁ କ’ଣ ରହିଛି

ଭୁବନେଶ୍ୱର,୨୨।୧୦: ବାତ୍ୟା ‘ଦାନା’ପାଇଁ ବ୍ୟାପକ ଟ୍ରେନ ବାତିଲ କରାଯାଇଛି। ମୋଟ ୧୭୮ଟି ଟ୍ରେନ ବାତିଲ ନେଇ ରେଲୱେ ପକ୍ଷରୁ  ସୂଚନା ଦିଆଯାଇଛି। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଅପ ଟ୍ରେନ...

ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri