ଦିଲ୍ଲୀ ବିସ୍ଫୋରଣ ପରେ ବାଲିଯାତ୍ରା ପଡ଼ିଆରେ ହାଇଆଲର୍ଟ
କଟକ,୧୦।୧୧: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣା ପରେ ସମଗ୍ର ଓଡ଼ିଶା ରାଜ୍ୟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି ଖୁରାନିଆ ଏନେଇ ସୂଚନା ଦେଇଛନ୍ତି। ଦିଲ୍ଲୀ ବିସ୍ଫୋରଣ ପରେ ଡିଜିପି ଖୁରାନିଆ...
ଆସନ୍ତା ୨୭ରୁ ବିଧାନସଭା ଶୀତ ଅଧିବେଶନ: ପ୍ରଥମ ଦିନରେ ସମ୍ବୋଧନ କରିବେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦।୧୧: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ବିଧାନସଭାର ଏହି ଶୀତ...
ଓଡ଼ିଶାରେ ଖେଳିବ ଶୀତଲହରୀ: ୬ ଜିଲାକୁ ଆଇଏମଡିର ୱାର୍ଣ୍ଣିଂ
ଭୁବନେଶ୍ୱର,୧୦।୧୧: ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶାର ଖୋର୍ଦ୍ଧା, କଟକ, ଅନୁଗୁଳ, ଝାରସୁଗୁଡ଼ା, କନ୍ଧମାଳ, ଏବଂ ସୁନ୍ଦରଗଡ଼ ସମେତ ଅନେକ ଜିଲା ପାଇଁ ଶୀତଲହରୀ ସତର୍କତା ଜାରି କରିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା ଆହୁରି ହ୍ରାସ...
ଆମେରିକାରେ ଓଡ଼ିଆ ପୋଷ୍ୟକନ୍ୟାଙ୍କୁ ନିର୍ଯାତନା: ଓଡ଼ିଶା ଫେରାଇ ଆଣିବାକୁ ଆକୁଳ ନିବେଦନ
ଭୁବନେଶ୍ୱର,୧୦ା୧୧(ସତ୍ୟଜିତ ରାଉତ):ଛୋଟବେଳେ ଟ୍ରେନ୍ରେ ମା’ ଓ ବାପାଙ୍କଠାରୁ ଅଲଗା ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଅନାଥ ଆଶ୍ରମରେ ରହୁଥିବାବେଳେ ଆମେରିକାର ଜଣେ ମହିଳା ତାଙ୍କୁ ପୋଷ୍ୟକନ୍ୟା ଭାବେ ଗ୍ରହଣ କରି ସାଙ୍ଗରେ ନେଇଯାଇଥିଲେ। ଆମେରିକୀୟ ମା’, ବାପାଙ୍କୁ ପାଇ ନୂଆ ଜୀବନ...
ବଢୁଛି ଶୀତ, ୧୫ ଡିଗ୍ରୀ ତଳେ ୮ ସହର
ଭୁବନେଶ୍ୱର,୧୦ା୧୧(ବନ୍ଦନା ସେଠୀ):ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ଦାରିଙ୍ଗବାଡିଠାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡା ୧୧.୭...
ରାଜ୍ୟ ବାହାରେ ଅସୁରକ୍ଷିତ ଓଡ଼ିଆ ଯୁବତୀ: ମାସକରେ ୩ଜଣ ବଳାତ୍କାର ସହ ହତ୍ୟାର ଶିକାର
ଭୁବନେଶ୍ୱର,୧୦ା୧୧(ତ୍ରିନାଥ ମହାନ୍ତି):ରାୟଗଡ଼ା ଜିଲାର ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଗତ ୫ତାରିଖରେ ଉତ୍ତରାଖଣ୍ଡ ଲାଲ୍ପୁରରେ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ବାଇକ୍ରେ ନେଇ ଦେହରେ ପଥର ବାନ୍ଧି ନଦୀକୁ ଫିଙ୍ଗି ଦେଇଥିଲେ ଅଭିଯୁକ୍ତ।...
ଆସନ୍ତା ୧୧ ତାରିଖରେ ହେବ ଓଡ଼ିଶାର ପ୍ରଥମ ବୋଟ ଦୌଡ଼ ପ୍ରତିଯୋଗିତା
କଟକ,୯।୧୧: ଓଡ଼ିଶାର ଗୌରବମୟ ସାମୁଦ୍ରିକ ଐତିହ୍ୟକୁ ପାଳନ କରିବା ପାଇଁ ରାଜ୍ୟ ସରକାର ପ୍ରଥମ ଥର ପାଇଁ କଟକରେ ‘ମହାନଦୀ ବୋଇତ ପ୍ରତିଯୋଗିତା-୨୦୨୫’ ଆୟୋଜନ କରିବାକୁ ଯାଉଛନ୍ତି। ଏହି ବୋଇତ ଦୌଡ଼ ପ୍ରତିଯୋଗିତା ଚାଲୁଥିବା ବାଲିଯାତ୍ରା ପଡ଼ିଆ ନିକଟରେ ମହାନଦୀ...
Video: ରତ୍ନସିଂହାସନରୁ ଓହ୍ଲାଇବ କି ଜଗନ୍ନାଥ? ଅସୁସ୍ଥ ପୁଅ ପାଇଁ ବାପାର ହୃଦୟବିଦାରକ ଗୁହାରି
ପୁରୀ,୯।୧୧: ରବିବାର ସକାଳୁ ଶ୍ରୀମନ୍ଦିର ସମ୍ମୁଖରେ ଦେଖିବାକୁ ମିଳିଥିଲା ଏକ ହୃଦୟବିଦାରକ ଦୃଶ୍ୟ, ଯାହା ଦେଖିଲେ ଯେ କେହି ବି ଭାବବିହ୍ୱଳ ହୋଇଯିବେ। ଜଣେ ଦୁଃଖି ବାପା ତାଙ୍କର ଅସୁସ୍ଥ ପୁଅର ଜୀବନ ଭିକ୍ଷା ମାଗିବା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ...
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ, ଜାଣନ୍ତୁ…
ଭୁବନେଶ୍ୱର,୯।୧୧: ଆସନ୍ତା ୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡ଼ରେ ସେ ସାମିଲ ହେବେ। ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼...
ଉପନିର୍ବାଚନ ପ୍ରଚାରର ଶେଷଦିନ: ୪ଟାରୁ ନୂଆପଡ଼ା ଛାଡ଼
ନୂଆପଡ଼ା,୯।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ରବିବାର ଅପରାହ୍ନ ୪ଟାରୁ ସାଇଲେନ୍ସ ପିରିୟଡ ଲାଗୁ ହେବ। ସାଇଲେନ୍ସ ପିରିୟଡ ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର। ବାହାର ଲୋକଙ୍କୁ ନୂଆପଡ଼ା...
ଆପାର୍ଟମେଣ୍ଟ ବାଲ୍କୋନି ଭୁଶୁଡ଼ି ୩ମୃତ
କଟକ,୯।୧୧(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା ପାଇଁ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଶନିବାର ଅପରାହ୍ନରେ ମଣିସାହୁ ଛକ ନିକଟରେ ଘଟିଛି ଏକ ଅଘଟଣ। ଏକ ପୁରୁଣା ଆପାର୍ଟମେଣ୍ଟର ୫ମ ମହଲାରେ ଥିବା ବାଲ୍କୋନି ଭୁଶୁଡ଼ି ଆଜ୍ବେଷ୍ଟସ୍ ଘର ଉପରେ...
ନୂଆପଡ଼ାରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ଆଦିବାସୀ ପରିବାରର ତେଣୁ…
ନୂଆପଡ଼ା,୮ା୧୧(ମକାରୁ ବେମାଲ): ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରୋଡ୍ ଶୋ’ କରିଛନ୍ତି। ନୂଆପଡ଼ାରୁ ଖରିଆର ରୋଡ୍ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ୍ ଶୋ’ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଅଭୟାରଣ୍ୟ ଭିତରେ ଥିବା...
Archives


