ମେଟ୍ରୋ

ମେଣ୍ଟ: ଦ୍ୱନ୍ଦ୍ୱରେ ଭୋଟର

ଭୁବନେଶ୍ୱର,୧୧ା୩(ଜିତେନ୍ଦ୍ର କୁମାର ନାୟକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସ୍ବଳ୍ପ ସମୟର ଭିଡିଓ ଯେଉଁଭଳି ଭାବେ ହୋଇଥିଲା, ତାହା ରାଜ୍ୟର ରାଜନୈତିକ ଉଷ୍ମତା ସମ୍ପର୍କରେ ଅନେକ ସୂଚନା ଦେଉଛି। ଭିଡିଓରେ ଯେପରି ଭାବେ ପାଣ୍ଡିଆନ...

ପେଟରେ ଅଧା, ପାଟିରେ ଅଧା

ଭୁବନେଶ୍ୱର, ୧୧।୩:(ସୁନିତ୍‌ ମିଶ୍ର) ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଦିଲ୍ଲୀ ଯାଉଛନ୍ତି। ସେଠାରୁ ଫେରିବା ପରେ ରାଜ୍ୟର ସବୁ ଲୋକ ସଭା ଓ ବିଧାନସଭା ଆସନରେ ଭାଜପା ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଥିବା କହୁଛନ୍ତି। କିନ୍ତୁ କେଉଁଠାରେ...

ଧାରଣାରେ ବସି ଆଳୁ ବିକିଲେ ପୂର୍ବତନ ଟାଏକୋଣ୍ଡୋ ଖେଳାଳି

ଭୁବନେଶ୍ୱର,୧୦ା୩(ସରୋଜ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନ ମିଳିବା କାରଣରୁ ଧାରଣାରେ ବସି ପ୍ରତିବାଦ କରିଛନ୍ତି ପୂର୍ବତନ ଟାଏକୋଣ୍ଡୋ ଖେଳାଳି ଡ. ଅର୍ଚ୍ଚନା କାନୁନ୍‌ଗୋ। ୨୦୦୦ରେ ରାଜ୍ୟ ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ବିଜୟୀ ହୋଇଥିବା ଅର୍ଚ୍ଚନା ସମାନ ବର୍ଷରେ ଜାତୀୟସ୍ତରରେ...

ଗୋଟିଏ ରାତିରେ ୫୭ ଚାରିଚାକିଆ ,୭ ଦୁଇ ଚକିଆ ଯାନ ଜବତ

ଭୁବନେଶ୍ୱର,୧୦।୩ (ସୂର୍ଯ୍ୟକାନ୍ତ ବେହେରା) : ସେଫ ସିଟି ଡ୍ରାଇଭ ଅଭିଯାନ କ୍ରମରେ ଭୁବନେଶର ସହରାଞ୍ଚଳ ପୋଲିସ ଜିଲା ତରଫରୁ ବିଭିନ୍ନ ଥାନା ଅଞ୍ଚଳରେ ମଦ୍ୟପାନ କରି ଗାଡି ଚାଳନା ବିରୋଧରେ ଧରପଗଡ ଅଭିଯାନ କଡାକଡି କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି...

ରାଜ୍ୟରେ ବଢିବ ତାତି: ୪ ଦିନରେ ୪୦ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର,୧୦।୩(ଅନୁରାଧା ମହାରଣା)- ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଆଭ୍ୟନ୍ତରୀଣ ଜିଲା ଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲେ ମଧ୍ୟ ଅନ୍ୟ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି। ରବିବାର ବୌଦ୍ଧରେ ସର୍ବାଧିକ ୩୭.୨...

ମେଣ୍ଟକୁ ନେଇ ମତ ଦୋହରାଇଲେ ଭାଜପା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ

ଭୁବନେଶ୍ୱର,୧୦।୩: ଭାଜପା ଏବଂ ବିଜେଡି ମେଣ୍ଟ ଚର୍ଚ୍ଚା ଭିତରେ ରାଜ୍ୟ ଭାଜପା ନେତୃତ୍ୱକୁ ପୁଣି ଦିଲ୍ଲୀରୁ ଡାକରା ଆସିଛି। ଡାକରା ପାଇ ରାଜ୍ୟ ଭାଜପା ନେତୃତ୍ୱ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ସେଠାରେ ମେଣ୍ଟ ନେଇ ଆଲୋଚନା ହେବ ନା କେବଳ...

ଦିଲ୍ଲୀରୁ ଆସିଲା ଡାକରା: ପ୍ରଭାରୀଙ୍କ ସହ ଦିଲ୍ଲୀ ଗଲେ ରାଜ୍ୟ ଭାଜପା ନେତୃତ୍ୱ

ଭୁବନେଶ୍ୱର,୧୦।୩: ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏହି ଚର୍ଚ୍ଚା ଭିତରେ ରାଜ୍ୟ ଭାଜପା ନେତୃତ୍ୱକୁ ପୁଣି ଦିଲ୍ଲୀରୁ ଡାକରା ଆସିଛି। ଡାକରା ପାଇ ରାଜ୍ୟ ଭାଜପା ନେତୃତ୍ୱ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ଏଥିରେ...

ରାତିରେ ଖୋଲିବ ନନ୍ଦନକାନନ, ଜାଣନ୍ତୁ ସମୟସୀମା ଏବଂ କିପରି କରିବେ ଟିକେଟ ବୁକିଂ

ଭୁବନେଶ୍ୱର,୧୦।୩: ଏଣିକି ରାତିରେ ନାନ୍ଦନକାନନ ପ୍ରାଣୀ ଉଦ୍ୟାନ ବୁଲିପାରିବେ ଲୋକେ। ଏକ ଅଭିନବ ଶିକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ‘ନାଇଟ୍ ଆଉଟ୍ ଆଟ୍ ପ୍ରାଣୀ ଉଦ୍ୟାନ’ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହା ମାଧ୍ୟମରେ ବର୍ତ୍ତମାନ ରାତିରେ ନନ୍ଦନକାନନ୍ ପ୍ରାଣୀ ଉଦ୍ୟାନ ପରିଦର୍ଶନ...

ମୁଖ୍ୟମନ୍ତ୍ରୀଙ୍କ ‘ମିଛ ଓ ଗୁଜବ’ ମନ୍ତବ୍ୟକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୧୦।୩(ଅସମାପିକା ସାହୁ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାତ୍ତିକ ପାଣ୍ଡିଆନ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ତାଙ୍କର ସୋସିଆଲ ମିଡିଆରେ ଏହି ଭିଡିଓ ଶେୟାର କରିଛନ୍ତି।...

ମେଣ୍ଟକୁ ନେଇ ପୁଣି ମୁହଁ ଖୋଲିଲେ ମନମୋହନ

ଭୁବନେଶ୍ୱର,୧୦।୩(ଅସମାପିକା ସାହୁ): ରାଜ୍ୟରେ ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ସସପେନ୍ସ ଲାଗି ରହିଛ। ଭାଜପା ରାଜ୍ୟରେ ମେଣ୍ଟ ସମ୍ଭାବନାକୁ ବାରମ୍ବାର ଖାରଜ କରୁଥିବାବେଳେ ବିଜେଡି ନୀରବ ରହିଛି। ଏସବୁ ଭିତରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟକୁ...

ଓଡ଼ିଶାରେ ଭାଜପା ସହ ପ୍ରଭାରୀ, ମେଣ୍ଟକୁ ନେଇ କହିଲେ … 

ଭୁବନେଶ୍ୱର, ୧୦।୩: ଏବେବି ମଧ୍ୟ ମେଣ୍ଟକୁ ନେଇ ଚର୍ଚ୍ଚା କମିନାହିଁ । କେଉଁଠି ନା କେଉଁଠି   ଲୋକଙ୍କ ମନକୁ ଆସୁଛି  ମେଣ୍ଟ ହେବ କି? ଏ ମଧ୍ୟରେ ରବିବାର ଭାଜପାର ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ଓଡ଼ିଶାରେ...

ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର,୧୦ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍‌ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ, ଏହି ବ୍ଲକଗ୍ରାଣ୍ଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri