ମେଟ୍ରୋ

ରହି ହେଉନି

ଭୁବନେଶ୍ୱର, ୨।୧୨ (ବନ୍ଦନା ସେଠୀ): ଦିନକୁ ଦିନ ଅସହ୍ୟ ହେଉଛି ଆବର୍ଜନା ଦୁର୍ଗନ୍ଧ। ବିଗିଡି ଯାଉଛି ସ୍ମାର୍ଟସିଟିର ଜୀବନ। ସୈନିକ ସ୍କୁଲ ନିକଟରେ ଥିବା ବିଏମ୍‌ସିର ଅସ୍ଥାୟୀ ଡମ୍ପିଂୟାର୍ଡ ବା ଟେମ୍ପୋରାରି ଟ୍ରାଞ୍ଜିଟ୍‌ ଷ୍ଟେଶନ (ଟିଟିଏସ୍‌)ରୁ ବାହାରୁଥିବା ଏହି ଦୁର୍ଗନ୍ଧ...

ଏ ବର୍ଷ ହେବନି ହାଡ଼ଭଙ୍ଗା ଶୀତ

ଭୁବନେଶ୍ୱର,୨।୧୨(ଅନିଲ ଦାସ): କାର୍ତ୍ତିକ ଯାଇ ମାର୍ଗଶିର ମାସ ହେଲା। ଘୋଡ଼େଇ ହେବାକୁ କମ୍ବଳ ଦରକାର ପଡ଼ିଲା ନାହିଁ। ଶୀତବସ୍ତ୍ର ମଧ୍ୟ ବାକ୍ସରୁ ବାହାରିଲା ନାହିଁ। ନଭେମ୍ବରରେ ଚୈତ୍ର ମାସ ଭଳି ଗରମ ଅନୁଭୂତ ହେଲା। ରାତିରେ ହାଲୁକା ଶୀତ ପଡୁଥିଲେ...

କୋଟିପତି ସହକାରୀ ଯନ୍ତ୍ରୀ ଗିରଫ: ୧୬୮ ପ୍ରତିଶତ ଅଧିକ ଆୟବହିର୍ଭୂତ ସମ୍ପତ୍ତି ଠାବ

ଭୁବନେଶ୍ୱର,୧।୧୨(ସତ୍ୟଜିତ୍‌ ରାଉତ): ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ସହକାରୀ ଯନ୍ତ୍ରୀ (ଏଇ) ସୁନୀଲ କୁମାର ପାଢ଼ୀ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଛନ୍ତି। ଚଢ଼ାଉ ଓ ଯାଞ୍ଚରୁ ଏହା ଜଣାପଡିବା ପରେ ଭିଜିଲାନ୍ସ...

୨ରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର, ୧।୧୨(ଅସମାପିକା ସାହୁ):  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ଆରମ୍ଭ ହେବ। ଏହା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି।...

ଝାରସୁଗୁଡ଼ା ଜିଲା ଲଖନପୁରଠାରେ ପ୍ରତିଷ୍ଠା ହେବ ଆଇଟିଆଇ: ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଝାରସୁଗୁଡ଼ା ଜିଲାର ଲଖନପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିବା ସହ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲା ଖଣିଜ...

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ପ୍ରତ୍ୟେକ ଓଡ଼ିଆ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି।...

ଓଡ଼ିଶା ଫେରିଲେ ଟନେଲରେ ଫଶିଥିବା ୪ ଶ୍ରମିକ

ଭୁବନେଶ୍ୱର,୧।୧୨: ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୪ଜଣ ଓଡ଼ିଆ ଶ୍ରମିକ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେମାନଙ୍କ ସହ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା ନାୟକ ମଧ୍ୟ ଫେରିଛନ୍ତି। ବିମାନବନ୍ଦରରେ ୪ ଶ୍ରମିକ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ...

ଘଟଗାଁ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧।୧୨(ଅସମାପିକା ସାହୁ): କେନ୍ଦୁଝର ଜିଲା ଘଟଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କର ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା...

ବଙ୍ଗୋପସାଗରରେ ଅବପାତ: ୪ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର,୧।୧୨:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନଠାରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି। ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେବ। ଡିସେମ୍ବର...

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ ମିଳିତ ଭାବେ ଯାଞ୍ଚ କରୁଛନ୍ତି। ପ୍ରାଥମିକ ଭାବେ ଡଗ ସ୍କ୍ବାର୍ଡ, ବୋମା...

ଆଇନ ଅମାନ୍ୟ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୧।୧୨ (ବନ୍ଦନା ସେଠୀ):ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ ଡମ୍ଫିଂୟାର୍ଡକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଦାବିରେ ଭାଜପା ପକ୍ଷରୁ ଜାରି ରହିଥିବା ସତ୍ୟାଗ୍ରହ ଗୁରୁବାର ୩ୟ ଦିନରେ ପହଞ୍ଚତ୍ଛି। ସହରରେ ଆବର୍ଜନା ଗଦା ହେଉଥିବାବେଳେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି।...

ପେନ୍‌ସନ୍‌ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି

ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍‌ସନ୍‌ ପାଇବା ପାଇଁ ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିିବ ନାହିଁ। ଲୋକାଲ୍‌ ଫଣ୍ଡ ଅଡିଟର ପେନ୍‌ସନ୍‌ ପ୍ରୋସିଡିଂ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri