ମେଟ୍ରୋ

ଅସ୍ବାଭାବିକତା ବିରୋଧରେ କହିବା ଲାଗି ବୃତ୍ତି ସୁଯୋଗ ଦେଇଛି

ପୁରୀ ଜିଲା ଅସ୍ତରଙ୍ଗର ଅଶୋକ ସ୍ବାଇଁ। ସ୍ବିଡେନ୍‌ର ଉପସଲା ବିଶ୍ୱବିଦ୍ୟାଳୟର ‘ପିସ୍‌ ଆଣ୍ଡ୍‌ କନ୍‌ଫ୍ଲିକ୍ଟ ରିସର୍ଚ୍ଚ’ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ। ଅନ୍ତର୍ଜାତୀୟ ସ୍ତରର ବୁଦ୍ଧିଜୀବୀ ଭାବେ ସେ ଜଣାଶୁଣା। ନିକଟରେ ଭାରତ ସରକାର ତାଙ୍କ ଦରିଆପାରି ଭାରତୀୟ ନାଗରିକତ୍ୱ...

୬ଜଣଙ୍କୁ ମିଳିବ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍‌’

ଭୁବନେଶ୍ୱର, ୨୯।୨ (ବନ୍ଦନା ସେଠୀ)କେନ୍ଦ୍ର ସଙ୍ଗୀତ ନାଟକ ଅକାଦେମୀ ପକ୍ଷରୁ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍‌’ (ଅକାଦେମୀ ରତ୍ନ) ସହ ଅକାଦେମୀ ପୁରସ୍କାର ଏବଂ ଉସ୍ତାଦ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର ଘୋଷଣା କରାଯାଇଛି। କଳା କ୍ଷେତ୍ରରେ ଉତ୍କର୍ଷତା ପାଇଁ...

ରେଙ୍ଗାଲିରେ ଅଟକିବ ‘ସମଲେଶ୍ୱରୀ’, ଲୋଇସିଂହା, ମୁରିବାହାଲରେ ‘ପୁରୀ-ଦୁର୍ଗ ଏକ୍ସପ୍ରେସ୍‌’

ଭୁବନେଶ୍ୱର,୨୯।୨(ଅନୁରାଧା ମହାରଣା)ସମଲେଶ୍ୱରୀ ଏକ୍ସପ୍ରେସ୍‌ ଏବଂ ପୁରୀ ଦୁର୍ଗ ଏକ୍ସପ୍ରେସ୍‌ ପରୀକ୍ଷାମୂଳକ ଭାବେ ନିର୍ଦ୍ଧାରିତ ଷ୍ଟେଶନରେ ରହଣି କରିବ। ୧୮୦୦୫ ହାଓଡ଼ା-ଜଗଦଳପୁର ସମଲେଶ୍ୱରୀ ଏକ୍ସପ୍ରେସ୍‌ ଗୁରୁବାରଠାରୁ ଏବଂ ୧୮୦୦୬ ଜଗଦଲପୁର-ହାଓଡ଼ା ସମଲେଶ୍ୱରୀ ଏକ୍ସପ୍ରେସ ୨୯ ତାରିଖରୁ ରେଙ୍ଗାଲି ଷ୍ଟେଶନରେ ଅଟକିବ। ହାଓଡ଼ାରୁ...

ବିଲ୍‌ ଗେଟ୍‌ସଙ୍କୁ ‘କିସ୍‌ ହ୍ୟୁମାନିଟାରିଆନ ସମ୍ମାନ’

ଭୁବନେଶ୍ୱର,୨୯।୨(ଅନୁରାଧା ମହାରଣା)ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ତଥା ବିଲ୍‌ ଆଣ୍ଡ୍‌ ମିଲିଣ୍ଡା ଗେଟ୍‌ସ ଫାଉଣ୍ଡେଶନର ସହ-ଅଧ୍ୟକ୍ଷ ବିଲ୍‌ ଗେଟସଙ୍କୁ ସମ୍ମାନଜନକ ‘କିସ୍‌ ହ୍ୟୁମାନିଟାରିଆନ ସମ୍ମାନ ୨୦୨୩’ ଦିଆଯାଇଛି। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ...

୧୩୩ ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩୩ ନୂତନ ପ୍ରାଣୀ ଚିକିତ୍ସା ସେବା ଯାନ ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ ହୋଇଛି। ଏଥିପାଇଁ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ...

ବଦଳିଲେ ୩ ଜିଲାପାଳ

ଭୁବନେଶ୍ୱର,୨୯ା୨(ଅନିଲ ଦାସ)ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୩ ଜିଲାର ଜିଲାପାଳଙ୍କୁ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମୟୂରଭଞ୍ଜ ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ବାଲେଶ୍ୱର ଜିଲାପାଳ ଭାବେ...

ଜାଗା ମିଶନ, ମୁକ୍ତା ଯୋଜନାର କାର୍ଯ୍ୟକାରିତା ବୁଲି ଦେଖିଲେ ବିଲ୍‌ ଗେଟ୍ସ

ଭୁବନେଶ୍ୱର,୨୯।୨(ସୁନିତ୍‌ ମିଶ୍ର)ବିଲ୍‌ ଓ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନ୍‌ (ବିଏମ୍‌ଜିଏଫ୍‌)ର ପ୍ରତିଷ୍ଠାତା ଓ କୋଚେୟାର ବିଲ୍‌ ଗେଟ୍ସ ଓଡ଼ିଶା ଗସ୍ତରେ ଆସି ବୁଧବାର କୃଷି ଭବନ ପରିଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହାପରେ ସେ ସ୍ଥାନୀୟ ମା’...

ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨: ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲା ଜୟପୁରରେ ଜିଲା ବିଜ୍ଞାନ କେନ୍ଦ୍ର, ରାୟଗଡ଼ାରେ ପ୍ଲାନେଟାରିୟମ, କେନ୍ଦୁଝର ଜିଲା ଘଟଗାଁରେ ଜିଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ,ମୟୂରଭଞ୍ଜ ଜିଲା ବାରିପଦାଠାରେ ଜିଲା ବିଜ୍ଞାନ କେନ୍ଦ୍ର...

ନବୀନଙ୍କୁ ସାକ୍ଷାତ କଲେ ବିଲ୍‌ ଗେଟ୍‌ସ

ଭୁବନେଶ୍ୱର,୨୮ା୨: ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବୁଧବାର ଓଡ଼ିଶା ଗସ୍ତରେ ଆସି ରାଜଧାନୀର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଏହି ଗସ୍ତ ସମୟରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ବିଲ୍‌ ଗେଟ୍‌ସ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିଭିନ୍ନ...

କୋରାପୁଟ କଫି କିଣିଲେ ବିଲ୍‌ ଗେଟ୍‌ସ

ଭୁବନେଶ୍ୱର,୨୮ା୨: ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ଓଡ଼ିଶା ଆସିଛନ୍ତି। ଏହି ସମୟରେ ସେ ଭୁବନେଶ୍ୱରରେ ହୋଇଥିବା ମିଶନ ଶକ୍ତି ବଜାର ବୁଲି ଦେଖିଛନ୍ତି। ତାଙ୍କୁ ବଜାର ଭିତରକୁ ମିଶନ ଶକ୍ତି ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ ଓ ୫-ଟି...

ନିର୍ବାଚନ ଲଢ଼ିବା ନେଇ ଏପରି କହିଲେ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୨୮।୨: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ଭାଜପା ଟିକେଟ୍‌ରେ ପୁଣି ନିର୍ବାଚନ ଲଢ଼ିବାକୁ ଆଗ୍ରହ ଦେଖାଇଛନ୍ତି ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁ। ଏ ନେଇ ସେ ତାଙ୍କ ପ୍ରତିକ୍ରିୟା ରଖିଥିଲେ ‘ବର୍ତ୍ତମାନ ବାଲେଶ୍ୱରରେ ଭାଜପାରୁ ପ୍ରତାପ ଏମ୍‌ପି ଅଛନ୍ତି ମାନେ ନୁହେଁ...

ନିର୍ବାଚନ ପୂର୍ବରୁ ପୁଣି ୩ ଆଇଏଏସ୍‌ଙ୍କ ବଦଳି : ଜାଣନ୍ତୁ କାହାକୁ କେଉଁଠିକୁ

ଭୁବନେଶ୍ୱର,୨୮।୨ : ଆଇଏଏସ୍‌ ସ୍ତରରେ ବୁଧବାର ଅଦଳବଦଳ ହୋଇଛି। ତିନି ଜିଲାର ଜିଲାପାଳଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ବାଲେଶ୍ୱର, ମୟୂରଭଞ୍ଜ ଏବଂ ପୁରୀ ଜିଲାପାଳଙ୍କୁ ବଦଳି କରାଯାଇଛି। ବିଭାଗ ଦ୍ୱାରା ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଜିଲାପାଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri