ମେଟ୍ରୋ

୩ ଦିନ ହେବ ଘରୁ ପଳାଇ ଆସିଥିଲେ ଯୁବତୀ, ପ୍ରେମିକଙ୍କ ଭଡାଘରୁ ମିଳିଲା ମୃତଦେହ

ଭୁବନେଶ୍ୱର,୭।୧୧(ସୂର୍ଯ୍ୟକାନ୍ତ ବେହେରା ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ କ୍ଷେତ୍ରପାଳୀନଗର ଅଞ୍ଚଳର ଏକ ଭଡା ଘରୁ ଜଣେ ଯୁବତୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି । ମୃତା ଯୁବତୀ ହେଲେ ଖୋର୍ଦ୍ଧା ଅଞ୍ଚଳର ଅଞ୍ଜଳି ବେହେରା (୨୭) । ତେବେ ଯୁବତୀ...

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋର ୩.୨୫ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ନିକଟରେ ଅସୁସ୍ଥ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ସେ...

ବିଶ୍ୱାସରେ ବିଷ ଦେଲେ କେୟାର ଟେକର: ମାଲିକାଣୀଙ୍କ ଘରୁ ଚୋରି କରି…

ଭୁବନେଶ୍ୱର,୬।୧୧(ସୂର୍ଯ୍ୟକାନ୍ତ ବେହେରା): ବିଶ୍ୱାସରେ ବିଷ ଦେଲେ କେୟାର ଟେକର । ମାଲିକଙ୍କ ସେବା କରୁ କରୁ ଘରୁ ଭିତରୁ ସୁନା ଅଳଙ୍କାର ଚୋରି କରି ଫେରାର ହୋଇଯାଇଥିବା ଜଣେ କେୟାର ଟେକରଙ୍କୁ ଖଣ୍ଡଗିରି ଥାନା ପୋଲିସ ୫ ମାସର ଲୁଚାକାଳି...

୩୬ ସାଙ୍ଗଠନିକ ଜିଲା ସଭାପତିଙ୍କ ତାଲିକା ଘୋଷଣା କଲା ଭାଜପା

ଭୁବନେଶ୍ୱର, ୬।୧୧(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଦାୟିତ୍ୱ ନେବାର ଦୀର୍ଘଦିନ ପରେ ୩୬ ସାଙ୍ଗଠନିକ ଜିଲାର ସଭାପତିଙ୍କ ନାମ ଘୋଷଣା କରାଯାଇଛିା ତେବେ ଏହି ଜିଲା ସଭାପତି ଚୟନ ଲାଗି ଦୀର୍ଘଦିନ ବିଳମ୍ବ ହେବାକୁ ନେଇ...

ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ

ଭୁବନେଶ୍ୱର,୬ା୧୧: ଦୁଇଦିନ ହେବ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।   ଆଗାମୀ #୨୪ଘଣ୍ଟା ରେ ରାଜ୍ୟରେ ରାତ୍ରି ତାପମାତ୍ରାରେ...

ଜୟପୁରରେ ପହଞ୍ଚିଲା ବିମାନ

ଭୁବନେଶ୍ୱର,୬ା୧୧: ରାଜଧାନୀ ଭୁବନେଶ୍ୱର ବିମାନବନ୍ଦରରୁ ସୋମବାର ସକାଳ ୭.୧୦ରେ ଉଡ଼ାଣ କରିଥିବା ଇଣ୍ଡିଆଓ୍ବାନ୍‌ ଏୟାର ବିମାନ  ୮.୪୫ରେ କୋରାପୁଟ ଜିଲାର ଜୟପୁରଠାରେ ପହଞ୍ଚିଛି। ତେବେ ଏହି ବିମାନ ଜୟପୁରରୁ ସକାଳ ୯ଟାରେ ଛାଡ଼ି ଭୁବନେଶ୍ୱରରେ ୧୦.୧୫ରେ ପହଞ୍ଚିବ ବୋଲି ବିମାନବନ୍ଦର...

ଆବର୍ଜନା ଗଦାରୁ ଅଜଣା ରୋଗର ଭୟ

ଭୁବନେଶ୍ୱର, ୬।୧୧ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ)ରେ ଅଳିଆର ପାହାଡ଼ ଜମା ହୋଇଛି। ଦିନେ ଅସ୍ଥାୟୀ ଭାବେ ଆବର୍ଜନା ପଡିବା ପାଇଁ ଆରମ୍ଭ ହୋଇଥିବା ଏହି ସ୍ଥାନ ଏବେ ସ୍ଥାୟୀ ଡମ୍ଫିୟାର୍ଡରେ ପରିଣତ...

ଖିମ୍‌ଜୀ ଜୁଏଲର୍ସର ଧନ୍‌ତେରସ୍‌ ଧନବର୍ଷା ସ୍କିମ୍‌ ଉନ୍ମୋଚିତ

ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଧନ୍‌ତେରସ୍‌ର ଶୁଭ ପର୍ବରେ ଖୁସିକୁ ଦ୍ୱିଗୁଣିତ କରିବା ପାଇଁ ଖିମ୍‌ଜୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ‘ଧନ୍‌ତେରସ୍‌ ଧନବର୍ଷା’ ସ୍କିମ୍‌ର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି...

ଗୌତମ ପାତ୍ରଙ୍କୁ ନୂତନ ଦାୟିତ୍ୱ

ଭୁବନେଶ୍ୱର,୫।୧୧ୟୁକୋ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱରଠାରେ ଏକ ନୂତନ ମହାପ୍ରବନ୍ଧକ କାର୍ଯ୍ୟାଳୟର ଶୁଭାରମ୍ଭ କରାଯାଇଛି। ବିଶେଷକରି ବ୍ୟାଙ୍କର ବ୍ୟବସାୟିକ ଅଭିବୃଦ୍ଧି ପାଇଁ ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଓଡ଼ିଶା, ଛତିଶଗଡ଼, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ଭଳି ରାଜ୍ୟରେ ବ୍ୟାଙ୍କର ସାମଗ୍ରିକ...

ୟୁବିଆଇ ପକ୍ଷରୁ ୱାକାଥନ୍‌

ଭୁବନେଶ୍ୱର,୫।୧୧: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଏକ ମେଗା ୱାକାଥନ୍‌ର ଆୟୋଜନ କରାଯାଇଥିଲା। ଏଥିରେ ୟୁବିଆଇ କ୍ଷେତ୍ରୀୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସମେତ ବ୍ରହ୍ମପୁର ସହର ଓ ଉପକଣ୍ଠରେ ଥିବା ଶାଖା...

ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ

ଭୁବନେଶ୍ୱର,୪ା୧୧: ଧରିତ୍ରୀ ମୁଖ୍ୟ କାର୍ଯ୍ୟାଳୟରେ ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ...

ଏସ୍‌. ସୁଶ୍ରୀ ମୟୂରଭଞ୍ଜ ଏସ୍‌ପି, ନବରଙ୍ଗପୁରର ରୋହିତ ବର୍ମା

ଭୁବନେଶ୍ୱର,୪ା୧୧(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଏସ୍‌ପି ତଥା ୨୦୧୧ ବ୍ୟାଚ୍‌ର ଆଇପିଏସ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri