ମେଟ୍ରୋ

ଆଜି କ୍ୟାବିନେଟ: ଏସବୁ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଗୁରୁବାର ସନ୍ଧ୍ୟା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ଉଚ୍ଚଶିକ୍ଷା, ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି...

ଏବର୍ଷ ଅଧିକ ଗରମ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ):ମାଘରେ ମୁଣ୍ଡଫଟା ଖରା। ଉପାନ୍ତଠାରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ପାରଦ ଉପରମୁହାଁ। ସକାଳ ୧୦ଟା ପରେ ଘରୁ ବାହାରିବାକୁ ବି ଡର। ପ୍ରବଳ ଖରାରେ ସାରା ରାଜ୍ୟର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ଏବର୍ଷ ଅସ୍ବାଭାବିକ ଜଳବାୟୁ ସହ...

ଆଜି ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୨: ବୁଧବାର ରାଜ୍ୟର ୧୫ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ରେକର୍ଡ ଭାଙ୍ଗିଛି। ଆଜି ରାଜଧାନୀରେ ଦିନର ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ କରାଯାଇଛି। ଯାହାକି ସର୍ବୋଚ୍ଚ ତାପମାତ୍ରା। ସେହିପରି କଟକରେ ଆଜି...

ଭୁବନେଶ୍ୱରରେ ଟ୍ରେନ୍ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର,୨୧।୨: ଭୁବନେଶ୍ୱର ପଟିଆ ଷ୍ଟେଶନ ନିକଟରେ ଟ୍ରେନ୍ ଆଗକୁ ଡେଇଁ ଯୁବକ। ସ୍ଥାନୀୟ ଲୋକଙ୍କ କହିବା ମୁତାବକ କେହି କିଛି ଭାବିବା ଆଗରୁ ଯୁବକ ଜଣକ ଟ୍ରେନ୍ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନ୍ ଧକ୍କାରେ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ...

ଆଜି ୫ ଜିଲାରେ ଗଡ଼ିଲା ୨୫୫ ବସ୍‌, ୯୫% ପଞ୍ଚାୟତକୁ ଯୋଡ଼ିଲା ‘ଲକ୍ଷ୍ମୀ’

ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡ଼ା ଓ ବୌଦ୍ଧ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ...

ଜନଜାତି ଭଉଣୀ-ଭାଇଙ୍କ ନାଁରେ ଥିବା ମୋକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି...

ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହେବା ପରେ ସ୍ବାର୍ଥ ଲାଗି ଭାଜପା ଛଡ଼ିଥିଲେ ନବୀନ ବାବୁ: ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୨୧।୧: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ଭାଜପାରେ ଯୋଗ ଦେଇଛନ୍ତି। ଏ ନେଇ ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ଭାଜପାରେ ମିଶିଛି। ଏହା ସହ ଓଡ଼ିଶାରେ ଅନ୍ଧ, ମୂକ...

ବିଶ୍ୱସ୍ତରୀୟ କ୍ରୀଡା କ୍ୟାମ୍ପସରେ ପରିଣତ ହେବ ବାରବାଟୀ ଷ୍ଟାଡିୟମ, ୬୦ ହଜାର ଦର୍ଶକ ବସିବାକୁ ରହିବ ବ୍ୟବସ୍ଥା

ଭୁବନେଶ୍ୱର,୨୧।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଏହି ସମୟରେ ରାଜ୍ୟରେ କ୍ରିକେଟ ବିକାଶ ସମ୍ପର୍କରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଭାପତି ପ୍ରଣବ ପ୍ରକାଶ ଦାସ ଏବଂ ଅନ୍ୟ...

ଭାଜପାରେ ସାମିଲ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୨୧।୨: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ବୁଧବାର ଭାଜପାରେ ସାମିଲ ହୋଇଛନ୍ତି। ପ୍ରଦୀପ ଓ ତାଙ୍କର କିଛି ସମର୍ଥକ ଭାଜପାର ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଆଜି ବିଧିବଦ୍ଧ ଭାବେ ପଦ୍ମ...

ଆଜି ଅନ୍ତର୍ଜାତୀୟ ମାତୃଭାଷା ଦିବସ: ମାତୃଭାଷା ଆଦ୍ୟ ପରିଚୟ

ଭୁବନେଶ୍ୱର,୨୧।୨(ଶର୍ମିଷ୍ଠା ପାଣିଗ୍ରାହୀ): କଥାରେ ଅଛି ‘ଉଚ୍ଚ ହେବା ପାଇଁ କର ଯେବେ ଆଶା, ଉଚ୍ଚ କର ଆଗ ନିଜ ମାତୃଭାଷା’। ମାତୃଭାଷା ମଣିଷର ଆଦ୍ୟ ପରିଚୟ, ଯାହାକୁ ପଢ଼ି, ଶିଖି ସେ ବଡ଼ ହୋଇଥାଏ। ନିଜର ମାତୃଭାଷା ପାଇଁ ବ୍ୟକ୍ତିଟିଏ...

ଆନ୍ଦୋଳନରୁ ଓହରିଲା ସଚିବାଳୟ ସେବା ସଂଘ

ଭୁବନେଶ୍ୱର,୨୦ା୨(ଅନିଲ ଦାସ)- କେନ୍ଦ୍ର ସଚିବାଳୟ ହାରରେ ଦରମା ଦାବିରେ ଫେବୃଆରୀ ୧୩ରୁ କଲମ ଛାଡ ଆନ୍ଦୋଳନ ଚଳାଇଥିବା ସଚିବାଳୟ କର୍ମଚାରୀମାନେ ମଙ୍ଗଳବାର ପୂର୍ବାହ୍ନରେ ଅଚାନକ ଆନ୍ଦୋଳନରୁ ଓହରି ଯାଇଛନ୍ତି । ଆନ୍ଦୋଳନରେ ଯୋଗ ଦେଇଥିବା ଅଫିସରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ...

ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି: ଭିନ୍ନକ୍ଷମ ଭକ୍ତଙ୍କ ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ,୨୦।୨ : ଭିନ୍ନକ୍ଷମ ଭକ୍ତ କିପରି ସୁରୁଖୁରୁରେ ଜଗା ଦର୍ଶନ ପରିପାରିବେ ଏନେଇ ମଙ୍ଗଳବାର ଛତିଶା ନିଯୋଗ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ଶ୍ରୀମନ୍ଦିର ନାଟ ମଣ୍ଡପ ମରାମତି ନେଇ ମଧ୍ୟ ଆଲୋଚନା ହୋଇଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri