ମେଟ୍ରୋ

ବର୍ଷିଲା ଭାଜପା: ବାରମିଶା ଚାଉଳରେ ମହାପ୍ରସାଦ ରାନ୍ଧି ଶ୍ରୀମନ୍ଦିର ପରମ୍ପରାକୁ ନଷ୍ଟ କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୬।୨(ସୁନିତ୍‌ ମିଶ୍ର): ପୁରୀ ଶ୍ରୀମନ୍ଦିରରୁ ଗତ ୨ ଦିନ ମଧ୍ୟରେ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଛି, ଯାହା ଅଗଣିତ ଜଗନ୍ନାଥପ୍ରେମୀଙ୍କ ଆସ୍ଥା, ବିଶ୍ୱାସ ଉପରେ କୁଠାରାଘାତ ପହଞ୍ଚାଇବା ସହ ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରାକୁ ଧୂଳିସାତ କରିଛି। ଏନେଇ ସାରା...

ଭୁବନେଶ୍ୱରରୁ ଅଯୋଧ୍ୟା ଗଡ଼ିଲା ଆସ୍ଥା ସ୍ପେଶାଲ ଟ୍ରେନ: ରାମଲାଲାଙ୍କ ଦର୍ଶନ ପାଇଁ ଉତ୍ସାହିତ ଶ୍ରଦ୍ଧାଳୁ

ଭୁବନେଶ୍ବର,୬।୨: ପ୍ରଭୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଭୁବନେଶ୍ୱର ରେଳ ଷ୍ଟେଶନରୁ ଶ୍ରଦ୍ଧାଳୁଙ୍କୁ ଧରି ବାହାରିଛି ଅଯୋଧ୍ୟା ଆସ୍ଥା ସ୍ପେଶାଲ ଟ୍ରେନ। ରାମଲାଲାଙ୍କ ଦର୍ଶନ ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ...

ପରିକ୍ରମା ପ୍ରକଳ୍ପ ନାଁରେ ଜଗନ୍ନାଥ ସଂସ୍କୃତିକୁ ଆଘାତ ଦେଇଛନ୍ତି ସରକାର

ଭୁବନେଶ୍ୱର,୬।୨(ସୁନିତ୍‌ ମିଶ୍ର):ରାଜ୍ୟର ବିଭିନ୍ନ ଜନପ୍ରସଙ୍ଗ, ସାଧାରଣ ଲୋକଙ୍କ ମୌଳିକ ସମସ୍ୟା ଏବଂ ସାମ୍ପ୍ରତିକ ସାମାଜିକ ଓ ରାଜନୈତିକ ପରିସ୍ଥିତିକୁ ନେଇ ଭାଜପା ବିଧାନସଭା ଅଧିବେଶନରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହିତ ସରକାରଙ୍କୁ ଜବାବ ତଲବ କରିବ। ବିଶେଷ ଭାବେ ପରିକ୍ରମା...

ଆଜି ଓଡ଼ିଶାରେ ପହଞ୍ଚିବେ ରାହୁଲ

ଭୁବନେଶ୍ୱର,୬ା୨(ସୁନିତ୍‌ ମିଶ୍ର):ମୋଦି ସରକାରଙ୍କ ଏକଚ୍ଛତ୍ରବାଦ ଶାସନ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ଗତ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି।...

୧୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୫।୨(ସତ୍ୟଜିତ୍‌ ରାଉତ): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଗଡ଼ିଆପଡ଼ା ଗ୍ରାମ ନିକଟରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ରବିବାର ଚଢ଼ାଉ କରି ୩ କୁଇଣ୍ଟାଲ ୩ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଚାଲାଣକାରୀଙ୍କୁ ଏସ୍‌ଟିଏଫ୍‌ ଗିରଫ...

ପ୍ରତି ୫ ବର୍ଷରେ ହେବ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଆଉ ୩ ଦିନ ଖୋଲା ରହିବ ମ୍ୟୁଜିୟମ

ଭୁବନେଶ୍ୱର, ୫।୨(ଅସମାପିକା ସାହୁ): ପ୍ରତି ୫ ବର୍ଷରେ ଥରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ। ଭୁବନେଶ୍ୱର ଜନତା ମଇଦାନରେ ଚାଲିଥିବା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉଦ୍‌ଯାପନ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା...

ଆମ୍ବେଡକରଙ୍କ ନାମରେ ନାମିତ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୫ା୨(ଅସମାପିକା ସାହୁ): ସମ୍ବିଧାନ ପ୍ରଣେତା ଡକ୍ଟର ଭୀମରାଓ ରାମଜୀ ଆମ୍ବେଡକରଙ୍କ ନାମରେ ନାମିତ ହେବ ନବନିର୍ମିତ ବରମୁଣ୍ଡା ବସ୍‌ଷ୍ଟାଣ୍ଡ। ଏନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଡକ୍ଟର ଆମ୍ବେଡକର ଜଣେ ଦୂରଦର୍ଶୀ ନେତା ତଥା...

ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ, ହ୍ରାସ ପାଇଛି ବେକାରୀ ଅଭିବୃଦ୍ଧି ହାର: ରାଜ୍ୟପାଳ

ଭୁବନେଶ୍ୱର,୫।୨: ଓଡିଶା ରାଜ୍ୟପାଳ ରଘୁବର ଦାସ ସୋମବାର ବିଧାନସଭାରେ ବଜେଟ ଅଧିବେଶନରେ ନିଜର ଅଭିଭାଷଣ ରଖିଛନ୍ତି। ସେଥିରେ ସେ ରାଜ୍ୟର ଅର୍ଥନୀତି ଅଭିବୃଦ୍ଧି ଉପରେ ଆଲୋକପାତ କରିଛନ୍ତି। ସେ କହିଛନ୍ତି, କରୋନା ପରେ ରାଜ୍ୟ ଅର୍ଥନୀତି ଦୃତ ଗତିରେ ବୃଦ୍ଧି...

ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ବୈଠକ: ସୁବାସ ସିଂ, ଅରିନ୍ଦମଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

କଟକ,୫।୨:(ଶିଳ୍ପା ପ୍ରିୟଦର୍ଶିନୀ) ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ନେଇ ରବିବାର ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ପକ୍ଷରୁ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ବିଜେଡି ନେତା, ବିଜୁ ଯୁବ ଛାତ୍ର...

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ

ଭୁବନେଶ୍ୱର,୫ା୨(ସୁନିତ୍‌ ମିଶ୍ର): କଂଗ୍ରେସ ଟିକେଟ ଆଶାୟୀଙ୍କ ପାଇଁ ଦଳ ପକ୍ଷରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶାରେ କଂଗ୍ରେସ ପକ୍ଷରୁ ପ୍ରଗମନ ଅଭିଯାନ ଆରମ୍ଭ କରାଯାଇଛି। ରବିବାର ଠାରୁ ଟିକେଟ ଆଶାୟୀମାନେ www.pragaman.inରେ ଅନ୍‌ଲାଇନ ଯୋଗେ ଆବେଦନ କରିପାରିବେ।...

ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୫।୨(ସୁନିତ୍‌ ମିଶ୍ର): ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭହୋଇ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଶେଷ ଅଧିବେଶନ ହୋଇପାରେ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି...

ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ବତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର-ଜେଏନ୍‌ୟୁ ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ୱର,୪ା୨(ଅସମାପିକା ସାହୁ): ନୂଆଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ବତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡ଼ିଶା ସରକାର ଓ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ,ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ରବିବାର ଲୋକସେବା ଭବନଠାରେ ଆୟୋଜିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri