ମେଟ୍ରୋ

୨ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣାକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନ ମଙ୍ଗଳବାର ଅପରାହ୍ନରେ ଆରମ୍ଭ ହେବାପରେ ସଂସଦୀୟ ବ୍ୟାପାର ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା ବାସନ୍ତୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଶୋକ...

ଏମ୍‌ସରେ ଖୋଲିବ ୩ ନୂଆ ବିଭାଗ

ଭୁବନେଶ୍ୱର, ୨୭।୯(ଅସମାପିକା ସାହୁ): ରୋଗୀ ସେବାକୁ ତ୍ୱରାନ୍ବିତ କରିବା ପାଇଁ ଏମ୍‌ସ ଭୁବନେଶ୍ୱର ଆଉ ତିନୋଟି ବିଭାଗ ଖୋଲିବ। ଏହି ବିଭାଗଗୁଡ଼ିକ ହେଲା ସଂକ୍ରାମକ ରୋଗ ବିଭାଗ, ବାୟୋ ଇନ୍‌ଫର୍ମାଟିକ୍ସ ବିଭାଗ ଏବଂ ବାୟୋଷ୍ଟାଟିଷ୍ଟିକ୍ସ ବିଭାଗ। ଷ୍ଟାଣ୍ଡିଂ ଏକାଡେମିକ୍‌ କମିଟି...

୨୮ରେ ସରକାରୀ ଛୁଟି

ଭୁବନେଶ୍ୱର, ୨୭।୯(ଅସମାପିକା ସାହୁ):  ମହାପୁରୁଷ ମହମ୍ମଦଙ୍କ ଜନ୍ମଦିନ ଆସନ୍ତା ୨୮ ତାରିଖକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଏହିଦିନ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ସମେତ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ କୋର୍ଟ(ଏକ୍‌ଜିକ୍ୟୁଟିଭ୍‌)ବନ୍ଦ ରହିବ। ଏ ନେଇ ମଙ୍ଗଳବାର ରାଜସ୍ବ...

‘ପୁଅ କହିଲେ, ଝିଅ ଦେଲେ’

ଭୁବନେଶ୍ୱର, ୨୭।୯ (ଅସମାପିକା ସାହୁ): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି। ପ୍ରଥମେ ପୁଅ ଜନ୍ମ ହୋଇଥିବା କହି ପରେ ଝିଅ ଦିଆଯାଇଥିବା ଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ନବଜାତ ଶିଶୁର ବାପା ତଥା...

ନବୀନଙ୍କୁ ଶୂନ ମାର୍କ ମିଳିବ: ଜୟନାରାୟଣ

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କେତେକାଂଶରେ କେନ୍ଦ୍ର ସରକାରଙ୍କୁ ମଧ୍ୟ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆଭିମୁଖ୍ୟ ପୁଣି ଥରେ ରାଜ୍ୟ...

ବିଜେଡିରେ ଯାଜପୁରର ଶତାଧିକ ଭାଜପା କର୍ମୀ

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଯାଜପୁର ନିର୍ବାଚନମଣ୍ଡଳୀର ଭାଜପା ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟରଞ୍ଜନ ଧଳ ଏବଂ ଯାଜପୁର ଜିଲା ଭାଜପା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷୀକେଶ ମେକାପଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମକର୍ତ୍ତା ମଙ୍ଗଳବାର ଶଙ୍ଖଭବନଠାରେ ବିଜୁ ଜନତା ଦଳ...

ଅକ୍ଟୋବର ୨ରୁ ବିଜେଡିର ପଦଯାତ୍ରା

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଚଳିତ ବର୍ଷ ବିଜୁ ଜନତା ଦଳ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ କରିବ। ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର...

ପ୍ରଭାତ ବିଶ୍ୱାଳଙ୍କ ବିରୋଧରେ ଇଡିର ଚାର୍ଜଶିଟ୍‌

ଭୁବନେଶ୍ୱର,୨୭ା୯(ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ସିଶୋର ଚିଟ୍‌ଫଣ୍ଡ ଠକେଇ ମାମଲାର ଆର୍ଥିକ କାରବାର ଦିଗକୁ ନେଇ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ବିରୋଧରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର...

ଆପାର୍ଟମେଣ୍ଟ କ୍ରେତା ସଂଘକୁ କ୍ଷମତା

ଭୁବନେଶ୍ୱର,୨୭ା୯ (ଅନିଲ ଦାସ): ବହୁ ପ୍ରତୀକ୍ଷା ପରେ ଆପାର୍ଟମେଣ୍ଟ ମାଲିକ(କ୍ରେତା)ମାନଙ୍କୁ ସୁରକ୍ଷା ଦେବା ସକାଶେ ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ(ମାଲିକାନା ଓ ପରିଚାଳନା) ବିଲ୍‌-୨୦୨୩କୁ ମଙ୍ଗଳବାର ବିଧାନସଭାରେ ଗୃହୀତ କରାଇଛନ୍ତି॥ ଏଥିରେ ଆପାର୍ଟମେଣ୍ଟ କ୍ରେତାମାନଙ୍କ ସଂଘକୁ ଅଧିକ କ୍ଷମତା ଦିଆଯାଇଛି।...

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୬।୯: ବିଧାନସଭା ଅଧିବେଶନର ମଙ୍ଗଳବାର ତୃତୀୟ ଦିନ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ହୋହଲ୍ଲା କରିଥିଲେ । ଏମିତିକି ବାଚସ୍ପତିଙ୍କ ଆସନ ସମ୍ମୁଖରେ ଯାଇ ନାରାବାଜି ଦେଇଥିଲେ। ଫଳରେ ବାଚସ୍ପତି ଗୃହକୁ ୧୨ ଟା ଯାଏ ମୁଲତବୀ ରଖିଥିଲେ ।...

ଉଚ୍ଚଶିକ୍ଷା ପାଇଁ ଛୁଟି ନେଇପାରିବେ ଡାକ୍ତର

ଭୁବନେଶ୍ୱର, ୨୬ା୯(ଅସମାପିକା ସାହୁ):ଉଚ୍ଚଶିକ୍ଷା ନିମନ୍ତେ ଯିବାକୁ ଚାହୁଁଥିବା ଡାକ୍ତରଙ୍କୁ ଛୁଟି ମିଳିବ। କେତେଜଣ ପିଜି ଏବଂ ପୋଷ୍ଟ ପିଜି ଡାକ୍ତରଙ୍କ ଅଭିଯୋଗ ଶୁଣିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏଭଳି ନିଷ୍ପତ୍ତି ନେଇଛି। ଏ ସମ୍ପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ...

୧୭ ଜିଲାକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୬।୯(ଅସମାପିକା ସାହୁ):ରାଜ୍ୟରେ ଏବେ କୌଣସି ପ୍ରକାର ଘୂର୍ଣ୍ଣିବଳୟର ପ୍ରଭାବ ନ ଥିବାବେଳେ ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏପରିସ୍ଥିତିରେ ସୋମବାର ବାରିପଦାରେ ସର୍ବାଧିକ ୫୮ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ଝାରସୁଗୁଡ଼ାରେ ୨୯ ମିମି ଓ ଜଗତସିଂହପୁରରେ ୨୭.୧...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri