ମେଟ୍ରୋ

ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୨।୯(ଅସମାପିକା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ(ସିମାଟିକ୍‌) ନିଯୁକ୍ତି ପାଇବେ। ଏଥିପାଇଁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ୱେବ୍‌ସାଇଟ୍‌ https://osepa.odisha.gov.inରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀ ପ୍ରାର୍ଥୀମାନେ ୧୩...

‘ଗଗନଯାନ’ ପାଇଁ ଯନ୍ତ୍ରାଂଶ ନିର୍ମାଣ କରୁଛନ୍ତି ସିଟିଟିସିର ୧୨୦ କର୍ମଚାରୀ

ଭୁବନେଶ୍ୱର, ୧୨।୯(ଅସମାପିକା ସାହୁ):ଇସ୍ରୋର ‘ଗଗନଯାନ’ ପ୍ରୋଜେକ୍ଟ ପାଇଁ ଭୁବନେଶ୍ବରରେ ଥିବା ସେଣ୍ଟ୍ରାଲ୍‌ ଟୁଲ୍‌ ରୁମ୍‌ ଆଣ୍ଡ୍‌ ଟ୍ରେନିଂ ସେଣ୍ଟର(ସିଟିଟିସି) କାମ କରୁଛି। ଗଗନଯାନ ପାଇଁ ଆବଶ୍ୟକ କେତେକ ଯନ୍ତ୍ରାଂଶ ସିଟିଟିସି ତିଆରି କରୁଛି। ଚନ୍ଦ୍ରୟାନ-୩ ଓ ଆଦିତ୍ୟ ଏଲ୍‌-୧ର ସଫଳତା...

ୱେବ୍‌ ପୋର୍ଟାଲ ନାଁରେ ଅଭିଯୋଗ ଆଣିଲେ ଅଭିନେତ୍ରୀ ଅନୁ ଚୌଧୁରୀ

ଭୁବନେଶ୍ୱର,୧୨।୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ଖବର ପ୍ରଚାର କରିଥିବା ଏକ ୱେବ୍‌ ପୋର୍ଟାଲ ବିରୋଧରେ ଅଭିଯୋଗ ଆଣି ଓଲିଉଡ୍‌ ଅଭିନେତ୍ରୀ ଅନୁ ଚୌଧୁରୀ ଅସନ୍ତୋଷ ପ୍ରକାଶ କରିଛନ୍ତି। କର୍କଟ ରୋଗରେ ଆକ୍ରାନ୍ତ ହୋଇ ଅନୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ନେଇ ଫଟୋ...

ରାଜଧାନୀରେ ଡେଙ୍ଗୁ ସଂକ୍ରମଣ ୨୬ଶହ ପାର୍‌

ଭୁବନେଶ୍ୱର, ୧୨।୯ (ବନ୍ଦନା ସେଠୀ):ସେପ୍ଟେମ୍ବରରେ ଡେଙ୍ଗୁ ସଂକ୍ରମଣ ପିକ୍‌ରେ ପହଞ୍ଚତ୍ବ ବୋଲି ସ୍ବାସ୍ଥ୍ୟ ବିଭାଗ ଯେଉଁ ଆକଳନ କରିଥିଲା ଏବେ ତାହା ହିଁ ହୋଇଛି। ମାସ ଆରମ୍ଭରୁ ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ବିଗିଡିବାରେ ଲାଗିଛି। ଦୈନିକ ରେକର୍ଡ ସଂଖ୍ୟକ...

ଭାରତ ବୈଶ୍ୱିକ ମଡେଲ୍‌ ହେବାକୁ ଯାଉଛି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨ା୯(ସୁନିତ୍‌ ମିଶ୍ର): ଭାରତ ବୈଶ୍ୱିକ ମଡେଲ୍‌ ହେବାକୁ ଯାଉଛି। ଏସବୁ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଯୋଗୁ ହୋଇପାରୁଛି। ଯେତେବେଳେ ଭାରତ ଚନ୍ଦ୍ରାୟନର ଉପଲବ୍ଧି କରୁଛି, ସୂର୍ଯ୍ୟ ଅଭିଯାନ କରୁଛି ଭାରତ ସେତେବେଳେ ବୈଶ୍ୱିକ ରାଜନୀତିରେ ନିଜର...

ଆଗେଇପାରୁନି ‘ମୋ ଘର’ ଯୋଜନା

ଭୁବନେଶ୍ୱର, ୧୨ା୯(ସୁନିତ୍‌ ମିଶ୍ର):ରାଜ୍ୟରେ ଯେଉଁ ଗରିବ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିମ୍ବା ବିଜୁ ପକ୍କାଘର ପାଇବାରୁ ବଞ୍ଚିତ ଅଛନ୍ତି କିମ୍ବା ଅନ୍ୟ କୌଣସି କାରଣରୁ ପକ୍କାଘର ଖଣ୍ଡେ କରିପାରୁନାହାନ୍ତି ସେମାନଙ୍କ ଲାଗି ରାଜ୍ୟ ସରକାର ‘ମୋ ଘର’ ଯୋଜନା...

କମୁନି ପିଲାଙ୍କ ବସ୍ତାନି ବୋଝ

ଭୁବନେଶ୍ୱର,୧୨ା୯(ଅସମାପିକା ସାହୁ):ଛୋଟ ଛୋଟ ପିଲାମାନେ ଓଜନିଆ ବ୍ୟାଗ୍‌ ନେଇ ବିଦ୍ୟାଳୟକୁ ଯାଉଛନ୍ତି। ତାହା ପୁଣି ନିଜ ଓଜନର ପାଖାପାଖି ୩୦ପ୍ରତିଶତ। ସ୍କୁଲ ବ୍ୟାଗ୍‌ ଓଜନ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ସ୍ବତନ୍ତ୍ର ନିୟମ କରିଥିଲେ ମଧ୍ୟ ତାହାକୁ ପାଳନ...

ଶିକ୍ଷାନୁଷ୍ଠାନରୁ ଉଦ୍ୟୋଗୀ ସୃଷ୍ଟି ଲକ୍ଷ୍ୟ

ଭୁବନେଶ୍ୱର,୧୨ା୯(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଓଡ଼ିଶା ଷ୍ଟାର୍ଟଅପ୍‌ ଯାତ୍ରା ଓ ଷ୍ଟାର୍ଟଅପ୍‌ ଏକ୍ସପ୍ରେସ-୨୦୨୩ର ଶୁଭାରମ୍ଭ କରିଛନ୍ତି। ତୃଣମୂଳ ସ୍ତରରୁ ପୁଞ୍ଜିନିବେଶକ ଏବଂ ଉଦ୍ୟୋଗୀ ସୃଷ୍ଟି ସହ ୨୦୨୫ ସୁଦ୍ଧା ରାଜ୍ୟରେ ୫ ହଜାର ଷ୍ଟାର୍ଟଅପ୍‌ ପ୍ରତିଷ୍ଠା କରିବା...

ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କ ଭାଦ୍ର ପରିକ୍ରମା ସତ୍‌ସଙ୍ଗ

ଭୁବନେଶ୍ବର,୧୧।୯: ସାମ୍ବାଦିକ ଏବଂ ସାହିତି୍ୟକ ହେଉଛନ୍ତି ସ୍ରଷ୍ଟା। ସେମାନେ ଏଭଳି ଆଲେଖ୍ୟ ପରିବେଷଣ କରିବା ଉଚିତ, ଯାହା ମାନବ ସମାଜର ହିତ ସାଧନ କରିବାରେ ସକ୍ଷମ ହେବ। ଏପରିକି ଲେଖା ମାଧ୍ୟମରେ ସକାରାତ୍ମକ ପରିବର୍ତ୍ତନ ଅଣାଯାଇପରିବ ବୋଲି ସତ୍‌ସଙ୍ଗୀ ସାମ୍ବାଦିକ...

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସଂଶୋଧିତ ବିଜ୍ଞପ୍ତି

ଭୁବନେଶ୍ୱର, ୧୧।୯(ଅସମାପିକା ସାହୁ): ୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିଲେ ବି ଦ୍ୱିତୀୟ ପର୍ଯ୍ୟାୟରେ ନାମଲେଖା ପାଇଁ ଆବେଦନ କରିପାରିବେ। ଛାତ୍ରୀଛାତ୍ରଙ୍କଠାରୁ ଅଭିଯୋଗ ପାଇବା ପରେ ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଆବେଦନ...

୧,୦୬୫ ଅଧ୍ୟାପକ ପଦବୀ ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର,୧୧।୯(ଅସମାପିକା ସାହୁ): ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ କଲେଜରେ ୧,୦୬୫ ଅଧ୍ୟାପକ ପଦବୀ ପୂରଣ ହେବ। ଏଥିପାଇଁ ସୋମବାରଠାରୁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଆବେଦନ ପ୍ରକ୍ରିୟା ଅକ୍ଟୋବର ୧୩ ରାତି ୧୧ଟା ୪୫ ଯାଏ ଚାଲିବ। ଏ...

ପାର୍ବଣ ପୂର୍ବରୁ ଭିଡ଼ ନିୟନ୍ତ୍ରଣ ଚିନ୍ତା

ଭୁବନେଶ୍ୱର,୧୧।୯(ସତ୍ୟଜିତ୍‌ ରାଉତ): ରାଜଧାନୀରେ ଦିନକୁ ଦିନ ଲୋକଙ୍କ ସହ ଗାଡ଼ି ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ସେହି ଅନୁସାରେ ଟ୍ରାଫିକ୍‌ ବ୍ୟବସ୍ଥାକୁ ବ୍ୟବସ୍ଥିତ କରାଯାଇ ନ ପାରିବାରୁ ଅସମ୍ଭାଳ ଗହଳି ପରିଲକ୍ଷିତ ହେଉଛି। ଆବଶ୍ୟକ ସଂଖ୍ୟାରେ ଟ୍ରାଫିକ୍‌ ପୋଷ୍ଟ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri