ମେଟ୍ରୋ

କୋଚିଂ ସେଣ୍ଟରକୁ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଆଇନ ହେଉ

ଭୁବନେଶ୍ୱର, ୭।୯(ଅସମାପିକା ସାହୁ)ରାଜ୍ୟରେ ମାଳ ମାଳ କୋଚିଂ ସେଣ୍ଟର ଖୋଲାଯାଉଛି। କୋଚିଂ ସେଣ୍ଟରଗୁଡ଼ିକ ପାଇଁ କୌଣସି ସ୍ବତନ୍ତ୍ର ନିୟମ ନ ଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକ ଶୋଷଣର ଶିକାର ହେଉଛନ୍ତି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ରହୁ ନ ଥିବାରୁ ଛାତ୍ରୀଛାତ୍ରଙ୍କ...

ସାପକାମୁଡ଼ା ମୃତ୍ୟୁସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୭ା୯(ଅସମାପିକା ସାହୁ)ଓସ୍‌ଡମା ଦ୍ୱାରା ପ୍ରସ୍ତୁତ ଷ୍ଟେଟ୍‌ ଡିଜାଷ୍ଟର ମ୍ୟାନେଜମେଣ୍ଟ ପ୍ଲାନ୍‌-୨୦୨୩ରେ ପ୍ରକାଶିତ ପୁସ୍ତକର ୨୨ ନମ୍ବର ପୃଷ୍ଠାରେ ୨୦୧୫-୧୬ ରୁ ୨୦୨୧-୨୨ ଅର୍ଥାତ୍‌ ୭ବର୍ଷରେ ୫,୩୩୩ ଜଣଙ୍କ ମୃତ୍ୟୁ ରେକର୍ଡ ହୋଇଛି। କିନ୍ତୁ ସେହି ବହିର ୩୫ ନମ୍ବର...

ବଜ୍ରପାତକୁ ପ୍ରାକୃତିକ ବିପତ୍ତି ଘୋଷଣା କରିବାକୁ କେନ୍ଦ୍ର ନିକଟରେ ଦାବି ଜଣାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୬ା୯(ଅନିଲ ଦାସ): ରାଜ୍ୟରେ ବଜ୍ରପାତଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବଜ୍ରପାତକୁ ପ୍ରାକୃତିକ ବିପତ୍ତି ଘୋଷଣା କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି। ଏ ନେଇ ରାଜ୍ୟ ସରକାର ଏକ ପ୍ରସ୍ତାବ ଦେଇଥିବା ରାଜସ୍ବ ଓ ବିପର୍ଯ୍ୟୟ...

କାଠପୋଲ ନିର୍ମାଣକଲେ ୨ ପଞ୍ଚାୟତବାସୀ

ଲଙ୍ଗଳେଶ୍ୱର, ୬।୯(କମଳାକାନ୍ତ ଦାସ): ବାଲେଶ୍ୱର ଜିଲା ସଦର ବ୍ଲକ ଦେଇ ପ୍ରବାହିତ ହେଉଥିବା ଡୁବୁଡୁବି ନଦୀର ଶାଖା ନଦୀ ହେଉଛି ହାଣ୍ଡିଭସା ନଦୀ। ଏହି ନଦୀ ଆଳୁମେଦା ଏବଂ କଷାଫଳ ପଞ୍ଚାୟତର ମଧ୍ୟସ୍ଥଳୀରେ ରହିଥିବାରୁ ଲୋକଙ୍କ ଯାତାୟାତ ପାଇଁ ଏଠାରେ...

ଏ ବର୍ଷ ୭ ସ୍ଥାନରେ ଇକୋ ରିଟ୍ରିଟ୍‌

ଭୁବନେଶ୍ୱର,୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଚଳିତ ବର୍ଷ ରାଜ୍ୟର ୫ ସ୍ଥାନରେ ଇକୋ ରିଟ୍ରିଟ୍‌ ହେବ। ଏଥିପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗ ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣ ପାଇଁ ବାର୍ଷିକ କ୍ୟାମ୍ପେନ୍‌ ଖୁବ୍‌ଶୀଘ୍ର ଆରମ୍ଭ କରିବାକୁ ଯାଉଛି। କୋଣାର୍କ, ସାତକୋଶିଆ, ଭିତରକନିକା, ଦାରିଙ୍ଗବାଡ଼ି,...

ବିଭିନ୍ନ ଆର୍‌ଟିଓ ଅଧୀନରେ ଖୋଲିବ ୫୪ କ୍ୟାମ୍ପ ଅଫିସ୍‌

ଭୁବନେଶ୍ୱର, ୬।୯(ସୁନିତ୍‌ ମିଶ୍ର): : ରାଜ୍ୟର ବିଭିନ୍ନ ଜିଲା ମୁଖ୍ୟାଳୟରେ ଆର୍‌ଟିଓ(ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ) ଥିଲେ ମଧ୍ୟ ଲୋକଙ୍କ ସୁବିଧା ଦୃଷ୍ଟିରୁ ରାଜ୍ୟ ସରକାର ଆଉ ୫୪ ସ୍ଥାନରେ କ୍ୟାମ୍ପ ଅଫିସ(ଆର୍‌ଟିଓ) ଖୋଲିବାକୁ ଅନୁମତି ଦେଇଛନ୍ତି। ଏହି କ୍ୟାମ୍ପ ଅଫିସ୍‌ଗୁଡ଼ିକ...

ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୯(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ଅତି...

୭୫ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ ପ୍ରଦାନ

ଭୁବନେଶ୍ୱର, ୬।୯(ଅସମାପିକା ସାହୁ):  ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୭୫ଜଣ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ମିଳିଛି। ଗୁରୁଦିବସ ଅବସରରେ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ...

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୯(ଅନିଲ ଦାସ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର...

ସଚିନ୍‌ଙ୍କ ମାର୍ଗଦର୍ଶନରେ ସ୍କୁଲମୁହାଁ ମୁଣ୍ଡାସାହି ପିଲା

ହାଣ୍ଡିଆ ପିଇ ଜଙ୍ଗଲରେ ବୁଲୁଥିଲେ ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ମୁଣ୍ଡାସାହି ପିଲା। ମୂଲ ଲାଗିବାକୁ ବାପା ମା’ ଯାଉଥିବାବେଳେ କୁନିକୁନି ପିଲାମାନେ ତାଙ୍କ ସହ ବି ଯାଉଥିଲେ। ପାଠପଢ଼ାରେ ଡୋରି ଲାଗିବା ସହ ସେମାନଙ୍କ ମାନସିକ ଓ ଶାରୀରିକ ବିକାଶର...

କୁଷ୍ଠମୁକ୍ତ ଓଡ଼ିଶାରେ କୁଷ୍ଠ ରୋଗୀ ସଂଖ୍ୟା ବଢୁଛି

ଭୁବନେଶ୍ବର,୫ା୯(ଅଭିଜିତ ଦାସ):ରାଜ୍ୟରେ ଏବେ କୁଷ୍ଠ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟ ସରକାର କୁଷ୍ଠ ଚିକିତ୍ସାକୁ ଗୁରୁତ୍ୱ ଦେବା ସହ ଜିଲା ତଥା ରାଜ୍ୟ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରିବା ସତ୍ତ୍ୱେ ନୂଆ ନୂଆ ରୋଗୀ ଚିହ୍ନଟ ହେଉଛନ୍ତି।...

୬ମାସରେ ୬ କିସ୍ତିରେ ଅର୍ଥ ପଇଠ କରିବେ ହିତାଧିକାରୀ

ଭୁବନେଶ୍ୱର, ୫।୯ (ବନ୍ଦନା ସେଠୀ):ଜାଗା ମିଶନକୁ ନେଇ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି। ବିଶେଷକରି ଲ୍ୟାଣ୍ଡ୍‌ ରାଇଟ୍‌ ସାର୍ଟିଫିକେଟ୍‌ (ଏଲ୍‌ଆର୍‌ସି) ବଣ୍ଟନ ଆରମ୍ଭ ହେବା ପରେ ନୂଆ ଅଡୁଆ ସୃଷ୍ଟି ହୋଇଛି। ଅତିରିକ୍ତ ଜମି ପାଇଁ ଦେୟ ଦେବାକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri