ମେଟ୍ରୋ

ରାଜ୍ୟରେ କମିଲା ଝିଅ ସଂଖ୍ୟା: ପ୍ରତି ୧୦୦୦ ପୁଅରେ ଅଛନ୍ତି…

ଭୁବନେଶ୍ୱର, ୫।୧୨(ଅସମାପିକା ସାହୁ)- ଓଡ଼ିଶାରେ କମିଛନ୍ତି ଝିଅ ସଂଖ୍ୟା। ଦେଶରେ ଝିଅ ସଂଖ୍ୟା ହ୍ରାସରେ ଓଡ଼ିଶା ୬ ନମ୍ବର ସ୍ଥାନରେ ରହିଛି। କେରଳ, ଛତିଶଗଡ଼, ହିମାଚଳପ୍ରଦେଶ, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ୧୯୬୧ ଜନଗଣନା...

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି। ଗ୍ୟାଙ୍ଗ୍‌ର ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ନୟାଗଡ଼ ରଣପୁରର ପ୍ରଶାନ୍ତ କୁମାର...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର। ଝାରସୁଗୁଡା ଜିଲା ବେଲପାହାଡର ମିରର ଥିଏଟର କଳାକାରଙ୍କ ପରିଶ୍ରମ ଅନୁଷ୍ଠାନକୁ ନୂଆ ପରିଚୟ...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ କରି ଶିଶୁଙ୍କ ମନ ଜିଣିବା ସହ ସାରା ପରିବାରର ଲୋକପ୍ରିୟତା ହାସଲ କରିବା...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ କରିବା ପାଇଁ ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ନୂଆ...

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮କି.ମି. ବେଗରେ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା ବିରୋଧୀ ଅପରାଧ ମାମଲା ୨୦୨୧ ତୁଳନାରେ ୨୦୨୨ରେ ୪% ବଢ଼ିଥିବାବେଳେ ଶିଶୁ ବିରୋଧୀ...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲାରେ ଆସନ୍ତାକାଲି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଜପତିର ବହୁ...

ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ୍‌ : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର,୪।୧୧ (ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଖୁବ୍‌ଶୀଘ୍ର ଝାରପଡ଼ା ଜେଲରୁ ମୁକୁଳିବେ। ପୂର୍ବରୁ ୨ଟି ମାମଲାରେ ତାଙ୍କୁ ଜାମିନ ମିଳିଥିବାବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ହୋଇଥିବା...

ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୧୨: କଟକର ପ୍ରସିଦ୍ଧ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଐତିହାସିକ ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ପାଇଁ ବଢ଼ାଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ...

ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ

ଭୁବନେଶ୍ୱର,୪ା୧୨: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଫୋନ୍‌ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା...

ସ୍ମାର୍ଟସିଟିବାସୀଙ୍କୁ ମଶାରି ଭରସା

ଭୁବନେଶ୍ୱର,୪।୧୨ (ବନ୍ଦନା ସେଠୀ): ଯଦି ଆପଣ ଭୁବନେଶ୍ୱରକୁ ବୁଲିବାକୁ କିମ୍ବା କାମରେ ଆସୁଛନ୍ତି, ତେବେ ଆଉ କିଛି ଆଣନ୍ତୁ କି ନ ଆଣନ୍ତୁ ସାଙ୍ଗରେ ଏୟାର ଫ୍ରେଶ୍‌ନର ଏବଂ ମଶାରି ନଚେତ୍‌ ମଶାବାଡ଼ି ନେଇକି ଆସିବାକୁ ପଡିବ। କାରଣ ସହରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri