ମେଟ୍ରୋ

ପେନ୍‌ସନ୍‌ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି

ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍‌ସନ୍‌ ପାଇବା ପାଇଁ ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିିବ ନାହିଁ। ଲୋକାଲ୍‌ ଫଣ୍ଡ ଅଡିଟର ପେନ୍‌ସନ୍‌ ପ୍ରୋସିଡିଂ କରି...

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ

ଭୁବନେଶ୍ୱର,୩୦ା୧୧: ଭିଜିଲାନ୍ସ ଜାଲରେ ଫସିଲେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଟିମ୍ ଏକକାଳୀନ ୫ଟି ସ୍ଥାନରେ ରେଡ୍‌ କରିଛନ୍ତି। ଭୁବନେଶ୍ୱର ଜାଗମରା ସ୍ଥିତ ଘରେ ରେଡ୍‌...

ଦୁର୍ଗନ୍ଧରେ ସହରବାସୀ, ନିରୁପାୟ ବିଏମ୍‌ସି

ଭୁବନେଶ୍ୱର,୩୦।୧୧(ବନ୍ଦନା ସେଠୀ): ରାସ୍ତା, ଘାଟ, ଗଳିକନ୍ଦି ସମେତ ପୂରା ସହର ବହୁଦିନ ହେବ ଦୁର୍ଗନ୍ଧରେ ଫାଟିପଡ଼ୁଛି। ଦୁର୍ଗନ୍ଧ ଏତେ ଉତ୍କଟ ହେଉଛି ଯେ ନାକରେ ହାତ ନ ଦେଲେ ରହି ହେଉନାହିଁ କି ଯାଇ ହେଉନାହିଁ। ବିଶେଷକରି ରାତି ବଢିବା...

ଘରୁ ଟଙ୍କା ନେଇଗଲେ କାମବାଲି, ସିସିଟିଭି ଫୁଟେଜ୍‌ ଭାଇରାଲ୍‌

ଭୁବନେଶ୍ୱର,୩୦।୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗାର ଥାନା ଅନ୍ତର୍ଗତ ଝାରପଡ଼ା ଜଗନ୍ନାଥନଗରରେ ଜଣଙ୍କ ଘରୁ କାମବାଲି ଟଙ୍କା ଚୋରି କରିଛନ୍ତି। ମହିଳା ଜଣକ ମାଲିକଙ୍କ ବେଡ୍‌ରୁମ୍‌ରେ ଥିବା ଆଲ୍‌ମିଲାରର ଲକର୍‌ ଖୋଲି ଟଙ୍କା ଚୋରି କରୁଥିବାର ସିସିଟିଭି ଫୁଟେଜ୍‌ ସୋସିଆଲ୍‌ ମିଡିଆରେ...

୧ରୁ ହେବନି ବସ୍‌ ଧର୍ମଘଟ

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ କର୍ମକର୍ତ୍ତା ଓ ରାଜ୍ୟ ସରକାରଙ୍କ ସହ ବୁଧବାର ହୋଇଥିବା ଆଲୋଚନା ସଫଳ ହୋଇଛି। ସଂଘ ଆସନ୍ତା ଡିସେମ୍ବର ୧ରୁ ଡାକରା ଦେଇଥିବା ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ନିଷ୍ପତ୍ତି ନେଇଛି।...

ଗିରଫ ଆଇଆଇସି ସୁଶାନ୍ତଙ୍କର ବିଜେଡି ଲିଙ୍କ୍‌ ରହିଛି: ଭାଜପା

ଭୁବନେଶ୍ୱର, ୩୦।୧୧(ସୁନିତ୍‌ ମିଶ୍ର): ୩୭ ଲକ୍ଷ ଟଙ୍କାର ନଗଦ କଳା ଟଙ୍କା ଜବତ ଘଟଣାରେ ଗିରଫ ହୋଇଥିବା ବୈପାରିଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କ ବିଜେଡି ଲିଙ୍କ୍‌ ରହିଛି। ଜବତ ହୋଇଥିବା ଏତେ ପରିମାଣର ଟଙ୍କା ସହ ଗଞ୍ଜେଇ ଚୋରାଚାଲାଣ...

ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ମିଳିବ ଏନ୍‌ଇଇଟି, ଜେଇଇ କୋଚିଂ

ଭୁବନେଶ୍ୱର, ୩୦।୧୧(ଅସମାପିକା ସାହୁ): ରାଜ୍ୟର ସମସ୍ତ ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ନିଜ ସ୍କୁଲ୍‌ରେ ଏନ୍‌ଇଇଟି ଏବଂ ଜେଇଇ କୋଚିଂ ମିଳିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ମନୋଭାବ ଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ...

କଏନ୍‌ ନେବାକୁ ମନା କରିପାରିବେନି ବ୍ୟାଙ୍କ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ୫୦ ପଇସାଠାରୁ ଆରମ୍ଭ କରି ୨୦ ଟଙ୍କିଆ କଏନ ଯାଏ କୌଣସି ମୁଦ୍ରା ଅଚଳ ହୋଇନାହିଁ। କୌଣସି ବ୍ୟାଙ୍କ କଏନ୍‌ ନେବାକୁ ମନା କରିପାରିବେ ନାହିଁ। ତେବେ ସାଧାରଣ ଲୋକେ କଏନ୍‌ କାରବାରକୁ ନେଇ ଯେଉଁ ସମସ୍ୟାର...

ଓଡ଼ିଶାକୁ ବାତ୍ୟା ଭୟ: ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଗଭୀର ଅବପାତ (ଡିପ୍‌ ଡିପ୍ରେସନ)ରେ ପରିଣତ ହେବ।...

ରସୁଲଗଡ଼ରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ବର,୨୯।୧୧: ଭୁବନେଶ୍ୱରର ରସୁଲଗଡ଼ ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ରସୁଲଗଡ଼ରୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ସ୍କୁଟିକୁ ଧକ୍କା ଟ୍ରକ ଦେଇଥିଲା ।...

ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି 

ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଯାହା ବୁଧବାର ସୁଦୃଶ୍ୟ ଲଘୁଚାପରେ ପରିଣତ...

ସୁଦୃଶ୍ୟ ହେଲା ଲଘୁଚାପ : ୧ରୁ ସମୁଦ୍ର ଅଶାନ୍ତ

ଭୁବନେଶ୍ୱର,୨୯।୯: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ତେବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା।ବୁଧବାର ତାହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri