ମେଟ୍ରୋ

ଆନ୍ଦୋଳନରୁ ଓହରିଲା ଆଉଟସୋର୍ସିଙ୍ଗ ସଂଘ

ଭୁବନେଶ୍ୱର,୧।୮(ଅସମାପିକା ସାହୁ)ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ର ପ୍ରଦାନ ପରେ ସେମାନଙ୍କ ଦାବି ସଂପର୍କରେ ବିସ୍କୃତ ଆଲୋଚନା କରାଯାଇଥିଲା। ଏହାପରେ ସେମାନେ...

ରେ-ବ୍ୟାନ’ର ନୂତନ କଲେକ୍ସନ

ଭୁବନେଶ୍ୱର,୧।୮: ଦେଶର ଜଣାଶୁଣା ଆଇ ଗ୍ଲାସ ବ୍ରାଣ୍ଡ ରେ-ବ୍ୟାନର ନୂତନ କଲେକ୍ସନ ‘ରିଭର୍ସ ଆଇ ଉୟର’ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି ବହୁ ପରୀକ୍ଷା ନିରୀକ୍ଷା ପରେ ଉକ୍ତ ଉପତ୍ାଦକୁ ବଜାର ପ୍ରବେଶ ସହ ଗ୍ରାହକଙ୍କ ନିକଟରେ ନୂଆ ଶୈଳୀର...

ମନୋରଞ୍ଜନ କରିବ ଜୀ-ସାର୍ଥକର ‘୭ ସୁପର ସୋମବାର’

ଭୁବନେଶ୍ୱର,୧।୮ (ଅନୁରାଧା ମହାରଣା):ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକ ଅଗଷ୍ଟ ୭ରେ ‘୭ ସୁପର ସୋମବାର’ ନାମରେ ଦର୍ଶକଙ୍କ ମନୋରଞ୍ଜନ କରିବ। ଏହି ଦିନ ଜୀ ସାର୍ଥକରେ ‘ଆମ ଝିଲି’ ଓ ‘ଲାଲ ଇସ୍କ’ ଧାରାବାହିକର ଶୁଭାରମ୍ଭ ହେବ। ଦର୍ଶକଙ୍କ ମନ...

ବେଆଇନ ଟ୍ରେଡିଂ ଆପ୍‌ଠାରୁ ଦୂରେଇ ରୁହନ୍ତୁ

ଭୁବନେଶ୍ୱର,୧।୮(ସତ୍ୟଜିତ୍‌ ରାଉତ): ସାଇବର ଠକମାନେ ଏବେ ବିଭିନ୍ନ ଉପାୟରେ ଟଙ୍କା ଲୁଟୁଛନ୍ତି। ବିଶେଷକରି ଟ୍ରେଡିଂ ଆପ୍‌ରେ ଅଳ୍ପ ଦିନରେ ଦୁଇଗୁଣ ଅର୍ଥ ଲାଭର ପ୍ରଲୋଭନ ଦେଖାଇ ଜାଲରେ ଫଶାଉଛନ୍ତି। ଏଭଳିସ୍ଥିତିରେ ଓଡ଼ିଶା ପୋଲିସ ପକ୍ଷରୁ ଏ ସଂକ୍ରାନ୍ତରେ ସାମାଜିକ ଗଣମାଧ୍ୟମ...

ବ୍ଲଡ୍‌ ପ୍ଲେଟ୍‌ଲେଟ୍‌ ଅଭାବ

ଭୁବନେଶ୍ୱର,୧।୮(ଅଭିଜିତ ଦାସ):କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ରୋଗୀଙ୍କ ଚିକିତ୍ସାରେ ଆବଶ୍ୟକ ପଡୁଥିବା ବ୍ଲଡ୍‌ ପ୍ଲେଟ୍‌ଲେଟ୍‌ର ଘୋର୍‌ ଅଭାବ ଦେଖାଦେଇଛି। ଏବେ କ୍ୟାପିଟାଲ ହସ୍ପିଟାଲରେ ୩୦ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ଦୈନିକ ଡେଙ୍ଗୁ ରୋଗୀଙ୍କ ପାଇଁ ୩୫ରୁ...

୧୧୮ତମ ସ୍ଥାନରେ ଦେବାଶିଷ

ଭୁବନେଶ୍ୱର,୧ା୮(ଅନିଲ ଦାସ):ଦେବାଶିଷ ଆଚାର୍ଯ୍ୟ ସୋମବାର ଓଡିଶା ଲୋକସେବା ଆୟୋଗ (ଓପିଏସସି)ଦ୍ୱାରା ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା (ଓସିଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ୧୧୮ ତମ ର଼୍ୟାଙ୍କ ପାଇଛନ୍ତି। ଦେବାଶିଷ ୨୦୧୨ରେ ମାଟ୍ରିକ୍‌ରେ ଟପ୍‌-୧୦୦ରେ ସଫଳତା ପାଇଥିଲେ। ବିଜେବି କଲେଜରୁ...

‘ସ୍ତ୍ରୀଙ୍କ ସହଯୋଗ ବିନା ଏହା ସମ୍ଭବ ନ ଥିଲା’

ଓଡ଼ିଶା ପ୍ରଶାସନିକ ସେବା(ଓସିଏସ୍‌) ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଟାଙ୍ଗରପଡ଼ାର ସୁଦେବ କୁମାର ପୃଷ୍ଟି ରାଜ୍ୟରେ ଟପ୍ପର ହୋଇଛନ୍ତି। ବର୍ତ୍ତମାନ ସେ ଭାରତୀୟ ବାୟୁ ସେନାରେ ଜାହାଜ ଟେକ୍ନିସିଆନ ଭାବେ କାର୍ଯ୍ୟରତ।...

ବିଏମ୍‌ସିର ଉଠାଦୋକାନୀ ପ୍ରୀତିକୁ ନେଇ ଅସନ୍ତୋଷ

ଭୁବନେଶ୍ୱର, ୧।୮ (ବନ୍ଦନା ସେଠୀ):ରାଜଧାନୀର ପ୍ରମୁଖ ମାର୍କେଟ କୁହାଯାଉଥିବା ୟୁନିଟ୍‌-୨ ମାର୍କେଟ ବିଲ୍ଡିଂ ଜୁଲାଇ ୧୭ରୁ ବନ୍ଦ ରହିଛି। ୧୫ ଦିନ ଧରି ମାର୍କେଟ ବନ୍ଦ ରହିବା ଫଳରେ ପ୍ରାୟ ୩୦ କୋଟି ଟଙ୍କାର କ୍ଷତି ହୋଇ ସାରିଲାଣି। ମାତ୍ର...

୨ ଦିନ ପ୍ରବଳ ଛେଚିବ

ଭୁବନେଶ୍ୱର,୧ା୮(ଅନିଲ ଦାସ):କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟାରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳବର୍ଷା ହେବ ବୋଲି ପାଣିପାଗ ବିଭାଗ...

୭ ଦିନିଆ ଓଡ଼ିିଶା ଗସ୍ତରେ ମୋହନ ଭାଗବତ

ଭୁବନେଶ୍ବର, ୧ା୮(ସୁନିତ୍‌ ମିଶ୍ର): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ ସୋମବାର ୭ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଗଣ୍ଡମୁଣ୍ଡାସ୍ଥିତ ସ୍ବାମୀ ବିବେକାନନ୍ଦ କେନ୍ଦ୍ରର କାର୍ଯ୍ୟକ୍ରମରେ ଯୋଗଦେବେ। ଏହାସହ ପୁରୀ ଯାଇ ଗୋବର୍ଦ୍ଧନ ପୀଠରେ ଶଙ୍କରାଚାର୍ଯ୍ୟ ସ୍ବାମୀ...

ସବୁ ସରକାରୀ କୋଠା ଆଲୋକରେ ଝଲସିବ

ଭୁବନେଶ୍ବର, ୧ା୮(ସୁନିତ୍‌ ମିଶ୍ର):ଚଳିତ ବର୍ଷ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର ଅପରାହ୍ନରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ବାଧୀନତା ଦିବସ-୨୦୨୩ ପାଳନର...

ବଦଳିଲା ଯୁକ୍ତ୨ ପାଠ୍ୟକ୍ରମ

ଭୁବନେଶ୍ୱର,୧ା୮(ଅନୁରାଧା ମହାରଣା):ଯୁକ୍ତ୨ରେ କେତେକ ପାଠ୍ୟକ୍ରମ ବଦଳିବା ସହ ସିବିଏସ୍‌ଇ ଢାଞ୍ଚାରେ ସରଳୀକରଣ କରାଯାଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆ ପାଠ୍ୟକ୍ରମ ସମ୍ପର୍କିତ ତଥ୍ୟ ସିଏଚ୍‌ଏସଇ ଓ୍ବେବସାଇଟ୍‌ www.chseodisha.nic.inରେ ଉପଲବ୍ଧ ହୋଇଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri