ମେଟ୍ରୋ

ମାର୍ଚ୍ଚ ୫ରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନୂଆ ଶିକ୍ଷାବର୍ଷ ୨୦୨୩-୨୪ ପାଇଁ ଏକାଡେମିକ କ୍ୟାଲେଣ୍ଡର ପ୍ରସ୍ତୁତ କରିଛି। ଏଥିସହ ଏହାର କାର୍ଯ୍ୟକାରିତା ନେଇ ଅଧ୍ୟକ୍ଷମାନଙ୍କ ମତାମତ ମଧ୍ୟ ନିଆଯାଇଛି। କ୍ୟାଲେଣ୍ଡର ଅନୁସାରେ କାମ କରିବା ସହ ପ୍ରୋକ୍ଟରିଆଲ କ୍ଲାସ୍‌କୁ...

କଂଗ୍ରେସ ଭବନ ବାହାରେ ମୋକିମ୍‌, ଚିରଞ୍ଜୀବ ସମର୍ଥକଙ୍କ ହୋହଲ୍ଲା

ଭୁବନେଶ୍ବର, ୨୨ା୭(ସୁନିତ୍‌ ମିଶ୍ର): ମହମ୍ମଦ ମୋକିମ୍‌ ଏବଂ ଚିରଞ୍ଜୀବ ବିଶ୍ୱାଳଙ୍କୁ କଂଗ୍ରେସରୁ ନିଲମ୍ବିତ କରିବା ପରେ ଦଳ ଭିତରେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ୨ ନେତାଙ୍କ ସମର୍ଥକମାନେ ରାସ୍ତାକୁ ଓହ୍ଲାଇବା ସହ ଖବରଦାତା ସମ୍ମିଳନୀ କରି ନିଲମ୍ବନ ଆଦେଶ...

ସ୍କୁଲ ପିଲାଙ୍କୁ ଉନ୍ନତ ଶିକ୍ଷାରୁ ବଞ୍ଚିତ କରିବାକୁ ଭାଜପାର ଷଡ଼ଯନ୍ତ୍ର: ବିଜେଡି

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳର ଏକ ସ୍କୁଲର ଅଫିସ ଗୃହ ଛାତରୁ ପ୍ଲାଷ୍ଟର ଖସି ୨ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଆହତ ହେବା ଘଟଣା ନିଶ୍ଚିତ ଭାବେ ଦୁର୍ଭାଗ୍ୟଜନକ। ତେବେ ୫-ଟି ସ୍କୁଲରେ ନିମ୍ନମାନର କାମ ଯୋଗୁ ଏଭଳି...

ଅଗଷ୍ଟ ୧୫ ସୁଦ୍ଧା କୋଟିଏ ଗଛ ଲଗାଇବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଭୁବନେଶ୍ବର, ୨୨ା୭(ସୁନିତ୍‌ ମିଶ୍ର): ପ୍ରକୃତି ତଥା ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ସଂକଳ୍ପ ନେବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ବାନ...

ଆଜି ନବୀନ ହେବେ ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ରାଜନୈତିକ କ୍ୟାରିୟରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବାକୁ ଯାଉଛନ୍ତି। ଆସନ୍ତା ୨୩ ତାରିଖରେ ଦେଶର ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ ହେବାର ସେ ଗୌରବ ଅର୍ଜନ କରିବେ। ଦେଶର...

ଏବେ ଶକ୍ତିକୁ ସ୍କୁଟର

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ରାଜ୍ୟ ସରକାର ଗ୍ରାମାଞ୍ଚଳ ଭିତ୍ତିଭୂମିଠାରୁ ଆରମ୍ଭ କରି ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ, ଶିକ୍ଷା, ମହିଳା ସଶକ୍ତୀକରଣ ଉପରେ ସରକାର ଅଧିକ ଫୋକସ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ...

କ୍ୟାବିନେ୍‌ଟ ବୈଠକ: ୧୭ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୧ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନରେ ରାଜ୍ୟ କ୍ୟାବିନେ୍‌ଟ ଗୁରୁତ୍ପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟରେ ୧୭ ପ୍ରସ୍ତାବ ଉପରେ ମୋହର ବାଜିଛି। ମିଶନ ଶକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଯୋଜନାକୁ...

ସ୍ବତନ୍ତ୍ର ଓଜେଇଇ ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୨୧ା୭ (ଅନୁରାଧା ମହାରଣା): ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇଛି। ବି.ଟେକ୍‌ରେ ୮,୬୫୫ ଛାତ୍ରୀଛାତ୍ର ଓ ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ ଡିପ୍ଲୋମାରେ ୪,୫୬୮ଜଣଙ୍କୁ ର଼୍ୟାଙ୍କ କାର୍ଡ ମିଳିଛି। ସେହିପରି ବି.ଫାର୍ମାରେ ୨୪୪୨ ଛାତ୍ରୀଛାତ୍ର, ଏମ୍‌ବିଏରେ...

୩୭ ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ହେବ ରକ୍ଷଣାବେକ୍ଷଣ

ଭୁବନେଶ୍ୱର,୨୧ା୭(ଅସାମାପିକା ସାହୁ): ରାଜ୍ୟର ୧୧୧ ପୌରସଂସ୍ଥାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅଧୀନରେ ପ୍ରତିଷ୍ଠା ହୋଇଥିବା ୩୭ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ,...

ସୁଲତା ଦେଓ ରାଜ୍ୟ ସଭା ଉପାଧ୍ୟକ୍ଷ ପ୍ୟାନେଲ ସଦସ୍ୟ ନିଯୁକ୍ତ

ଭୁବନେଶ୍ୱର,୨୧ା୭(ଅନିଲ ଦାସ): ବିଜେଡି ରାଜ୍ୟ ସଭା ସଦସ୍ୟ ସୁଲତା ଦେଓ ରାଜ୍ୟ ସଭା ଉପାଧ୍ୟକ୍ଷ ପ୍ୟାନେଲ ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ସୁଲତା ୨୦୨୨ ଜୁଲାଇରେ ରାଜ୍ୟ...

ଆଜି +୨ ସ୍ପଟ୍‌ ଆଡ୍‌ମିଶନ ଆବେଦନ

ଭୁବନେଶ୍ୱର,୨୧ା୭(ଅନୁରାଧା ମହାରଣା) – ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଚାଲିଛି। ୨୭ ତାରିଖରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଏଥିପାଇଁ ଶୁକ୍ରବାର ଆବେଦନ କରିବାକୁ ପଡ଼ିବ। ଯେଉଁ ଆବେଦନକାରୀମାନେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ନାମଲେଖାଇବା...

ଆଜି କ୍ୟାବିନେଟ

ଭୁବନେଶ୍ୱର,୨୧ା୭(ଅନିଲ ଦାସ):ଲୋକସେବା ଭବନରେ ଶୁକ୍ରବାର ସା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ଲାଗିବା ସମ୍ଭାବନା ରହିଛି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri